• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରବାସୀଙ୍କ ଘର ବାହୁଡା ନେଇ ସାଧାରଣରେ ଅନେକ ପ୍ରଶ୍ନ ଉଠୁଛି ଏବଂ ଆଶଙ୍କା ମଧ୍ୟ ସୃଷ୍ଟି ହେଉଛି ।

Proprietor Abhimanyu Maharana by Proprietor Abhimanyu Maharana
May 9, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପ୍ରବାସୀଙ୍କ ଘର ବାହୁଡା ନେଇ ସାଧାରଣରେ ଅନେକ ପ୍ରଶ୍ନ ଉଠୁଛି ଏବଂ ଆଶଙ୍କା ମଧ୍ୟ ସୃଷ୍ଟି ହେଉଛି ।
Share on FacebookShare on TwitterWhatsapp

ଭୁବନେଶ୍ୱର ,ରିପୋର୍ଟ :- (ଓଡିଶା ତାଜା ନ୍ୟୁଜ୍‌ )୯ମଇ, ଶନିବାର, :- ରାଜ୍ୟ ବାହାରେ ଯାଇ କାମ କରୁଥିବା ତାଲିକାରେ କେବଳ ଓଡିଆ ନାହାଁନ୍ତି । ସବୁ ରାଜ୍ୟରେ ଏହି ସମସ୍ୟା ରହିଛି । ୨୦୧୧ରେ ବିଭିନ୍ନ ରାଜ୍ୟରୁ ବାହାରେ ଯାଇ କାମ କରୁଥିବା ଲୋକଙ୍କ ସଂଖ୍ୟା ଥିଲା ୧୧ କୋଟି । ଏହି ସଂଖ୍ୟା ଏବେ ୧୪ କୋଟିରେ ପହଁଚିଛି । ଯେଉଁମାନେ ବାହାର ରାଜ୍ୟରେ କାମ କରୁଛନ୍ତି ସେମାନଙ୍କ ମଧ୍ୟରୁ ୯୨ ପ୍ରତିଶତ ଅଣସଙ୍ଗଠିତ କେ୍ଷତ୍ରରେ କାମ କରୁଛନ୍ତି । ପ୍ରବାସୀଙ୍କ ଘର ବାହୁଡା ନେଇ ସାଧାରଣରେ ଅନେକ ପ୍ରଶ୍ନ ଉଠୁଛି ଏବଂ ଆଶଙ୍କା ମଧ୍ୟ ସୃଷ୍ଟି ହେଉଛି । ରାଜ୍ୟର ପ୍ରାୟ ୧୨ ଲକ୍ଷ ୭୦ ହଜାର ଲୋକ ବାହାରକୁ କାମ ସନ୍ଧାନରେ ଯାଇଥିବା ବେଳେ ଅନ୍ୟ ରାଜ୍ୟରୁ ପ୍ରାୟ ୮ ଲକ୍ଷ ୬୦ ହଜାର ଲୋକ ଓଡିଶାରେ କାମ କରିବାକୁ ଆସିଛନ୍ତି ।

ଏନଏସଏସ ସଭେର୍ ଅନୁଯାୟୀ ଦେଶର ପ୍ରତି ୧୦୦ ପରିବାର ମଧ୍ୟରୁ ୧୬ଟି ପରିବାରର ସଦସ୍ୟ ଭିଟାମାଟି ଛାଡି ବାହରକୁ କାମ ସନ୍ଧାନରେ ଯାଉଛନ୍ତି । ଆଇଟି କିମ୍ବା ଅନ୍ୟାନ ସଂଗଠିତ କେ୍ଷତ୍ରରେ ଲକଡାଉନ ମଧ୍ୟରେ ଘରେ ବସି କାମ କରିହେବ । କିନ୍ତୁ ଅଣସଙ୍ଗଠିତ କେ୍ଷତ୍ରରେ ଦିନଟିଏ କାମ ବନ୍ଦ ହେଲେ ରୋଜଗାର ବି ବନ୍ଦ । ତେଣୁ ଆଇନ ଅନୁଯାୟୀ ଜଣେ ଘରକୁ ଫେରିବାର ବ୍ୟକ୍ତିଗତ ଅଧିକାରକୁ କେହି ଅସ୍ୱୀକାର କରିପାରିବେ ନାହିଁ । ସେହପରି ବାସ୍ତବାଦୀ ଦୃଷ୍ଟିକୋଣରୁ ଆଗକୁ କରୋନା ଦେଶରେ ମହାମାରୀର ରୂପ ନେବା ପୂର୍ବରୁ ବାହାରେ ଥିବା ଆମ ପରିବାରର ଲୋକେ ନିଜ ରାଜ୍ୟକୁ ଫେରିଆସିବା ଉଚିତ । ନହେଲେ ସେତେବେଳକୁ ଫେରୁଥିବା ଲୋକେ ସୁପରସେ୍ପ୍ରଡର ହୋଇଯିବେ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ କରୋନା ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version