• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଭାସମିତି କୁ ଅନୁମତି ପରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ମାହାଙ୍ଗାରେ – ମାରାଥନ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
February 10, 2022
in ଓଡ଼ିଶା, କଟକ, ମହାନଗର, ହୋମ୍
0
ସଭାସମିତି କୁ ଅନୁମତି ପରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ମାହାଙ୍ଗାରେ – ମାରାଥନ ପ୍ରଚାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୯ ଫେବ୍ରୁଆରୀ ବୁଧବାର ) ମାହାଙ୍ଗା :- କୋଭିଡ କଟକଣା କୋହଳ ସହ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ସଭାସମିତି କୁ ଅନୁମତି ମଳିବାପରେ ମାହାଙ୍ଗା ବିଧାୟକ ତଥା ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନା ମାହାଙ୍ଗାର ବିଭିନ୍ନ ପଂଚାୟତ ମାରାଥନ ଗ୍ରସ୍ତକରି ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି, ଏଥର ମାହାଙ୍ଗା ରେ ଚାରିକି ଚାରି ଜିଲ୍ଲାପରିଷଦ ଆସନ ବିଜେଡି ଦଳ ଅକ୍ତିଆର କରିବ ବୋଲି ମନ୍ତ୍ରୀ ପ୍ରତାପ ଜେନା ଦୃଢୋକ୍ତି ସହ ଦାବି କରିବା ଦଳୀୟ ପାର୍ଥିଙ୍କ ମନୋବଳକୁ ଦ୍ୱିଗୁଣିତ କରିଛି, ଗତ ୨୨ ବର୍ଷ ଧରି ରାକ୍ୟରେ ବିଜେଡି ଦଳର ଶୁଶାସନ ଓ ବିକାଶ ମୂଳକ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ପ୍ରିୟ ହେବା ସହ ଭାରତ ବର୍ଷରେ ନଂ ୧ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଛନ୍ତି,

ବିଜେଡି ଦଳ ସରକାର ଗଠନ କରିବା ଦିନଠାରୁ ନବୀନ ବାବୁଙ୍କ ସହଯୋଗରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଆଶାତୀତ ବିକାଶ ମୂଳକ କାର୍ଯ୍ୟ କରାଜୀବାସହ ଜନସାଧାରଣଙ୍କୁ ସମସ୍ତ ସରକାରୀ ସାହାଯ୍ୟ ସହଯୋଗ ଯୋଗାଇ ଦେଇଆସିଛି, ଯୋଉଥି ପାଇଁ ୨୦୦୯ ମସିହାରୁ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ମାହାଙ୍ଗାରେ ବିଜେଡି ଦଳ ର ଜିଲ୍ଲାପରିସଦ ପାର୍ଥିମାନେ ଲଗାତାର ଭାବରେ ବିଜୟୀ ହୋଇଅସୁଛନ୍ତି, ୧୨ ବର୍ଷ ମଧ୍ୟରେ ମାହାଙ୍ଗା ବ୍ଲକରେ 25 ହଜାରରୁ ଉର୍ଧ୍ଵ ଲୋକଙ୍କୁ ଭତ୍ତା ପ୍ରଦାନ କ୍ଷେତ୍ରରେ ମାହାଙ୍ଗା ବ୍ଲକ କଟକ ଜିଲ୍ଲାରେ ରେକର୍ଡ କରିଛି, ଗାଁ ଗହଳି ସାହି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରି ଗମନାଗମନ ସୁବିଧା କରିବା ସହ ସ୍ୱାସ୍ଥ୍ୟ ପାନୀୟ ଜଳ ଯୋଗାଣ ,

ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ହୋଇଛି, ଘରେ ଘରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାପାଇ ନବୀନ ସରକାର ଦୁଇଶହ ଅସି କୋଟିରୁ ଉର୍ଦ୍ୱ ଟଙ୍କା ଯୋଗାଇଦେବାସହ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଂଚିଛି, ସ୍କୁଲ ଠାରୁ ଆରମ୍ଭ କରି ସମସ୍ତ ସରକାରୀ କାର୍ଯ୍ୟାଳୟର ଭିତ୍ତିଭୂମି ସୁଧାର ପାଇଁ ଶହଶହ କୋଟି ଟଙ୍କା ମଞ୍ଜୁର ହୋଇ କାର୍ଯ୍ୟ କରାଯାଇଛି, ନାରୀଙ୍କୁ ସମ୍ମାନ ଦେବା ଓ ସ୍ୱାବଲମ୍ବୀ କରିବା ପାଇଁ ହଜାର ହଜାର କୋଟି ଟଙ୍କା ବିନା ସୁଧରେ ସ୍ୱୟଂ ସହାୟକ ଗୋଷ୍ଟିଙ୍କୁ ଋଣ ପ୍ରଦାନ କରାଯାଇଛି, ସାଧାରଣ ଲୋକଙ୍କୁ ସରକାରଙ୍କ ଦ୍ୱାରା ମୌଳିକ ସୁବିଧା ଯୋଗାଇଦେବାରେ ବିଜେଡି ସରକାର ସଫଳତାର ଶୀର୍ଷରେ ପହଂଚିଛି,

ଯେଉଁଥି ପାଇଁ ମାହାଙ୍ଗା ବାସୀ ଦୀର୍ଘ 12 ବର୍ଷ ଧରି ତାଙ୍କ ଉପରେ ଆସ୍ଥା ପ୍ରକଟ କରିବା ସହ ଦଳୀୟ ପାର୍ଥିଙ୍କୁ ବିପୁଳ ମାତ୍ରାରେ ସମର୍ଥନ ଦେଇଛନ୍ତି ବୋଲି ମାହାଙ୍ଗା ବିଧାୟକ ତଥା ପଂଚାୟତ ରାଜ୍ ମନ୍ତ୍ରୀ ଦୃଢୋକ୍ତିର ସହ କହିବା ସହ ଏଥର ମଧ୍ୟ ମାହାଙ୍ଗା ବ୍ଲକ ର ଚାରିଟି ଯାକ ଜିଲ୍ଲାପରିସଦ ଆସନ ବିଜେଡି ଦଖଲ କରିବ ବୋଲି କହିବା ସହ ପଂଚାୟତ ସମିତି ଗଠନ କରିବ ବୋଲି ଦାବି କରିଛନ୍ତି, ବିରୋଧୀ ମାନେ କେବଳ ବିଜେଡି ଦଳକୁ ବଦନାମ କରିବା ପାଇଁ କୌଣସି ବାଟ ନପାଇଁ ବିଭିନ୍ନ ସ୍ତରରେ ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ବିଭିନ୍ନ ହୀନ ଉଦ୍ୟମ କରୁଥିବାବେଳେ ଆସନ୍ତା ୧୬ ତାରିଖରେ ସାଧାରଣ ଭୋଟର ମାନେ ଏହାର ଦୃଢ଼ ଜବାବ ଦେବେବୋଲି ସେ ଆସ୍ଥା ପ୍ରକଟ କରିଛନ୍ତି, ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ମହାଙ୍ଗାର ୩୯ ଓ ୪୦ ନଂ ଜିଲ୍ଲାପରିସଦ ଯୋନରେ ଦଳୀୟ ପାର୍ଥି ଓ ସମର୍ଥକଙ୍କ ସହ ପ୍ରଚାର କରୁଥିବା ଦେଖିବାକୁ ମିଳିଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

September 20, 2026
ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version