ନୂଆଦିଲ୍ଲୀ ରିପୋର୍ଟ :- (ଓଡିଶା ତାଜା ନ୍ୟୁଜ୍ )୯ମଇ, ଶନିବାର, :- ଛତିଶଗଡ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀ । ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।
ଆଜି ଦିନ ୧୨.୩୦ ମିନିଟରେ ଗୁରୁତର ଅବସ୍ଥାରେ ସେ ହସ୍ପିଟାଲରେ ଭର୍ତି ହୋଇଥିବା ନେଇ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ୭୪ ବର୍ଷ ବୟସର ଏହି ନେତା ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କାରଣରୁ ତାଙ୍କୁ ଏବେ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି ।
ଭୁବନେଶ୍ୱର,ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍ )୯ମଇ, ଶନିବାର, odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com