• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଝି ନଇରେ ଫସିଥିବା ସାତ ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କଲେ ୧୦୮ ବୋଟ ଆମ୍ବୁଲାନ୍ସ କର୍ମଚାରୀ ନବରଙ୍ଗପୁର : ୧୦୮ ଆମ୍ବୁଲାନ୍ସ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
February 9, 2022
in ଓଡ଼ିଶା, ନବରଙ୍ଗପୁର, ମହାନଗର, ହୋମ୍
0
ମଝି ନଇରେ ଫସିଥିବା ସାତ ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କଲେ ୧୦୮ ବୋଟ ଆମ୍ବୁଲାନ୍ସ କର୍ମଚାରୀ ନବରଙ୍ଗପୁର : ୧୦୮ ଆମ୍ବୁଲାନ୍ସ କର୍ମଚାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୯ ଫେବ୍ରୁଆରୀ ବୁଧବାର ) ନବରଙ୍ଗପୁର :- ମଝି ନଇରେ ଫସିଥିବା ସାତ ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କଲେ ୧୦୮ ବୋଟ ଆମ୍ବୁଲାନ୍ସ କର୍ମଚାରୀ ନବରଙ୍ଗପୁର,୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଅନେକ ସମୟରେ ନିଜ କର୍ତବ୍ୟ ପରିସରରୁ ବାହାରି ରୋଗୀଙ୍କୁ ସାହାଯ୍ୟ କରୁଥିବାର ଅନେକ ଉଦାହରଣ ଆମ ଆଖି ସାମ୍ନାକୁ ଆସିଛି । ଏପରିକି ବିଭିନ୍ନ ପ୍ରତିକୂଳ ପରିସ୍ଥିତି ସତ୍ୱେ ମଧ୍ୟ ଏହି କର୍ମଚାରୀମାନେ ନିଷ୍ଠାର ସହ ନିଜ କର୍ତବ୍ୟ ତୂଲାଇଛନ୍ତି । ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲାରେ । ଘଟଣାନୁଯାୟୀ ନବରଙ୍ଗପୁର ଜିଲ୍ଲା ତଳଙ୍ଗ ଗାଁର ପ୍ରାୟ ସାତଜଣ ବ୍ୟକ୍ତି କୌଣସି କାମରେ ଖାତିଗୁଡ଼ା ବଜାରକୁ ଆସିଥିଲେ ଏବଂ ସେଠାରୁ କାମ ସାରିବା ପରେ ଏକ ଛୋଟ କାଠ ଡଙ୍ଗାରେ ଇନ୍ଦ୍ରାବତୀ ନଦୀ, ପୋଡ଼ାଗଡ଼ ବନ୍ଧ ଦେଇ ଘରକୁ ଫେରୁଥିଲେ ।

କିନ୍ତୁ ଡଙ୍ଗାରେ ପ୍ରାୟ ଦେଢ଼ କି.ମି ଦୂରତା ଅତିକ୍ରମ କରିବା ପରେ ଅତ୍ୟଧିକ ବେଗରେ ପବନ ବୋହିବା ସହିତ ଡଙ୍ଗାରେ ଛିଦ୍ର ରହିଥିବା କାରଣରୁ ଡଙ୍ଗାରେ ହଠାତ୍ ପାଣି ପଶିଯାଇଥିଲା । ଯାହାଫଳରେ ଡଙ୍ଗାଟି ପୋଡ଼ାଗଡ଼ ବନ୍ଧ ମଝିରେ ଅଚଳ ହୋଇ ପଡ଼ିଥିଲା ଏବଂ ଉକ୍ତ ସାତଜଣ ବ୍ୟକ୍ତି ସେହି ଡଙ୍ଗାରେ ମଝି ନଇରେ ପ୍ରାୟ ଅଧଘଂଟା ଧରି ଫସି ରହିଥିଲେ । ଭାଗ୍ୟବସତଃ ସେମାନଙ୍କ ମଧ୍ୟରୁ ଜଣଙ୍କ ପାଖରେ ୧୦୮ ବୋଟ ଆମ୍ବୁଲାନ୍ସର ଜଣେ କର୍ମଚାରୀଙ୍କ ଫୋନ ନମ୍ବର ରହିଥିଲା । ତେଣୁ ସେ ତୁରନ୍ତ ସେହି କର୍ମଚାରୀଙ୍କ ସହ ଯୋଗାଯୋଗ କରିଥିଲେ ଏବଂ ସହାୟତା ମାଗିଥିଲେ ।

ଯାହାପରେ ଆମ୍ବୁଲାନ୍ସ କର୍ମଚାରୀ ଗୱାଲା ଜୋଗା ରାଓ, ଅଭୟ କୁମାର ଭୋଳା, ଧର୍ମେନ୍ଦ୍ର ରାଉତ ଏବଂ ତିପେନ୍ଦ୍ର ସା ନବରଙ୍ଗପୁର ଜିଲ୍ଲା ବାରିଆଘାଟ ଠାରୁ ତୁରନ୍ତ ଏକ ୧୦୮ ବୋଟ ଆମ୍ବୁଲାନ୍ସ ନେଇ ଘଟଣାସ୍ଥଳରେ ପହଂଚିଥିଲେ । ଯାହାପରେ ଆମ୍ବୁଲାନ୍ସ କର୍ମଚାରୀମାନେ ଡଙ୍ଗାରେ ଫସି ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ଆଣି କୂଳରେ ଛାଡ଼଼ିଛନ୍ତି । ୧୦୮ ବୋଟ ଆମ୍ବୁଲାନ୍ସ କର୍ମଚାରୀମାନଙ୍କର ଏଭଳି ସାହସିକତା ଓ ମାନବିକତା ପାଇଁ ଆଜି ସାତ ସାତୋଟି ମୂଲ୍ୟବାନ ଜୀବନ ବଂଚିଯାଇପାରିଛି ଏବଂ ଏଥିପାଇଁ ସେମାନେ ସାରା ରାଜ୍ୟବାସୀଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହୋଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version