• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୨- ରାଜ୍ୟସ୍ତରୀୟ ସମାରୋହ ଆମ ପୃଥିବୀ, ଆମ ସ୍ୱାସ୍ଥ୍ୟ ସୁସ୍ଥ ଜୀବନ ପାଇଁ ସୁରକ୍ଷିତ ପୃଥିବୀ : ଆମ ଦାୟିତ୍ୱ

Proprietor Abhimanyu Maharana by Proprietor Abhimanyu Maharana
April 7, 2022
in ଓଡ଼ିଶା, ମହାନଗର, ହୋମ୍
0
ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୨- ରାଜ୍ୟସ୍ତରୀୟ ସମାରୋହ ଆମ ପୃଥିବୀ, ଆମ ସ୍ୱାସ୍ଥ୍ୟ ସୁସ୍ଥ ଜୀବନ ପାଇଁ ସୁରକ୍ଷିତ ପୃଥିବୀ : ଆମ ଦାୟିତ୍ୱ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୭ ଏପ୍ରିଲ ଗୁରୁବାର ) ଭୁବନେଶ୍ୱର :- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୀତଗୋବିନ୍ଦ ସଦନ ଠାରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୨ ପାଳିତ ହୋଇଯାଇଛି ‘ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଡା. ଅଜିତ୍‌ କୁମାର ମହାନ୍ତି ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦ୍ରୁତ ଗତିରେ ଅବକ୍ଷୟ ହେଉଥିବା ଆମ ପୃଥିବୀର ଜୈବବିବିଧତାର ସୁରକ୍ଷା ନିମନ୍ତେ ପ୍ରତ୍ୟେକ ସ୍ତରରେ ନିଷ୍ଠାପର ଉଦ୍ୟମ ଲୋଡା ବୋଲି ମତ ପ୍ରକାଶ କରିଛନ୍ତି’ ‘ଆମ ପୃଥିବୀ- ଆମ ସ୍ୱାସ୍ଥ୍ୟ’ ଶୀର୍ଷକ ଏହି ରାଜ୍ୟ ସ୍ତରୀୟ ସମାରୋହରେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ୱତନ୍ତ୍ର ସଚିବ (ମେଡିକାଲ ସର୍ଭିସେସ୍‌) ଡା. ଦୀନବନ୍ଧୁ ପଣ୍ଡା, ଭାରତ ସରକାରଙ୍କ ବରିଷ୍ଠ ଆଚଂଳିକ ନିର୍ଦ୍ଦେଶକ, ଡା. ଏସ୍‌.କେ. କର, ନିର୍ଦ୍ଦେଶକ ସ୍ୱାସ୍ଥ୍ୟ ସେବା ଡା. ବିଜୟ କୁମାର ମହାପାତ୍ର, କିମ୍ସର ଉପ-କୁଳପତି ଡା.ସି.ବି.କେ. ମହାନ୍ତି,

ନିର୍ଦ୍ଦେଶକ ଆୟୁଷ, ଡ଼ା. ଭୂମେଶ ବେହେରା, ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ, ଓଡିଶା ଶାଖା ପ୍ରତିନିଧି ଡା. ନିହାର ରାୟ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡା. ଅମରେନ୍ଦ୍ରନାଥ ମହାନ୍ତି ଅଂଶଗ୍ରହଣ କରି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୨ ଏବଂ ଏ ବର୍ଷର ବାର୍ତ୍ତାର ଯଥାର୍ଥ କାର୍ଯ୍ୟାନ୍ୱୟନ ଉପରେ ଆଲୋକପାତ କରିଥିଲେ ‘ ରାଜ୍ୟସ୍ତରୀୟ ବିଶ୍ୱ ସ୍ୱାସ୍ଥ୍ୟ ଦିବସର ଦ୍ୱିତୀୟ ଭାଗରେ ଏକ ବୈଷୟିକ ଅଧିବେଶନ ଆୟୋଜିତ ହୋଇଥିଲା ‘ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଡା. ଅଜିତ୍‌ କୁମାର ମହାନ୍ତି ଓ ଡା. ଦୀନବନ୍ଧୁ ପଣ୍ଡାଙ୍କ ପରିଚାଳନାରେ ଏହି ବୈଷୟିକ ଅଧିବେଶନରେ ଭାରତୀୟ ପାଣିପାଗ ବିଭାଗର ଆଚଂଳିକ ପ୍ରତିଷ୍ଠାନର ନିର୍ଦ୍ଦେଶକ ତଥା ମୁଖ୍ୟ ବୈଜ୍ଞାନିକ ଡା. ହବିବୁର ରେହମାନ୍‌ ବିଶ୍ୱାସ, ଆଇଆଇପିଏଚ୍‌ ନିର୍ଦ୍ଦେଶକ ଡା. ଶ୍ରୀଧର କଦମ୍‌,

ନିର୍ଦ୍ଦେଶକ ଜନସ୍ୱାସ୍ଥ୍ୟ ଡା. ନିରଞ୍ଜନ ମିଶ୍ର ଓ ୟୁନିସେଫ୍‌ ପ୍ରତିନିଧି ଡା. ମୀନା ସୋମ୍‌ ପ୍ରମୁଖ ଅଂଶଗ୍ରହଣ କରି ଜଳବାୟୁ ପରିବର୍ତ୍ତନ, ମନୁଷ୍ୟ ଜୀବନ ଉପରେ କି କି ନକରାତ୍ମକ ପ୍ରଭାବ ପକାଉଛି ଓ ଏହାକୁ ନିୟନ୍ତ୍ରଣ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ’ଓଡ଼ିଶା ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ, ଡା. ବିଜୟ କୁମାର ମହାପାତ୍ର ଏହି ବୈଷୟିକ ଅଧିବେଶନର ସାରାଂଶ ଆଲୋଚନା କରିଥିଲାବେଳେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ଅତିରିକ୍ତ ନିର୍ଦ୍ଦେଶକ ଡା. ପ୍ରଦୀପ କୁମାର ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ’ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ବିଭାଗୀୟ ନିର୍ଦ୍ଦେଶକ, ଅତିରିକ୍ତ ନିର୍ଦ୍ଦେଶକ ଏବଂ ଯୁଗ୍ମ ନିର୍ଦ୍ଦେଶକ ତଥା ପଦାଧିକାରୀମାନେ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଂଯୁକ୍ତ ନିର୍ଦ୍ଦେଶାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀଙ୍କ ସମେତ ଆଇଆଇପିଏଚ୍‌,

ଭୁବନେଶ୍ୱରରେ ଜନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅଧ୍ୟୟନ କରୁଥିବା ଡାକ୍ତର, ଶିକ୍ଷାଦାନରେ ନିୟୋଜିତ ଅଧ୍ୟାପକ ଏବଂ ଜନସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣ ସରକାରୀ ସଂସ୍ଥାର ପ୍ରତିନିଧି ମାନେ ମଧ୍ୟ ଏହି ରାଜ୍ୟ ସ୍ତରୀୟ ସମାରୋହରେ ଅଂଶଗ୍ରହଣ କରିଥିଲେ’ କେବଳ ରାଜ୍ୟସ୍ତରୀୟ ଉସିବ ନୁହେଁ ଆଜି ସମଗ୍ର ଓଡ଼ିଶାର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ଆଚଂଳିକ ସ୍ତରରେ ମଧ୍ୟ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି ‘ ଆଜିର ଦିନରେ ସାରା ଓଡ଼ିଶାରେ ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ସଚେତନତା ଏବଂ ଏହାର କୁପ୍ରଭାବରୁ ନିଜର ଏବଂ ନିଜ ଉତ୍ତରପିଢ଼ିର ସୁରକ୍ଷା ପାଇଁ ବ୍ୟକ୍ତିଗତ ଓ ସାମୂହିକ ସ୍ତରରେ ଉଦ୍ୟମ ନିମନ୍ତେ ଜନସଚତନତା ସୃଷ୍ଟି କରାଯାଇଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version