• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ମତଦାନ ନିମନ୍ତେ ଧନ୍ୟବାଦ ଜଣାଇଲେ – ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
February 25, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଖୋର୍ଦ୍ଧା ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ମତଦାନ ନିମନ୍ତେ ଧନ୍ୟବାଦ ଜଣାଇଲେ – ଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୪ ଫେବ୍ରୁଆରୀ ଗୁରୁବାର ) ଭୁବନେଶ୍ୱର :- ଖୋର୍ଦ୍ଧା ଜିଲ୍ଲାରେ 5 ମ ପର୍ଯ୍ୟାୟ ମତଦାନ ଶାନ୍ତି ଶୃଙ୍ଖଳାର ସହିତ ସମାପ୍ତ ହୋଇଛି । ଏଥି ସହ ଖୋର୍ଦ୍ଧା ଜିଲ୍ଲାରେ 5 ଟି ଯାକ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଂଚାୟତିରାଜ ନିର୍ବାଚନ ପରିପ୍ରେକ୍ଷୀରେ ମତଦାନ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳାର ସହିତ ସଂଗଠିତ ହୋଇଥିବାରୁ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାର ସମସ୍ତ ସଚେତନ ଓ ଶୃଙ୍ଖଳିତ ଭୋଟର ଭାଇ ଓ ଭଉଣୀମାନଙ୍କୁ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

ତତ୍ ସହିତ ଜିଲ୍ଲାପାଳ ମଧ୍ୟ ନିର୍ବାଚନ ପ୍ରକ୍ରିୟାରେ ଯୋଡି ହୋଇଥିବା ସମସ୍ତ ପୁଲିଂ ଅଧିକାରୀ, ସମସ୍ତ ପ୍ରଶାସନିକ ଅଧିକାରୀ, ସମସ୍ତ ପୁଲିସ୍ ଅଧିକାରୀ ଏବଂ ସମସ୍ତ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଧନ୍ୟବାଦ ଜଣାଇଛନ୍ତି । ଏକ ଭିଡିଓ ବାର୍ତ୍ତାରେ ଏ ସଂପର୍କରେ ସୂଚନା ଦେଇ ଜିଲ୍ଲାପାଳ ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ନିର୍ବାଚନ ଅନୁଷ୍ଠିତ ହେବା ନିଶ୍ଚିତ ଭାବେ ଆମ ଜିଲ୍ଲାପାଇଁ ଏକ ଉଲ୍ଲେଖନୀୟ ସଫଳତା । ଏଥିପାଇଁ ଜିଲ୍ଲାପାଳ ପୁନର୍ବାର ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଶାନ୍ତିପ୍ରିୟ ଓ ସଚେତନ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version