• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଓ ଗଡ଼ରେ ନୂଆ ଡିଜିପିଙ୍କ ପ୍ରଥମ କନ୍ଧମାଳ ଗସ୍ତ : ଆତ୍ମ ସମର୍ପଣ ପାଇଁ ମାଓବାଦୀଙ୍କୁ ଆହ୍ୱାନ : ପଞ୍ଚାୟତ ନିର୍ବାଚନ ପୂର୍ବରୁ ସୁରକ୍ଷା ନେଇ ରଣନୀତି ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
February 12, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ମାଓ ଗଡ଼ରେ ନୂଆ ଡିଜିପିଙ୍କ ପ୍ରଥମ କନ୍ଧମାଳ ଗସ୍ତ : ଆତ୍ମ ସମର୍ପଣ ପାଇଁ ମାଓବାଦୀଙ୍କୁ ଆହ୍ୱାନ : ପଞ୍ଚାୟତ ନିର୍ବାଚନ ପୂର୍ବରୁ ସୁରକ୍ଷା ନେଇ ରଣନୀତି ପ୍ରସ୍ତୁତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ଫେବ୍ରୁଆରୀ ଶନିବାର ) କନ୍ଧମାଳ :- ଓଡ଼ିଶା ପୁଲିସ୍‍ ଡିଜି କନ୍ଧମାଳ ଜିଲ୍ଲା ଗସ୍ତରେ ଆସିଥିଲେ। ଆଉ ଦିନ କେଇଟା ପରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଦକ୍ଷିଣାଞ୍ଚଳ ଓ ପଶ୍ଚିମାଞ୍ଚଳ ପୁଲିସ ରେଞ୍ଜରେ ମାଓ ହିଂସା ଦେଖିବାକୁ ମିଳିଛି। ତେଣୁ ଏହି ଦୁଇ ରେଞ୍ଜର ମାଓ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବାକୁ ଡିଜିଙ୍କ ଏହି ଗସ୍ତ ରହିଥିଲା । ତେବେ ଦାୟିତ୍ୱ ନେବା ପରେ ଡିଜି ସୁନୀଲ ବଂଶଲ୍‍ଙ୍କ ଏହା ପ୍ରଥମ କନ୍ଧମାଳ ଗସ୍ତ ଥିଲା । ଶୁକ୍ରବାର ଡିଜି ସୁନୀଲ୍‍ ବଂଶଲ୍‍ ଫୁଲବାଣୀ ଠାରେ ପହଞ୍ଚିବା ପରେ ଦକ୍ଷିଣାଞ୍ଚଳ ଓ ପଶ୍ଚିମାଞ୍ଚଳ ରେଞ୍ଜର ୧୦ ଜିଲ୍ଲାର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ।

ମାଓ ହିଂସାରେ ଜର୍ଜରିତ କନ୍ଧମାଳ ଜିଲ୍ଲା ସହ ଅନ୍ୟ ଜିଲ୍ଲାର ସୁରକ୍ଷା ବ୍ୟବସ୍ଥା ଓ ନିର୍ବାଚନ ସୁରକ୍ଷାକୁ ନେଇ ସରଜମିନ ତଦନ୍ତ କରିଛନ୍ତି । ଏହି ଅବରସରେ ସେ ମାଓ ଦମନ ପାଇଁ ସ୍ୱତନ୍ତ୍ର ରଣନୀତି କରାଯାଇଛି ବୋଲି କହିଥିଲେ । ମାଓ ଅଞ୍ଚଳରେ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି ବୋଲି ସୂଚନା ଦେଇଛନ୍ତି ଡିଜିପି । ଡିଜି ସୁନୀଲ ବଂଶଲ କନ୍ଧମାଳ ଗ୍ରସ୍ତକରି ଶୁକ୍ରବାର ପୂର୍ବାହ୍ନରେ ହେଲିପ୍ୟାଡ୍‍ ଯୋଗେ ଆସି ଫୁଲବାଣୀ ରିଜର୍ଭ ପଡ଼ିଆରେ ଓହ୍ଲାଇଥିଲେ । ପରେ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ମାଓ ଦମନ ଉପରେ ସମୀକ୍ଷା କରିଥିଲେ ।

ଏହି ବୈଠକରେ ଦକ୍ଷିଣାଞ୍ଚଳ ଡିଆଇଜି ଓ ପଶ୍ଚିମଞ୍ଚଳ ଡିଆଇଜି ଯୋଗ ଦେବା ସହ ମାଓ ଅଧ୍ୟୁଷିତ ଜିଲ୍ଲାର ୫ ଏସ୍‍ପି ସାମିଲ ଥିଲେ । ଏହି ୫ ଜିଲ୍ଲାରେ ମାଓ ଦମନ କିପରି କରାଯିବ ସେ ନେଇ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯିବା ସହ ମାଓବାଦୀ ମାନେ ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ କହିଛନ୍ତି ଡିଜି । ସେପଟେ ମାଓପ୍ରବଣ ଅଞ୍ଚଳରେ ପଞ୍ଚୟତ ନିର୍ବାଚନ କିଭଳି ସ୍ୱଚ୍ଛ ଓ ଅବାଧ ହେବ ତାହା ଉପରେ ବିଶେଷ ଦୃଷ୍ଟି ଦିଆଯାଇଥିବା କହିଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ । ଏହି ସମୀକ୍ଷା ବୈଠକରେ ଡିଜିଙ୍କ ସମତେ ଡାଇରେକ୍ଟର ଅଫ୍‍ ଇଣ୍ଟଲିଜେନ୍ସ ଲଳିତ ଦାସ, ଡିଜି ଏସ୍‍ଏପି ମନୋଜ ଛାବ୍ରା, ଆଇଜି ଅପରେସନ ଅମିତାଭ ଠାକୁର, ଡିଆଇଜି ଏସ୍‍ଆଇଡବ୍ଲ୍ୟୁ ଅନିରୁଧ ସିଂ, ଆଇଜି ବିଏସ୍‍ଏଫ୍‍ଏସ୍‍.ବୁଦ୍ଧ କୋଟି, ଆଇଜି ବ୍ରହ୍ମପୁର ସତ୍ୟବ୍ରତ ଭୋଇ, ଆଇଜି ସମ୍ୱଲପୁର ଦୀପକ କୁମାରଙ୍କ ସମତେ ମାଓ ପ୍ରବଣ ଅଞ୍ଚଳର ୫ ଏସପି ଜଣେ ଏସ୍‍ଡିପିଓ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026
ରଥଯାତ୍ରା ପାଇଁ ପ୍ରଥମ ମକ ଡ୍ରିଲ ଅନୁଷ୍ଠିତ

ରଥଯାତ୍ରା ପାଇଁ ପ୍ରଥମ ମକ ଡ୍ରିଲ ଅନୁଷ୍ଠିତ

June 27, 2026
 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

 Preparations on for Ratha Yatra at Delhi’s Hauz Khas Temple 

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version