• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାନ୍ଦପୁର ଦଶଦୋଳ ମେଳଣ ମହୋତ୍ସବ -୨୦୨୨

Proprietor Abhimanyu Maharana by Proprietor Abhimanyu Maharana
March 28, 2022
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜାଣନ୍ତୁ ଶନିବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୮ ମାର୍ଚ୍ଚ ସୋମବାର ) ଚାନ୍ଦପୁର :- ଚାନ୍ଦପୁର ଦଶଦୋଳ ମେଳଣ ମହୋତ୍ସବ -୨୦୨୨ ସର୍ବପ୍ରାଚୀନ ଗଡ଼ଜାତ ରଣପୁର ଅଂଚଳର ଚାନ୍ଦପୁର ଦଶଦୋଳ ମେଳଣ ମହୋତ୍ସବ ଚଳିତବର୍ଷ ମହାସମାରୋହରେ ପାଳିତ ହେବାକୁ ଯାଉଛି I ମାର୍ଚ୍ଚ୨୮ ପାଟପଟୁଆର ଓ୨୯ରେ ଠାକୁରମାନଙ୍କ ମେଳଣ ମହୋତ୍ସବ ଅନୁଷ୍ଠିତ ହେବ l ଆତସବାଜି,ରଂଗାରଗ କାର୍ୟକ୍ରମସହ ସପ୍ତାହବ୍ୟାପୀ ଏହିଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ I ସ୍ଥାନୀୟପ୍ରଶାସନ ସହଯୋଗରେ ଓ ଦଶଦୋଳ କମିଟିର ମିଳିତଉଦ୍ୟମରେ ଏହା ପାଳିତ ହେବାକୁ ଯାଉଛି I ଭାଇଚାରା ସଂପର୍କର ଗଣପର୍ବ ଚାନ୍ଦପୁର ଦଶଦୋଳ ମହୋତ୍ସବକୁ ଚଳିତବର୍ଷ ସରସସୁନ୍ଦର ଓ ଆକର୍ଷଣୀୟ କରାଜିବା ପାଇଁ ସବୁମତେ ଉଦ୍ୟମ ଜାରି ରହିଛି I

ପ୍ରକାଶଥାଉକି ବିଗତ ୨ବର୍ଷଧରି କରୋଜା ମହାମାରୀ ଯୋଗେ ଉତ୍ସବ ଫିକାଆଉ ଫାଙ୍କାଥିଲା ା୭ଗୋଟିପଞ୍ଚାୟତରୁ ୨୧ବିମାନରେ ୨୨ବିଜେପ୍ରତିମା ବିଜେ କରିଥାନ୍ତି  I ଅତିଥି ଠାକୁରଦ୍ଵୟପଡ଼ୋଶୀ ଖାସମାହାଲ ଭଜାଗତରୁଆସିଥାନ୍ତି । ଚାନ୍ଦପୁର ଓ କନ୍ଧନୟାଗଡ଼ ଗ୍ରାମର ପ୍ରସେସନ ଦେଖିବାକୁ ଶତାଧିକଗ୍ରାମର ଜନତା ଆସିଥାନ୍ତି ଯାହାକି ଅତ୍ୟନ୍ତ ଚିଭାକର୍ଷକ I ମଧ୍ୟରାତ୍ରରେ ମେଳଣ ଏଠାଯାତର ନିଆରା ପରଂପରା I

ଚୂଡ଼ାନ୍ତ ପ୍ରସ୍ତୁତି ବୈଠକର ନିଷ୍ପରି ଆଧାରରେ ସଂପାଦକ ମନୋଜ ଦାସ ଏହି ସୂଚନା ପ୍ରଦାନ କରିଛନ୍ତି I ଚାନ୍ଦପୁର ଗ୍ରାମର ମା’ରାମଚଣ୍ଡୀ ପୀଠାଧିଶୋରୀ ଓ କନ୍ଧନୟାଗଡ଼ ଗ୍ରାମର ଶ୍ରୀ ଇଶାନେଶ୍ଵର ଦେବ ମନ୍ତ୍ରୀ ଅଟନ୍ତି I ପ୍ରତ୍ୟେକ ଦର୍ଶନାର୍ଥୀ ମାସ୍କ ପିନ୍ଧି ଆସିବାକୁ ଅନୁରୋଧ କରାଯାଇଛି I ପ୍ରଶାସନିକ ସବୁଜ ସଂକେତ ମୁତାବିକ ପ୍ରସ୍ତୁତି ଧୂମଧାମରେ ଚାଲିଛି I ରଣପୁର ରାଜବଂଶ ୧୩୬୩ସାଲସନନ୍ଦ ବର୍ଣ୍ଣିତ ଭୋଗସାମଗ୍ରୀ ଓ ପରଂପରା ପାଳିତ ହୋଇଥାଏ I ରାଜା କୃଷ୍ଣଚନ୍ଦ୍ର ନରେନ୍ଦ୍ର ୧୯୩୬ସାଲରୁ ଏହିଯାତ ଆରଂଭକରାରଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version