• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନିଖୋଜ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ : ଲୁଚିଲେଣି ବିଜେଡି କର୍ମୀ … ପୋଲିସ୍ କୁ ମିଳିନାହିଁ ସତ୍ୟତା ର ତଥ୍ୟ 

Proprietor Abhimanyu Maharana by Proprietor Abhimanyu Maharana
February 23, 2022
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନିଖୋଜ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ : ଲୁଚିଲେଣି ବିଜେଡି କର୍ମୀ … ପୋଲିସ୍ କୁ ମିଳିନାହିଁ ସତ୍ୟତା ର ତଥ୍ୟ 
Share on FacebookShare on TwitterWhatsapp

ଯଦି ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ସେ ସ୍ଥାନକୁ ଯାଇପାରିଲେ ତେବେ କାହିଁକି ଗଲେ ନାହିଁ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ  ଏହାକୁ ନେଇ ଜନସାଧାଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । 

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଫେବ୍ରୁଆରୀ ମଙ୍ଗଳବାର) ରଣପୁର :-  ରଣପୁର : – ଦଳୀୟ କର୍ମୀଙ୍କ ଉପରେ ଲାଗିଛି ଅଭିଯୋଗ , ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ମୟୂରଝାଲିଆ ଗ୍ରାମ ର ମାଙ୍କଡା ପଥରଖଣି ପଛପଟୁ ଜଣେ ଯୁବକର ଝୁଲନ୍ତା ଶବ ମଙ୍ଗଳବାର ଉଦ୍ଧାର କରାଯାଇଛି । ତେବେ ଯୁବକ ଜଣଙ୍କ ହେଉଛନ୍ତି ରାଜ ଜଙ୍କିଆ ଗ୍ରାମର ପବିତ୍ର ରଣବିଜୁଳିଙ୍କ ସାନପୁଅ ବିବେକାନନ୍ଦ ରଣବିଜୁଳି (୨୩) ।

ସୂଚନାନୁସାରେ ବିବେକାନନ୍ଦ ରଣବିଜୁଳି ଦିଲ୍ଲୀରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ । ସେ ପଞ୍ଚାୟତ ନିର୍ବାଚନରେ ଭୋଟଦେବା ପାଇଁ ଗ୍ରାମକୁ ଆସିଥିଲେ ଓ ଦଳୀୟ କର୍ମୀଙ୍କ ଶିକାର ହୋଇଥିବାର ଅଭିଯୋଗ ଆଣିଛନ୍ତି ମୃତକ ଙ୍କ ପରିବାର ଲୋକେ । ଉକ୍ତ ଯୁବକ ଜଣଙ୍କ ଦଳୀୟ ଆକ୍ରୋଷ ର ଶିକାର ହୋଇଥିବା କଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଅଭିଯୋଗ ଆଣିଥିବା ଜଣାଯାଇଛି ।

ଭୋଟ କୁ କେନ୍ଦ୍ର କରି ଏଭଳି ହତ୍ୟାକାଣ୍ଡ ଘଟାଇ ବିଜେଡି ହୀନ ରାଜନୀତି କୁ ପ୍ରସୟ ଦେଉଥିବା ବେଳେ ଚାନ୍ଦପୁର ପୋଲିସ ଏହାକୁ ଆତ୍ମହତ୍ୟା ର ରୂପ ଦେଉଛନ୍ତି ବୋଲି କ୍ଷୋଭ ପ୍ରକାଶ କରିଛନ୍ତି ସୁରମା ପାଢ଼ୀ । ମୃତକ ଙ୍କ ପରିବାର ଲୋକେ କହିବା ଅନୁସାରେ ଯୁବକ ଜଣଙ୍କ ଫେବୃୟାରୀ ୨୧ ତାରିଖ ଘରୁ ଗାଧୋଇବାକୁ ଯାଇଥିଲେ ତା ପର ଠାରୁ ତାଙ୍କ ମୋବାଇଲ ବନ୍ଦ ହୋଇଯାଇଥିଲା । ମଙ୍ଗଳବାର ଅପରାହ୍ନରେ ତାଙ୍କ ପରିବାର ବର୍ଗ ଖବର ପାଇଲେ ଯେ ପଥର ଖଣି ପଛପଟେ ପୁଅର ଶବ ଏକ କାଜୁଗଛରେ ଝୁଲୁଛି ।

ଏ ଖବର ପାଇ ଚାନ୍ଦପୁର ପୁଲିସ ଉପନିରୀକ୍ଷକ ଅଞ୍ଜଳି ସା, ରଣପୁର ଥାନା ଉପନିରୀକ୍ଷକ ପୁରୁଷୋତ୍ତମ ପ୍ରଧାନ ମାଜିଷ୍ଟ୍ରେଟ ଭାବେ ରଣପୁର ବିଡିଓ ଋତୁପଣ୍ଡା ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚିଥିଲେ । ତେବେ ପୂର୍ବରୁ ପଞ୍ଚାୟତ ନିର୍ବାଚନ ରେ ବିଜୁ ଜନତା ଦଳର କିଛି କର୍ମୀ ଭୋଟ କୁ ନେଇ ବିବେକାନନ୍ଦ ଙ୍କ ପରିବାର ସହ ଗଣ୍ଡଗୋଳ କରିବା ସହ ଯୁବକଙ୍କୁ ହତ୍ୟା ଧମକ ଦେଇଥିଲେ ।

ପୂର୍ବରୁ ଧମକ ଦେଇଥିବା ବିଜେଡି କର୍ମୀ ଯୁବକ ଙ୍କୁ ସୁପରିକଳ୍ପିତ ଭାବେ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ବିଜେପି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢୀ କର୍ମୀମାନଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ମାମଲାର ସଠିକ ତଦନ୍ତ କରି ବିଜେଡି ର ଦଳୀୟ କର୍ମୀ ଙ୍କୁ ଗିରଫ ଦାବି କରିଛନ୍ତି ।

ତେବେ ଏ ଘଟଣା ରେ ଚାନ୍ଦପୁର ଅଧିକାରୀ ଙ୍କୁ ତଦନ୍ତ ଭାର ଦେବା ପାଇଁ ଅସ୍ବୀକାର କରିଥିବା ବେଳେ ଚାନ୍ଦପୁର ଥାନା ନିରୀକ୍ଷକଙ୍କ ବଦଳି ଦାବି ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବି କରିଥିଲେ । ଘଟଣାସ୍ଥଳକୁ ଶରଣକୁଳ ଥାନା ର ପୁଲିସ ଅଧିକାରୀ କିରଣ ହେମରମ୍ ପହଞ୍ଚି ତଦନ୍ତ କରିବା ସହ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଥିଲେ । ଘଟଣା ଟି ସମ୍ପୃକ୍ତ ରାଜ ଜଙ୍କିଆ ପଂଚାୟତ ରେ ଆଲୋଡନ ସୃଷ୍ଟି କରିଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ – ମୁଖ୍ୟମନ୍ତ୍ରୀ

ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ – ମୁଖ୍ୟମନ୍ତ୍ରୀ

September 30, 2026
ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

September 29, 2026
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

September 29, 2026
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ – ମୁଖ୍ୟମନ୍ତ୍ରୀ

ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ – ମୁଖ୍ୟମନ୍ତ୍ରୀ

September 30, 2026
ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version