• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହାମାରୀ କରୋନା କବଳରୁ ରକ୍ଷା କରାଯାଇପାରିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
May 10, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ମହାମାରୀ କରୋନା କବଳରୁ ରକ୍ଷା କରାଯାଇପାରିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।
Share on FacebookShare on TwitterWhatsapp

ଭୁବନେଶ୍ୱର,ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌ ) odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ଭୁବନେଶ୍ୱର, ମଇ 10 :- ଆମର ପ୍ରବାସୀ ଭାଇ ଓ ଭଉଣୀମାନେ ଆମ ରାଜ୍ୟକୁ ପହଞ୍ଚିବାର ଆରମ୍ଭ ହୋଇସାରିଛି ଏବଂ ଏହା ହିଁ ଆମ ସମସ୍ତଙ୍କ ପାଇଁ ସବୁଠୁ ବଡ ଆହ୍ୱାନ । ପଞ୍ଚାୟତସ୍ତରରେ ସେମାନଙ୍କ କ୍ୱାରେଂଟାଇନ ବ୍ୟବସ୍ଥାକୁ ସୁବନ୍ଦୋବସ୍ତ କରାଗଲେ କରୋନା ବିରୁଦ୍ଧ ଯୁଦ୍ଧରେ ଆମର ବଡ ସଫଳତା ହେବ ବୋଲି ରାଜ୍ୟ ସବାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି । ରାଜ୍ୟର ସମସ୍ତ ୬୭୯୮ ପଞ୍ଚାୟତର ନିର୍ବାଚିତ ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବରଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟ, ଜିଲ୍ଲା ପରିଷଦ ସଭାପତି, ବ୍ଲକ ଚେୟାରମେନ ଭାଇଭଉଣୀମାନଙ୍କୁ ନିଜ ମୁଣ୍ଡ ଉପରେ ଦାୟୀତ୍ୱ ନେଇ ସୁଚାରୁ ରୂପେ କାମ କରିବାକୁ ପଡିବ । ସେମାନଙ୍କ ସୁପରିଚାଳନା ଓ ବାହାରୁ ଆସୁଥିବା ପ୍ରବାସୀ ଓଡିଆ ଭାଇଭଉଣୀଙ୍କ ଯତ୍ନ ହିଁ ସମୟର ଆବଶ୍ୟକତା ରହିଛି ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ ଓଡିଶାବାସୀ ଆମ ଉପରେ ଅତୁଟ ବିଶ୍ୱାସ ରଖି ବିଜେପିକୁ ଅଦ୍ଭୁତପୂର୍ବ ଜନସମର୍ଥନ ଦେଇଥିଲେ । ଏହି ବିଶ୍ୱାସକୁ ନିଷ୍ଠାର ସହ ପାଳନ କରି ଆମର ଉତରଦାୟୀତ୍ୱ ପାଳନ କରିବାର ସମୟ ଆସିଛି ।

ଏହି ଅବସରରେ ଭାରତୀୟଜନତା ପାର୍ଟିର ସମସ୍ତ ନିର୍ବାଚିତ ୱାର୍ଡ ମେମ୍ବରରୁ ଆରମ୍ଭ କରି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପର‌୍ୟ୍ୟନ୍ତ ସମସ୍ତଙ୍କୁ ସଠିକ୍ ଭାବେ ଦାୟୀତ୍ୱ ସଂପାଦନା କରିବା ପାଇଁ ଶ୍ରୀ ମହାନ୍ତି ବିଶେଷ ଅନୁରୋଧ କରିଛନ୍ତି । ସମୟର ଆହ୍ୱାନକୁ ସ୍ୱୀକାର କରି ଓଡିଶା ପ୍ରତ୍ୟାବର୍ତନ କରୁଥିବା ଭାଇଭଉଣୀମାନଙ୍କୁ ନିଜ ପରିବାରର ସଦସ୍ୟ ଭାବେ ଗ୍ରହଣ କରି ତାଙ୍କର ଯତ୍ନ ନେବା । ଯଦି ଆଗାମୀ କିଛି ସପ୍ତାହ ଧରି ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନେ ସବୁ ସମୟ, ଶ୍ରଦ୍ଧା ଓ ସ୍ନେହ ସହ କଠିନ ପରିଶ୍ରମ କରିଲେ ଓଡିଆ ଏବଂ ଓଡିଆ ଜାତିକୁ ମହାମାରୀ କରୋନା କବଳରୁ ରକ୍ଷା କରାଯାଇପାରିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଏହା ସହ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ ନିୟମ କାନୁନକୁ ପାଳନ କରି ଟେମ୍ପେରାରୀ ମେଡିକାଲ ସେଣ୍ଟର (ଟିଏମସି)ରେ ସ୍ୱେଚ୍ଛାକୃତ ଭାବେ କାର‌୍ୟ୍ କରିବା ପାଇଁ ସମସ୍ତଙ୍କୁ ଶ୍ରୀ ମହାନ୍ତି ନିବେଦନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version