• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହାତୀପଲ ଉପଦ୍ରବରେ କଦଳୀ ଚାଷ ଉଜୁଡିଲା

Proprietor Abhimanyu Maharana by Proprietor Abhimanyu Maharana
February 12, 2022
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ହାତୀପଲ ଉପଦ୍ରବରେ କଦଳୀ ଚାଷ ଉଜୁଡିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ଫେବ୍ରୁଆରୀ ଶନିବାର ) କଳାହାଣ୍ଡି :- ନର୍ଲା ବ୍ଳକ ଅନ୍ତର୍ଗତ ପଲସାପଡା (ବୁର୍ଡିପଡା) ନିକଟ ସାନ୍ଦୁଲ ନଦୀ କୂଳରେ ବଣୁଆ ହାତୀ ଆସି ଉପଦ୍ରବ ଆରମ୍ଭ କରିଛନ୍ତି। ଏହି ହାତୀପଲ ପଲସାପଡା ଗ୍ରାମର ଫକୀର ନାଏକଙ୍କ ୨ ଏକର ଜମିରେ ଥିବା କଦଳୀ ବଗିଚାରେ ପଶି ନଷ୍ଟ କରିଛନ୍ତି । ଶ୍ରୀ ନାଏକଙ୍କ ଅଭିଯୋଗ କ୍ରମେ ପ୍ରାୟ ୧୮ ଗୋଟି ହାତୀ କଦଳୀ ବଗିଚାରେ କଦଳୀ ଗଛଗୁଡ଼ିକୁ ଭାଙ୍ଗି ପାଦରେ ଦଳି ଚକଟି ନଷ୍ଟ କରିଦେଇଛନ୍ତି ।

ଗତ ଡ଼ିସେମ୍ବର ମାସରେ କମେଗାଁ, ବାଲିପଡା, ଭାନପୁର, ତୁଲାପଡା, କୁର୍ମେଲ, ଗୁଡାଙ୍ଗଗୋଚ୍ଛା, ତିତକେଲା, ପଲସାପଡା ଓ ବୁର୍ଡିପଡା ଗ୍ରାମରେ ହାତୀପଲ ଆସି ବ୍ୟାପକ ଫସଲ ନଷ୍ଟ କରିଥିଲେ । ସେହି ସମୟରେ ଉକ୍ତ ହାତୀପଲରେ ପ୍ରାୟ ୨୯ଟି ହାତୀ ରହିଥିଲେ । ହାତୀମାନେ ନର୍ଲା ରେଞ୍ଜ ଅଚଂଳରେ ଦୀର୍ଘ ଦିନରୁ ରହି ଆସୁଥିବା ବେଳେ ବାରମ୍ବାର ଫସଲ ନଷ୍ଟ କରି ଚାଲିଥିବାରୁ ଚାଷୀ ଘୋର କ୍ଷତିରେ ରହି ଆସୁଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ରାଶି ପ୍ରଦାନ କରାଯିବାକୁ ଚାଷୀ ମହଳରେ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

March 16, 2026
ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

March 16, 2026
ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

March 16, 2026
ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

March 16, 2026
ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version