• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ୯ ମଇ, ଶନିବାର, ଜାଣନ୍ତୁ ଆପଣଙ୍କର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 9, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ୯ ମଇ, ଶନିବାର, ଜାଣନ୍ତୁ ଆପଣଙ୍କର ରାଶିଫଳ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ୯ ମଇ, ଶନିବାର, ଜାଣନ୍ତୁ ଆପଣଙ୍କର ରାଶିଫଳ : – odishatazanews.com, whatsApp – 9938341180, facebook – odishatazanews, ph.7008991872

ମେଷ : ଅସୁଲି କରିବା ପାଇଁ ଏବଂ ଯାତ୍ରା ପାଇଁ ଆଜିର ଦିନ ଭଲ। ବ୍ୟାପାର ସମ୍ବନ୍ଧିତ କାର୍ଯ୍ୟଗୁଡ଼ିକପାଇଁ ଆଜି ଲାଭଦାୟୀ ଦିବସ ଅଟେ। ଘରେ ଶୁଭପ୍ରସଙ୍ଗର ଆୟୋଜନ ହେବ। ଶେୟାର-ସଟ୍ଟାରେ ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ରହିବ।

ବୃଷ : ଅନୁକୂଳତା ଏବଂ ପ୍ରତିକୂଲତାର ମିଳାମିଶା ଦିନ ରହିବ। ବ୍ୟବସାୟରେ ଆପଣ ନୂଆ ବିଚାରଧାରା ଆଣିପାରନ୍ତି। ଆଲସ୍ୟ ଏବଂ ବ୍ୟଗ୍ରତା ଅନୁଭବ କରିପାରନ୍ତି, ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ଅଗ୍ନି ଏବଂ ଜଳ ପ୍ରତି ସାବଧାନ ରହିବେ। ବ୍ୟାପାରିମାନଙ୍କୁ ଧନର ଆଦାନ-ପ୍ରଦାନ ଏବଂ ଯାତ୍ରାରେ ଲାଭ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ହେବ। ସନ୍ତାନମାନଙ୍କର ପ୍ରଗତିରେ ମନ ପ୍ରସନ୍ନ ରହିବ। ଗୃହସ୍ଥ ଜୀବନ ଆନନ୍ଦପୂର୍ବକ ବିତିବ।

ମିଥୁନ : ନକାରାତ୍ମକ ବିଚାରକୁ ମନରୁ ଦୂର କରିବାକୁ ଉପଦେଶ। ଖାଦ୍ୟ-ପେୟରେ ଧ୍ୟାନ ରଖିବେ। ବାହନ ଚଲାଇବା ସମୟରେ ସାବଧାନ ରହିବେ। ଆକସ୍ମିକ ଧନ ଖର୍ଚ୍ଚ ହେବ। କୌଣସି କାରଣବଶତଃ ବାହରକୁ ଯିବାର ପ୍ରସଙ୍ଗ ଉପସ୍ଥିତ ହେବ। ମଧ୍ୟାହ୍ନ ପରେ ବୌଦ୍ଧିକ ଅଥବା ସାହିତ୍ୟିକ ପ୍ରବୃତ୍ତିଗୁଡ଼ିକରେ ରୁଚି ରହିବ। ସନ୍ତାନମାନଙ୍କର ପ୍ରଶ୍ନରେ ମାନସିକ ବ୍ୟଗ୍ରତା ବଢ଼ିବ। ଧନର ଖର୍ଚ୍ଚ ଅଧିକ ନ ହେଉ ଏହାର ଧ୍ୟାନ ରଖିବେ।

କର୍କଟ : ସ୍ଵାଦିଷ୍ଟ ଏବଂ ଉତ୍ତମ ଭୋଜନ, ସୁନ୍ଦର ବସ୍ତ୍ର ଏବଂ ବିପରୀତ ଲିଙ୍ଗ ବ୍ୟକ୍ତିମାନଙ୍କୁ ସାଥିରେ ପାଇ ଆପଣ ପ୍ରସନ୍ନ ରହିବେ। ଆପଣଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଚାନକ ଧନ ଖର୍ଚ୍ଚ ହେବ। ଭାଗିଦାରୀ ସହିତ ଆନ୍ତରିକ ମତଭେଦ ବଢ଼ିବ। ଚାକିରି-ବ୍ୟବସାୟରେ ପରିସ୍ଥିତି ଅନୁକୂଳ ରହିବ। କ୍ରୋଧ ଉପରେ କାବୁ ରଖିବେ ଏବଂ ନୂଆ କାମ ଆରମ୍ଭ କରିବାରେ ସାବଧାନ ପୂର୍ବକ କରିବେ।

ସିଂହ : ଆପଣଙ୍କ ବ୍ୟାପାରର ବିସ୍ତାର ହେବ। ଉଚିତ କାର୍ଯ୍ୟଗୁଡ଼ିକ ଉପରେ ଧନ ଖର୍ଚ୍ଚ ହେବ। ବିଦେଶ ସ୍ଥିତ ବ୍ୟବସାୟୀମାନଙ୍କ ଲାଭ ହେବାର ସମ୍ଭାବନା ଅଛି। ଆୟର ବୃଦ୍ଧି ହେବାପାଇଁ ଧନର ମାମଲାରେ ହାତ ଖୋଲା ରହିବ। ପ୍ରବଳ ଲାଭର ଯୋଗ ଅଛି। ବିଚାରରେ ଦ୍ୱନ୍ଦ୍ୱ ରହିବ। ଯାତ୍ରା ଯୋଗ ଅଛି। ଆକସ୍ମିକ ଧନ ଖର୍ଚ୍ଚ ହେବ। ଭାଗିଦାରୀ ସହିତ ଆନ୍ତରିକ ମତଭେଦ ହୋଇପାରେ, ତଥାପି ମଧ୍ୟ ପରିସ୍ଥିତି ଅନୁକୂଳ ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ।

କନ୍ୟା : ଦିନ ସୁଖ-ଶାନ୍ତିପୂର୍ବକ କଟିବ। କପଡ଼ା ଏବଂ ଗହଣା କ୍ରୟ କରିପାରନ୍ତି। କଳା ପ୍ରତି ଅଭିରୁଚି ରହିବ। ବ୍ୟାପାର ପାଇଁ ଆଜିର ଦିନ ବହୁତ ଭଲ। ଧନ ସମ୍ବନ୍ଧିତ ବିଷଗୁଡ଼ିକରେ ସରଳତା ରହିବ। ଘରେ ଶାନ୍ତି ଏବଂ ଆନନ୍ଦର ମାହୌଲ ରହିବ। ସ୍ୟାସ୍ଥ୍ୟ ଭଲ ରହିବ। ବ୍ୟବସାୟର ବାତାବରଣ ଭଲ ରହିବ ଏବଂ ସହକର୍ମିମାନଙ୍କ ସାଥି ମିଳିବ।

ତୁଳା : ଦିନ ମଧ୍ୟମ ଫଳଦାୟୀ ରହିବ। ଶାରୀରିକ ଫୂର୍ତ୍ତି ଏବଂ ମାନସିକ ପ୍ରସନ୍ନତାର ଅଭାବ ହୋଇପାରେ। ପରିବାରରେ ବାଦ-ବିବାଦ ହୋଇପାରେ। ବ୍ୟାବହାରିକ ଜୀବନରେ ମାନହାନିର ପ୍ରସଙ୍ଗ ନବନୁ ଏହାର ଧ୍ୟାନ ରଖିବେ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ଶାରୀରିକ ଏବଂ ମାନସିକ ସ୍ଥିତିରେ ସୁଧାର ହେବ। ଆପଣ ସୃଜନାତ୍ମକ ଏବଂ କଳାତ୍ମକ ପ୍ରବୃତ୍ତିଗୁଡ଼ିକରେ ଯୋଡ଼ିହୋଇ ରହିବେ।

ବିଚ୍ଛା : ସଂପତ୍ତି ସମ୍ବନ୍ଧିତ କାର୍ଯ୍ୟଗୁଡ଼ିକରେ ଏବଂ ଗୃହସ୍ଥ ଜୀବନର ପ୍ରଶ୍ନର ନିରାକରଣ ହେବ। ବ୍ୟାବସାୟୀ ଲୋକମାନଙ୍କ ପାଇଁ ଆଜିର ଦିନ ଅନୁକୂଳ ଅଟେ। ଭାଇ-ବନ୍ଧୁମାନଙ୍କର ବ୍ୟବହାର ସହଯୋଗପୂର୍ଣ୍ଣ ରହିବ। ଶତ୍ରୁ ପରାସ୍ତ ହେବେ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ପ୍ରତିକୂଳତା ରହିବ। ବ୍ୟାବହାରିକ ଜୀବନରେ ଅପଯଶ ମିଳିବାର ସମ୍ଭାବନା ଅଛି। ଧନ ହାନିର ଯୋଗ ଅଛି।

ଧନୁ : ସ୍ଵାସ୍ଥ୍ୟ ଭଲ ରହିବ। ଆଜିର ଦିନ ଆଧ୍ୟାତ୍ମିକ ପ୍ରବୃତ୍ତିଗୁଡ଼ିକ ପାଇଁ ବହୁତ ଭଲ ଅଟେ। ଆର୍ଥିକ ଲାଭ ହେବ। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢ଼ାରେ ଅଧିକ ଧ୍ୟାନ ଦେବାର ଆବଶ୍ୟକତା ଅଛି। ମଧ୍ୟାହ୍ନ ପରେ ସ୍ଥିତି ଅନୁକୂଳ ରହିବ। ମନରେ ଯାହା ଦ୍ୱନ୍ଦ୍ୱ ରହିବ ତାହାର ନିରାକରଣ ମିଳିଯିବ। ଶରୀର ଏବଂ ମନ ଦ୍ୱୟ ସ୍ଵସ୍ଥ ରହିବେ।

ମକର : ଆପଣ ଧାର୍ମିକ ଏବଂ ଆଧ୍ୟାତ୍ମିକ ପ୍ରବୃତ୍ତିଗୁଡ଼ିକରେ ଆଜି ବୃଦ୍ଧି ହେବ। ବ୍ୟବସାୟ ଏବଂ ବ୍ୟାପାରରେ ମଧ୍ୟ ବାତାବରଣ ଅନୁକୂଳ ରହିବ। ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତାରେ ପୂର୍ଣ୍ଣ ହେବ। ଜୀବନରେ ଆନନ୍ଦର ମାତ୍ରା ବଢ଼ିବ। ମଧ୍ୟାହ୍ନ ପରେ ଆପଣଙ୍କ ବିଚାରରେ ନକାରାତ୍ମକତା ଚିନ୍ତା ଅଧିକ ରହିବ। ଶେୟାର ବ୍ୟବସାୟରେ ସମ୍ଭାଳିକରି ନିବେଶ କରିବେ।

କୁମ୍ଭ : ଧାର୍ମିକ ଏବଂ ସାମାଜିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହେବ। ବନ୍ଧୁମାନଙ୍କ ଏବଂ ମିତ୍ରମାନଙ୍କ ସହିତ ଝଗଡ଼ା ହୋଇପାରେ। ଆଜି କିଛି ଅଧିକ ଆଧ୍ୟାତ୍ମିକତା ଆପଣଙ୍କ ବ୍ୟବହାରରେ ଦେଖିବାକୁ ମିଳିବ। ଦୁର୍ଘଟଣା ଏବଂ ଶଲ୍ୟ ଚିକିତ୍ସା ପ୍ରତି ସାବଧାନ ରୁହନ୍ତୁ। ମଧ୍ୟାହ୍ନ ପରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତା ପୂର୍ବକ ସଂପନ୍ନ ଦେଖାଯିବ। ଅଫିସରେ ଆପଣଙ୍କ ପ୍ରଭାବ ବଢ଼ିବ। ଅଧିକାରୀମାନଙ୍କର କୃପାଦୃଷ୍ଟି ଆପଣଙ୍କ ଉପରେ ରହିବ। ମାନସିକ ଶାନ୍ତି ଆପଣଙ୍କ ମନରେ ରହିବ।

ମୀନ : ଆଜିର ଦିନ ଆପଣଙ୍କପାଇଁ ଲାଭପ୍ରଦ ଅଟେ। ବିବାହୋତ୍ସୁକମାନଙ୍କର ବିବାହ ପ୍ରଶ୍ନର ନିରାକରଣ ହୋଇଯିବ। ଯାତ୍ରା ଯୋଗ ଅଛି ମିତ୍ରମାନଙ୍କଠାରୁ ଉପହାର ମିଳିବ। ମଧ୍ୟାହ୍ନ ପରେ ପ୍ରତ୍ୟେକ କାର୍ଯ୍ୟରେ ସାବଧାନ ରହିବାର ଆବଶ୍ୟକତା ଅଛି। ଅଧିକ ଶ୍ରମ କରିବା ଉପରେ ମଧ୍ୟ କମ ଫଳ ପ୍ରାପ୍ତି ହୋଇପାରେ। ଅଧ୍ୟାତ୍ମିକ ଚିନ୍ତାଧାରା ପ୍ରତି ଆପଣଙ୍କ ମନ ଅଧିକ ହେବ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version