• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାହାଙ୍ଗାରେ କୋଭିଡ ଯୋଦ୍ଧା ଡାକ୍ତର ପୋଲିସ ଓ ସାମ୍ବାଦିକଙ୍କୁ ବିଶ୍ୱ ମାତୃତ୍ଵ ଦିବସରେ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
May 10, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମାହାଙ୍ଗାରେ କୋଭିଡ ଯୋଦ୍ଧା ଡାକ୍ତର ପୋଲିସ ଓ ସାମ୍ବାଦିକଙ୍କୁ    ବିଶ୍ୱ ମାତୃତ୍ଵ ଦିବସରେ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଭୁବନେଶ୍ୱର,ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌ ) odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

କଟକ, ମାହାଙ୍ଗା, ରିପୋର୍ଟ ଲଷ୍ମୀଧର ଖୁଣ୍ଟିଆ (ଓଡିଶା ତାଜା ନ୍ୟୁଜ୍‌ ) ମଇ 10 :- ମାହାଙ୍ଗା ଦିବ୍ୟାଙ୍ଗ ହେଲେ ବି ସମସ୍ତଙ୍କ ଆଗରେ, କରୋନା ମହାମାରୀଙ୍କୁ ପଛରେ ପକାଇ ଅନ୍ୟ ଦିବ୍ୟାଙ୍ଗ ମା ମାନଙ୍କ ମୁହଁରେ ହସ ଫୁଟାଇବାକୁ ଆଗେଇ ଆସି ଛନ୍ତି କଟକ ଜିଲ୍ଲା ମାହାଙ୍ଗା ବ୍ଲକ କଇଥା ପଂଚାୟତ ଗୌଡ଼ପାଟଣା ର ଦିବ୍ୟାଙ୍ଗ ଝିଅ ପ୍ରମିଳା ସିଂହ, ବିଶ୍ୱ ମାତୃତ୍ୱ ଦିବସରେ ମାହାଙ୍ଗାର ଆଗ ଧାଡ଼ିର କୋବିଡ ଯୋଦ୍ଧା ଡାକ୍ତର, ପୋଲିସ, ପ୍ରଶାସନ ଓ ଗଣମାଧ୍ୟମ ପ୍ରତିନିଧି ଙ୍କୁ ସମ୍ଭବ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି,

ଏଥିସହ ମାହାଙ୍ଗା ବ୍ଲକ ଶ୍ରୀକୃଷ୍ଣ ପୁର ଚାୟାପାଳ ସ୍ଥିତ ଦିବ୍ୟାଙ୍ଗ ଚାରିଟେବୁଲ ଟ୍ରଷ୍ଟ ରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଦିବ୍ୟାଙ୍ଗ ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଇଛି, କୋବିଡ ଚିକତ୍ସା, ସଚେତନତା, ଆଇନଶୃଙ୍ଖଳା ରକ୍ଷା ଦିଗରେ ନିଜ ଜୀବନ କୁ ବାଜି ଲଗେଇ କାର୍ଯ୍ୟ କରୁଥିବା ମାହାଙ୍ଗା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ରର କୋଭିଡ ଚିକତ୍ସା ଦାୟିତ୍ୱରେ ଥିବା ଯୁବ ଡାକ୍ତର ସାୟଂ ପ୍ରକାଶ ସ୍ୱାଇଁ,ସ୍ୱାସ୍ଥ୍ୟ ସେବା ପ୍ରଦାନରେ ବିତ୍ତ ଅଧିକାରୀ ସନ୍ତୋଷ ଶତପଥି, ପ୍ରଶାସନିକ କ୍ଷେତ୍ରରେ ମାହାଙ୍ଗା ଅତିରିକ୍ତ ତହସିଲଦାର ଦିଲୀପ ନାୟକ ଆଇନି ଶୃଙ୍ଖଳା ଦିଗରେ ମାହାଙ୍ଗା ଥାନା ଆରକ୍ଷୀ ନିରୀକ୍ଷକ ରଞ୍ଜନ କୁମାର ପ୍ରଧାନ, ଉପ ଆରକ୍ଷୀ ନିରିକ୍ଷୀକା ଚିନ୍ମୟୀ କର, ସାମାଜିକ ସୁରକ୍ଷା ସଚେତନତା ରକ୍ଷା ଦିଗରେ ଜୀ ଓଡିଶା ର ସାମ୍ବାଦିକ ଦୀପକ ଦାସ, ସମାଜ ସାମ୍ବାଦିକ ଲଷ୍ମୀଧର ଖୁଣ୍ଟିଆ, ସମ୍ବାଦ ସାମ୍ବାଦିକ ଦୀପକ ସାହୁ,

ଦିବ୍ୟାଙ୍ଗ ସଂଘର ସଭ୍ୟ କୃଷ୍ଣ ଚନ୍ଦ୍ର ଗୋଛାୟତ ଓ ଅନ୍ତେବାସୀ ଦିବ୍ୟାଙ୍ଗ ମହିଳାଙ୍କୁ କୋଭିଡ ବିରୁଦ୍ଧରେ ଲଢେଇ ଜାରି ରଖିବା ଶହ ସମାଜକୁ ରକ୍ଷା କରିବା ପାଇଁ ସମ୍ଭବ ଚାରିଟେବୁଲ ଟ୍ରଷ୍ଟ ର ସମ୍ପାଦିକା ପ୍ରମିଳା ସିଂହ ମାନପତ୍ର, ଉପଢୌକନ ସହ ବନ୍ଦାପନା କରି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ, ଏହି ସମ୍ବର୍ଦ୍ଧନା ସେମାନଙ୍କୁ କୋଭିଡ ବିରୁଦ୍ଧରେ ଲଢେଇ ଜାରି ରଖିବାକୁ ପ୍ରେରଣା ଦେବ ବୋଲି ସାଧାରଣରେ ମତପ୍ରକାଶ ପାଇଛି, ଏହି କାର୍ଯ୍ୟରେ ସମ୍ଭବ ଟ୍ରଷ୍ଟ ର ସମସ୍ତ କର୍ମକର୍ତ୍ତା ଓ ମାହାଙ୍ଗା ପ୍ରେସ କ୍ଲବ ର କର୍ମକର୍ତ୍ତା sambadika ତାପସ ବିଶ୍ୱାଳ, ସାମ୍ବାଦିକ ରମେଶ ସାହୁ, ସାମ୍ବାଦିକ ଅଶୋକ ଦାସ, ସାମ୍ବାଦିକ ଅମୀୟ ନାୟକ ସାମ୍ବାଦିକ ହରିହର ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ, ଏହି ଅବସରରେ ମାହାଙ୍ଗା ଡାକ୍ତର ସାୟଂ ପ୍ରକାଶ ପରିଡା ଓ ବିତ୍ତ ଅଧିକାରୀ ସନ୍ତୋଷ ଶତପଥି ଙ୍କ ପକ୍ଷରୁ ଦିବ୍ୟାଙ୍ଗ ଅନ୍ତେବାସୀଂକୁ ସାବୁନ ମାସ୍କ ମାସ ଧୂପ ଓ ସାନିଟାଇଜର ପ୍ରଦାନ କରାଯାଇଥିଲା,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version