• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
February 9, 2022
in ଓଡ଼ିଶା, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୯ ଫେବ୍ରୁଆରୀ ବୁଧବାର ) ଭୁବନେଶ୍ୱର :- ମେଷ : ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି। ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ପୁଞ୍ଜି-ନିବେଶ କରିବା ପାଇଁ ଧ୍ୟାନ ରଖିବେ। ଆଜି ସମ୍ଭାଳିକରି ଦେବା-ନେବା କରନ୍ତୁ। କୌଣସି କାର୍ଯ୍ୟ କିମ୍ବା ପ୍ରୋଜେକ୍ଟରେ ସରକାରଙ୍କର ତରଫରୁ ଲାଭ ମିଳିବ। ଅଫିସ୍ ରେ ମହତ୍ତ୍ଵପୂର୍ଣ୍ଣ ବିଷୟ ସମ୍ବନ୍ଧରେ ଉଚ୍ଚ ପଦାଧିକାରିମାନଙ୍କ ସହିତ ବିଚାର-ବିମର୍ଶ ହେବ। ଅଫିସ୍ ର କାର୍ଯ୍ୟ ହେତୁ ଯାତ୍ରା କରି ପାରନ୍ତି। ମାତାଙ୍କ ସହିତ ଅଧିକ ନିକଟତର ଅନୁଭବ କରିବେ।

ବୃଷ : ଆଜିର ଦିନ ଆନନ୍ଦର ଦିନ ଅଟେ। ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ। ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ। ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ। ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ। ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ। ବିଦେଶକୁ ଯିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିବ। ବିଦେଶରେ ରହୁଥିବା ସ୍ନେହୀଜନମାନଙ୍କ କିମ୍ବା ମିତ୍ରମାନଙ୍କର ସମାଚାର ମିଳିବ। ବ୍ୟାପାରିମାନଙ୍କୁ ବ୍ୟାପାରରେ ଧନ ଲାଭ ହେବ। ନୂଆ ଆୟୋଜନ ହାତକୁ ନେଇ ପାରିବେ। ଲମ୍ବା ଦୂର ଯାତ୍ରା ହେବ, ତୀର୍ଥଯାତ୍ରା କରିପାରନ୍ତି।

ମିଥୁନ : ଶାରୀରିକ ଏବଂ ମାନସିକ ରୂପରେ ଆଜି ସମ୍ପୂର୍ଣ୍ଣ ଦିନ ପ୍ରସନ୍ନତା ରହିବ। ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟର ପ୍ରଶଂସା ହେବାରୁ କାର୍ଯ୍ୟ ପ୍ରତି ଉତ୍ସାହ ମଧ୍ୟ ବଢ଼ିବ। ସାଥିରେ କାମ କରୁଥିବା ଲୋକଙ୍କର ମଧ୍ୟ ସହଯୋଗ ପ୍ରାପ୍ତ ହେବ। ସାମାଜିକ କ୍ଷେତ୍ରରେ ମଧ୍ୟ ମାନ-ସମ୍ମାନ ପ୍ରାପ୍ତି ହେବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଅତ୍ୟଧିକ ଖର୍ଚ୍ଚରେ ଆର୍ଥିକ ଅସୁବିଧା ଅନୁଭବ କରିପାରନ୍ତି। ପାରିବାରିକ ସଦସ୍ୟ ଏବଂ ଅଫିସ୍ ରେ ସହକର୍ମିମାନଙ୍କ ସହିତ ମନମାଳିନ୍ୟ କିମ୍ବା ବିବାଦର ପ୍ରସଙ୍ଗ ବନିପାରେ। ଯେଉଁ କାରଣରୁ ମନ ଦୁଃଖ ହୋଇପାରେ। ଈଶ୍ଵରଙ୍କର ଆରାଧନା, ଜପ ଏବଂ ଆଧ୍ୟାତ୍ମିକତା ଆପଣଙ୍କୁ ଶାନ୍ତିର ଅନୁଭବ କରାଇବ।

କର୍କଟ : ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ। ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ। ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ। ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ। ମାନସିକ ରୂପରେ ମଧ୍ୟ ଆଜି ପ୍ରସନ୍ନତା ଅନୁଭବ କରିବେ। ଆଜିର ଦିନ ସାମାଜିକ ଏବଂ ବ୍ୟବସାୟ କ୍ଷେତ୍ରରେ ଆପଣଙ୍କପାଇଁ ଲାଭଦାୟକ ପ୍ରମାଣିତ ହେବ। ଉତ୍ତମ ଆଭୂଷଣ ଏବଂ ବାହନ କିଣିବେ। ମୌଜମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ସମୟ କଟାଇବେ। ଦାମ୍ପତ୍ୟଜୀବନରେ ପ୍ରେମର ଅନୁଭୂତି ହେବ। ଭାଗିଦାରୀରେ ଲାଭ ହେବ।

ସିଂହ : ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ। ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ। ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ। ଯାହାଦ୍ୱାରା ମାନସିକ ଅସୁସ୍ଥତା ବହୁତ କମ ହେବ। ଘରେ ଶାନ୍ତିର ବାତାବରଣ ହେବ। ଦୈନିକ କାର୍ଯ୍ୟଗୁଡ଼ିକରେ ସ୍ୱଳ୍ପ ଅବରୋଧ ଆସିପାରେ। ଅଧିକ ପରିଶ୍ରମ କରିବା ପରେ ମଧ୍ୟ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ମୌଜ-ମସ୍ତୀ ଏବଂ ମନୋରଞ୍ଜନର ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ହେବ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ।

କନ୍ୟା : ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ। ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ। ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ। ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ। ମିତ୍ରମାନଙ୍କ ସହିତ ଯାତ୍ରାର ଆନନ୍ଦ ନେଇ ପାରିବେ। କୌଣସି କାରଣରୁ ମନରେ ଚିନ୍ତା ହୋଇପାରେ। ସନ୍ତାନ ଏବଂ ସ୍ଵାସ୍ଥ୍ୟ ବିଷୟରେ ଆପଣଙ୍କୁ ସ୍ୱଳ୍ପ ଅସୁବିଧା ହୋଇପାରେ। ପେଟ ସମ୍ବନ୍ଧୀତ ଯନ୍ତ୍ରଣାର ଅଭିଯୋଗ ରହିବ। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢ଼ାରେ କଠିନତା ଆସିବ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ଶେୟାର ସଟ୍ଟାରୁ ଦୂରରେ ରୁହନ୍ତୁ।

ତୁଳା : ଆପଣଙ୍କ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ବ୍ୟବସାୟିକ କ୍ଷେତ୍ରରେ ଲାଭ ହେବ। ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ। ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ। ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚର ମାତ୍ରା ନ ବଢୁ, ଏହାର ଧ୍ୟାନ ରଖିବେ। ଆଜି ଆପଣ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ମାତାଙ୍କ ସହିତ ସମ୍ବନ୍ଧ ବିଗିଡ଼ି ପାରେ, ତାଙ୍କର ସ୍ଵାସ୍ଥ୍ୟ ସମ୍ବନ୍ଧରେ ଚିନ୍ତା ହୋଇପାରେ। ଯାତ୍ରା ପାଇଁ ବର୍ତ୍ତମାନ ସମୟ ଅନୁକୂଳ ନୁହେଁ। ଜମି ସମ୍ପତ୍ତି ସମ୍ବନ୍ଧିତ ଚର୍ଚ୍ଚାରେ ସାବଧାନ ରହିବାର ଆବଶ୍ୟକତା ଅଛି।

ବିଚ୍ଛା : ବାଦ-ବିବାଦରେ ଫସନ୍ତୁ ନାହିଁ। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ। ସମ୍ଭବ ହେଲେ ଯାତ୍ରାକୁ ଟାଳି ଦିଅନ୍ତୁ। ଭବିଷ୍ୟତ ପାଇଁ ଆର୍ଥିକ ଯୋଜନା ବନାଇବା ପାଇଁ ସମୟ ଅନୁକୂଳ ଅଟେ। କାର୍ଯ୍ୟ ସଫଳତା, ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧି ପାଇଁ ଭଲ ଦିନ ଅଟେ। ନୂଆ କାର୍ଯ୍ୟର ପ୍ରାରମ୍ଭ ମଧ୍ୟ କରିପାରନ୍ତି। ଭାଇ-ବନ୍ଧୁମାନଙ୍କ ବ୍ୟବହାର ଆଜି ଅଧିକ ସହଯୋଗପୂର୍ଣ୍ଣ ଏବଂ ପ୍ରେମପୂର୍ଣ୍ଣ ରହିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ। ପ୍ରିୟ ବ୍ୟକ୍ତିଙ୍କ ସହିତ ମିଶିବା ପାଇଁ ମନରେ ଆନନ୍ଦ ଅନୁଭବ କରିବେ।

ଧନୁ : ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଯାହାଦ୍ୱାରା ମନରେ ଅଶାନ୍ତି ରହିବ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ। ମାନହାନି ନ ହେଉ ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ଵାସ୍ଥ୍ୟ ବିଷୟରେ ଚିନ୍ତା ହୋଇପାରେ। ପାରିବାରିକ ବାତାବରଣ କାରଣରୁ ଆପଣ ଅସୁବିଧା ଭୋଗିପାରନ୍ତି। ନିରର୍ଥକ ଧନ ଖର୍ଚ୍ଚ ହୋଇପାରେ। କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ଆଜି ହିତକର ନୁହେଁ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ଟାଳିବାକୁ ପ୍ରୟାସ କରନ୍ତୁ।

ମକର : ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ। କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ। ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟର ଅନୁକୂଳତା ରହିବ। ଶତ୍ରୁ ପରାସ୍ତ ହେବେ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ଈଶ୍ଵରଙ୍କର ନାମ ସ୍ମରଣରେ ଆପଣଙ୍କ ଦିନର ଶୁଭାରମ୍ଭ ହେବ। ଗୃହସ୍ଥଜୀବନରେ ଆନନ୍ଦମୟ ବାତାବରଣ ରହିବ। ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ। ମିତ୍ର ତଥା ବନ୍ଧୁମାନଙ୍କ ତରଫରୁ ଭେଟି ମିଳିପାରେ।

କୁମ୍ଭ : ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ। ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢାରେ ଅଧିକ ଜୋର ଦେବାକୁ ପଡ଼ିବ। ଟଙ୍କା ଦବା-ନବାରେ ସାବଧାନ ରହିବେ। ଖର୍ଚ୍ଚରେ ବୃଦ୍ଧି ହୋଇପାରେ। ସ୍ଵାସ୍ଥ୍ୟ ମାମଲାରେ ଧ୍ୟାନ ରଖିବେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। କାହା ସହିତ ଭୁଲ ବୁଝାବଣା ହେବାରେ ବିବାଦ ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଏମିତି ନ ହେଉ କି କୌଣସି ଭଲକାମ କରିବାକୁଯାଇ ବିପଦକୁ ଗଳାରେ ଲଗାଇ ବସିବେ।

ମୀନ : ଶାରୀରିକ ଏବଂ ମାନସିକ ରୂପରେ ଆପଣଙ୍କ ସ୍ଵାସ୍ଥ୍ୟ ପ୍ରସନ୍ନତାରେ ପୂର୍ଣ୍ଣ ରହିବ। ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ। ପାରିବାରିକ ବାତାବରଣରେ ସୁଖ-ଶାନ୍ତି ବନି ରହିବ। ମିତ୍ରମାନଙ୍କ ଏବଂ ପରିଜନମାନଙ୍କ ସହିତ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ଅଛି। ଆଜି ଆପଣଙ୍କପାଇଁ ଲାଭଦାୟକ ଦିନ ଅଟେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ବୃଦ୍ଧ ବର୍ଗ ଏବଂ ମିତ୍ରମାନଙ୍କ ତରଫରୁ ଆପଣଙ୍କୁ କିଛି ଲାଭ ହେବ। ନୂଆ ମିତ୍ର ବନିବେ, ଯେଉଁମାନଙ୍କର ମିତ୍ରତା ଭବିଷ୍ୟତ ପାଇଁ ଲାଭଦାୟକ ପ୍ରମାଣିତ ହେବ। ମାଙ୍ଗଳିକ କାର୍ଯ୍ୟରେ ଯାଇପାରନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version