• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିକାଟୁରେ ଆରମ୍ଭ ହେବ କୋଭିଡ଼-୧୯ ହସପିଟାଲ

Proprietor Abhimanyu Maharana by Proprietor Abhimanyu Maharana
May 10, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ହିଞ୍ଜିଳିକାଟୁରେ ଆରମ୍ଭ ହେବ କୋଭିଡ଼-୧୯ ହସପିଟାଲ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ, ରିପୋର୍ଟ /ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ )୧୦ ମଇ,ରବିବାର :- କରୋନା ଭୁତାଣୁ ସଂକ୍ରମଣ ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି । ଦିନକୁ ଦିନ ମୃତ୍ୟୁହାର ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହାର ମୁକାବିଲା ଲାଗି ସରକାର ଓ ପ୍ରଶାସନ ପକ୍ଷରୁ ଉଦମ ଜାରୀ ରହିଛି । କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ଲାଗି କୌଣସି ପ୍ରତିଷୋଧକ ଔଷଧ ଆବିଷ୍କୃତ ହୋଇ ନଥିବା ବେଳେ ସଚେତନତା ହିଁ ଏହାର ଏକମାତ୍ର ପନ୍ଥା ବୋଲି କୁହାଯାଇଛି । ସୁରଥ ଫେରନ୍ତା ପ୍ରବାସୀ ଗଞ୍ଜାମ ଜିଲ୍ଲାକୁ ଫେରିବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢିବାରେ ଲାଗିଛି । କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ଲାଗି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ନିକଟସସ୍ଥ ଶୀତଳାପଲ୍ଲୀ ଠାରେ ଏକମାତ୍ର କୋଭିଡ଼-୧୯ ହସପିଟାଲ ରହୌିଥିବା ବେଳେ ବର୍ତମାନ ପରିସ୍ଥିତିରେ ଆକ୍ରାନ୍ତଙ୍କ ଚିକିତ୍ସା ସକାଶେ ଅଧିକ ହସପିଟାଲର ଆବଶ୍ୟକତା ରହିଛି ।

ଏହାକୁ ଆଖି ଆଗରେ ରଖି ଗଞ୍ଜାମ ଜିଲ୍ଲାରେ ଆଉ ୪ଟି କୋଭିଡ଼-୧୯ ହସପିଟାଲ ଖୋଲାଯିବା ଲାଗି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଗତ ଏପ୍ରିଲ ୨୦୧୭ ମସିହାରେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗ୍ରସ୍ତରେ ଆସି ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର ପରିସରରେ ପ୍ରାୟ ୩୩ କୋଟି ୮୪ ଲକ୍ଷ ଟଙ୍କା ବ୍ୟୟରେ ୮୦ ଶର୍ଯ୍ୟା ବିଶିଷ୍ଟ ଉପଖଣ୍ଡ ଚିକିତ୍ସାଳୟ ନିର୍ମାଣ ସକାଶେ ଶିଳାନ୍ୟାସ କରିଥିଲେ । ନିର୍ମାଣ ଶେଷ ହୋଇଥିବା ସଂପୃକ୍ତ ଚିକିତ୍ସାଳୟରେ ବର୍ତମାନ ୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ଼-୧୯ ହସପିଟାଲ କାର୍ଯ୍ୟକ୍ଷମ କରିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତି ଗ୍ରହଣ କରିଛି ।

ସେହିପରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ପାରଳା ମହାରାଜା ଇଂଜିନେୟରିଂ କଲେଜ ହଷ୍ଟେଲରେ ୨ଶହ ଶର୍ଯ୍ୟା, ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ୭୦ ଶର୍ଯ୍ୟା ଓ ଭଞ୍ଜନଗର ସେକେଣ୍ଡାରୀ ଟ୍ରେନିଂ ସ୍କୁଲ ବାଳିକା ଛାତ୍ରୀବାସରେ ୧୦୦ ଶର୍ଯ୍ୟା ବିଶିଷ୍ଟ କଭୋଡ଼-୧୯ ହସପିଟାଲ କରାଯିବ ବୋଲି ସୂଚନା ମିଳିଛି । ରବିବାର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥାନୀୟ ପୌରାଂଚଳ ଆରଏମସି ପରିସରରେ ନବ ନିର୍ମତ ଚିକିୀତ୍ସାଳୟ ବୁଲି ଦେଖିଥିଲେ । ଆସନ୍ତା ୨/୩ ଦିନ ମଧ୍ୟରେ କୋଭିଡ଼-୧୯ ହସପିଟାଲ କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ମିଳିଛି । ଜିଲ୍ଲାପାଳ କୁଲାଙ୍ଗେ ଗ୍ରସ୍ତ ସମୟରେ ଆଇଏଏସ ଅଫିସର ପି. ଅନ୍ୱେଶା ରେଡ୍ଡି, ବିଡ଼ିଏ ସଚିବ ସମ୍ବିତ ରାଉତ, ସ୍ଥାନୀୟ ତହସିଲଦାରଗୋପିନାଥ କୁଅଁର, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ ପ୍ରମୁଖ ଉପସ୍ତିତ ଥିଲେ ।

ଭୁବନେଶ୍ୱର,ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌) odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version