• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ଗାଁ ବ୍ଲକ୍‌ରେ ଫଳାଫଳ ପ୍ରକାଶ ପାଇବା ପରେ ବ୍ଲକ୍ ଅଧ୍ୟକ୍ଷ ଦୈୖାଡ଼ରେ ଦୁଇଜଣ – ହେଭିେୱେଟ ନେତା ବିଜେଡ଼ିର ଲୋକନାଥ ସାହୁ/ ବିଜେପିର ସନ୍ୟାସୀ ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
March 3, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଓଡ଼ଗାଁ ବ୍ଲକ୍‌ରେ ଫଳାଫଳ ପ୍ରକାଶ ପାଇବା ପରେ ବ୍ଲକ୍ ଅଧ୍ୟକ୍ଷ ଦୈୖାଡ଼ରେ ଦୁଇଜଣ – ହେଭିେୱେଟ ନେତା ବିଜେଡ଼ିର ଲୋକନାଥ ସାହୁ/ ବିଜେପିର ସନ୍ୟାସୀ ପ୍ରଧାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ମାର୍ଚ୍ଚ ବୁଧବାର ) ଓଡ଼ଗାଁ :- ଓଡ଼ଗାଁ ବ୍ଲକ୍‌ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କାର୍ଯ୍ୟକ୍ରମ ଆରମ୍ଭ । ଓଡ଼ଗାଁ ବ୍ଲକ୍‌ରେ ଅଧିକାଂଶ ବିଜେଡି ସମର୍ଥିତ ପ୍ରାର୍ଥୀ ଓ ବିଜେଡିର ତୃଣମୂଳସ୍ତରର ନେତାଙ୍କ ସମ୍ପର୍କୀୟ ନିର୍ବାଚନ ଜିତିଛନ୍ତି । ଏହି ଦୃଷ୍ଟିରୁ ପରବର୍ତ୍ତୀ ଅଧ୍ୟକ୍ଷ ବିଜେଡିରୁ ହିଁ ହେବ ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ବ୍ଲକ୍ ଅଧ୍ୟକ୍ଷ ଦୈୖାଡ଼ରେ ଦୁଇଜଣ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦିତା ହେବ । ଜଣେ ବିଜେଡ଼ିର ହେଭିେୱେଟ ନେତା ତଥା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ ଆଶାୟୀ ଥିବା ବେଳେ ଆଉ ଜଣେ ବିଜେପିର ଟାଣୁଆ ନେତା ତଥା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସନ୍ୟାସୀ ପ୍ରଧାନ ଅଧ୍ୟକ୍ଷ ଦୈୖାଡ଼ରେ ଅଛନ୍ତି ।

ଲୋକନାଥ ସାହୁ ୨ନଂ ଜୋନରେ କୋରପିଠା ପଂଚାୟତରୁ ମଧୁସୂଦନ ସିଂଙ୍କୁ ୯୪୧ ଖଣ୍ତ ଭୋଟରେ ହରାଇ ନିର୍ବାଚିତ ହୋଇଛନ୍ତି । ସେହିପରି ସନ୍ୟାସୀ ପ୍ରଧାନ ଶିଖରପୁର ପଂଚାୟତରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ନାରାୟଣ ପ୍ରଧାନଙ୍କୁ ୧୬୪୫ଖଣ୍ତ ଭୋଟରେ ହରାଇ ବିଜୟୀ ହୋଇଛନ୍ତି । ନୟାଗଡ଼ ନିର୍ବାଚନ ମଣ୍ତଳୀର ୧୮ଗୋଟି ପଂଚାୟତ ଓଡ଼ଗାଁ ବ୍ଲକରେ ଥିବା ବେଳେ ଆଉ ବାକି ୧୮ଟି ପଂଚାୟତ ରଣପୁର ନିର୍ବାଚନ ମଣ୍ତଳୀ ଓଡ଼ଗାଁ ବ୍ଲକରେ ରହିଛି । ତେବେ ଓଡ଼ଗାଁ ବ୍ଲକର ମୋଟ ୩୬ଗୋଟି ପଂଚାୟତର ସମିତିସଭ୍ୟ ମାନେ ବ୍ଲକ୍ ଅଧ୍ୟକ୍ଷ ପଦ ବାଛିବେ ।

ରଣପୁର ନିର୍ବାଚନ ମଣ୍ତଳୀର ୧୮ଟି ପଂଚାୟତ ସନ୍ୟାସୀ ପ୍ରଧାନଙ୍କ କବଜାରେ ଥିବାବେଳେ ନୟାଗଡ଼ ନିର୍ବାଚନ ମଣ୍ତଳୀର ବାକି ୧୮ଟି ପଂଚାୟତ ଲୋକନାଥ ସାହୁଙ୍କ କବଳରେ ରହିଛି । ତେବେ କିଏ ଏହି ଅଧ୍ୟକ୍ଷ ପଦରେ ରହିବେ ତାକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି । ସନ୍ୟାସୀ ପ୍ରଧାନ ବିଜେପି ଦଳର ହୋଇଥିବା ବେଳେ ଲୋକନାଥ ସାହୁ ବିଜେଡ଼ି ଦଳର ବୋଲି ଜଣାପଡିଛି । ସନ୍ୟାସୀ ନିଜେ ମଇଦାନକୁ ଓହ୍ଲାଇ ବ୍ଲକ୍ ଅଧ୍ୟକ୍ଷ ପଦ ପାଇଁ ଯୋଜନା କରିଥିବା ବେଳେ ଲୋକନାଥ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ପଛରେ ଅଛନ୍ତି ।

ସବୁଠାରୁ ବଡ଼କଥା ହେଉଛି ବିଜେପି ଓ ବିଜେଡ଼ି ଦଳ ମଧ୍ୟରେ ପ୍ରତିଦ୍ବନ୍ଦିତା ହେବ ବୋଲି ଶୁଣିବାକୁ ମିଳୁଛି । ଚଳିତ ନିର୍ବାଚନରେ ବିଜେଡ଼ି ୩ନଂ ଓ ୪ନଂ ଜିଲ୍ଲା ପରିଷଦ ଆସନ ଅକ୍ତିଆର କରି ନେଇଥିବା ବେଳେ ବିଜେଡ଼ି ଦଳ ଅଧ୍ୟକ୍ଷ ପଦ ହାତେଇବ ବୋଲି ଚର୍ଚ୍ଚା ହେଉଛି । ତେବେ ଯିଏ ଯେତେ ସମିତିସଭ୍ୟ ହାତେଇବ ତାର ଭାଗ୍ୟ ଖୋଲିବ ନଚେତ୍ ସବୁ ଫଶର ଫାଟିବ ବୋଲି ଆଲୋଚନା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version