• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ସାମ୍ବାଦିକ ମାନଙ୍କଉପରେ ଆକ୍ରମଣ କୁ ନେଇ ମୋହନା ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ସ୍ମାରକପତ୍ର

Proprietor Abhimanyu Maharana by Proprietor Abhimanyu Maharana
February 23, 2022
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ରାଜ୍ୟରେ ସାମ୍ବାଦିକ ମାନଙ୍କଉପରେ ଆକ୍ରମଣ କୁ ନେଇ  ମୋହନା ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ସ୍ମାରକପତ୍ର
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି :- ଗଜପତିଜିଲ୍ଲାମୋହନା ବ୍ଲକସାମ୍ବାଦିକ ସଂଘ (ଏମଜେୟୂ) ପକ୍ଷରୁ ସ୍ଥାନୀୟ ପିଡବ୍ଲ୍ୟୁଡି ଡାକ ବଙ୍ଗଳା ପରିସରରେ ରାଜ୍ୟରେ କର୍ମଜୀବି ସାମ୍ବାଦିକମାନଙ୍କ ପ୍ରତି ହେଉଥିବା ଆକ୍ରମଣର ପ୍ରତିବାଦ ଓ ସୁରକ୍ଷା ନିମନ୍ତେ ଆଲୋଚନା ନେଇ ଏକ ବୈଠକ ଅନୁଷ୍ଠିିତ ହୋଇଯାଇଛି। ମୋହନା ସାମ୍ବାଦିକ ସଂଘ (ଏମଜେୟୂ )ର ସଭାପତି ପଞ୍ଚାନନ ଦାଶଙ୍କ ସଭାପତିତ୍ତ୍ଵରେ ଅନୁଷ୍ଠିତ ଏହି ବୈଠକରେ ସଙ୍ଘର ସଦସ୍ୟ ମିହିର ଜତି, ସୁହାନ ଛିଞ୍ଚାଣି, ଅଂଶୁମାନ ପଣ୍ଡା, ମନ୍ମଥ ମିଶ୍ର, ମୋଜେସ ରଇତ , ବିମଳମଳିକ, ଯୋଗେନ୍ଦ୍ର ରଥ, ଧୀରେନ୍ଦ୍ର ନାୟକ, ସୁଶାନ୍ତ ମାଳି, ଲକ୍ଷ୍ମୀକାନ୍ତ ଆଚାର୍ଯ୍ୟ,

ମାଣିକ ଜେନା ପ୍ରମୁଖ ଉପସ୍ଥିତ ଥିଲେ।ସାମ୍ବାଦିକମାନେ ଦିବାରାତ୍ର ଓ କଠିନ ପରିସ୍ଥିତିର ସମ୍ମୁଖୀନ ହୋଇ ଆସୁଥିଲେ ମଧ୍ୟ ସବୁ ପରିସ୍ଥିତିକୁ ସାମ୍ନା କରି ଲୋକଙ୍କୁ  ସତ୍ୟ ଖବର ପ୍ରଦାନ କରିଥାଏ। କିନ୍ତୁ ସଠିକ ଖବର ପରିବେଷଣକୁ ନେଇ କିଛି ରାଜନୈତିକ ଓ ନ୍ୟସ୍ତସ୍ୱାର୍ଥ ଗୋଷ୍ଠୀଙ୍କ ଆକ୍ରୋଷ ଓ ଆକ୍ରମଣ ଶୀକାର ହେବାକୁ ପଡିଥାଏ । ରାଜ୍ୟରେ ଚାଲୁରହିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କର୍ତ୍ତବ୍ୟରତ ସାମ୍ବାଦିକମାନଙ୍କ ଉପରେ ବିନା କାରଣରେ କିଛି ଦୁବୁର୍ତ୍ତ ଆକ୍ରମଣ କରି ସେମାନଙ୍କୁ ଲହୁ ଲୁହାଣ କରିଦେବା ସାମ୍ବାଦିକ ମାନଙ୍କ ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଏଣୁ କର୍ମରତ ସାମ୍ବାଦିକ ମାନଙ୍କର ସୁରକ୍ଷା ଓ ସହଯୋଗ ଯୋଗାଇ ଦେବା ନିମନ୍ତେ ସଂଘର କର୍ମକର୍ତ୍ତାମାନେ ଏକ ଲିଖିତ ସ୍ମାରକପତ୍ର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିକଟକୁ ସ୍ଥାନୀୟ ତହସିଲଦାର ଓ ଥାନା ଅଧିକାରୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ହିମାଂଶୁ ଭୂଷଣ ପଲାଇ  ଓ ସବଇନିସପେକ୍ଟର କୃଷ୍ଣଚନ୍ଦ୍ରମଳିକଙ୍କ ଜରିଆରେ ପ୍ରଦାନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version