• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁରରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଦଳୀୟ ବିରୋଧି ଙ୍କ ମୁଁହରେ ଚୂନ କାଳି ବୋଳି – ନୂତନ ଉପାଧ୍ୟକ୍ଷ ହେଲେ ବିଶ୍ଵରଞ୍ଜନ

Proprietor Abhimanyu Maharana by Proprietor Abhimanyu Maharana
April 8, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁରରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଦଳୀୟ ବିରୋଧି ଙ୍କ ମୁଁହରେ ଚୂନ କାଳି ବୋଳି – ନୂତନ ଉପାଧ୍ୟକ୍ଷ ହେଲେ ବିଶ୍ଵରଞ୍ଜନ
Share on FacebookShare on TwitterWhatsapp

ବିଶ୍ୱରଞ୍ଜନ ୪ନଂ ୱାର୍ଡରୁ ପ୍ରତିଦ୍ବନ୍ଦିତା କରୁଥିଲେ । ସେ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ ବିଜେପି ପ୍ରାର୍ଥୀଙ୍କୁ ଗୋଟିଏ ଭୋଟରେ ପରାସ୍ତ କରି ବିଜୟ ହୋଇଥିଲେ ।

ଓଡ଼ିଶା ତାଜା ନ୍ୟୁଜ୍ ( ୮ ଏପ୍ରିଲ ଶୁକ୍ରବାର ) ରଣପୁର :- ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ରଣପୁର ଏନଏସିର ଉପାଧ୍ୟକ୍ଷ ଭାବେ ଆଜି ବିଶ୍ଵରଞ୍ଜନ ପଟ୍ଟନାୟକ ଏନ୍‌ଏସି ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ରଣପୁର ଏନ୍‌ଏସି ୧୫ଟି ୱାର୍ଡକୁ ନେଇ ଗଠିତ । ବିଜେଡି ୧୧ଟି ୱାର୍ଡରେ ବିଜୟ ଲାଭ କରିଥିବା ବେଳେ ୨ଟିରେ ବିଜେପି ଓ ୨ଟିରେ ସ୍ବାଧୀନ ପ୍ରାର୍ଥୀ ବିଜୟ ଲାଭ କରିଥିଲେ । ସଂଖ୍ୟା ଦୃଷ୍ଟିରୁ ବିଜେଡି ଉପାଧ୍ୟକ୍ଷ ରେସ୍‌ରେ ଥିଲା । ବିଜେଡିର ୧୧ଜଣ କାଉନସିଲର ମଧ୍ୟରୁ କିଏ ଉପାଧ୍ୟକ୍ଷ ହେବ, ଚର୍ଚ୍ଚା ଚାଲିଥିଲା ।

ଗତକାଲି ବିଜେଡି କାଉନସିଲରମାନେ ପୁରୀରେ ରହି ମାନସମନ୍ଥନ ଚଳାଇଥିଲେ । ଶେଷରେ ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କ ନିଷ୍ପତ୍ତି ସମସ୍ତେ ଗ୍ରହଣ କରିନେଇଥିଲେ । ପୂର୍ବାହ୍ନ ୧୦ଟା ୩୦ରେ ନିର୍ବାଚନ ଅଧିକାରୀଙ୍କ ସମ୍ମୁଖରେ କେବଳ ବିଶ୍ବରଞ୍ଜନ ହିଁ ଏକମାତ୍ର ଉପାଧ୍ୟକ୍ଷ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ । ଫଳରେ ବିଶ୍ୱରଞ୍ଜନ ବିନା ପ୍ରତିଦ୍ବନ୍ଦିତାରେ ନିର୍ବାଚିତ ହୋଇଥିଲେ । ବିଶ୍ୱରଞ୍ଜନ ୪ନଂ ୱାର୍ଡରୁ ପ୍ରତିଦ୍ବନ୍ଦିତା କରୁଥିଲେ । ସେ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ ବିଜେପି ପ୍ରାର୍ଥୀଙ୍କୁ ଗୋଟିଏ ଭୋଟରେ ପରାସ୍ତ କରି ବିଜୟ ହୋଇଥିଲେ ।

ଏହା ରଣପୁରରେ ଚର୍ଚ୍ଚାର ବିଷୟ ହୋଇଥିଲା । ରଣପୁରରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଦଳୀୟ ବିରୋଧି ଙ୍କ ମୁଁହରେ ଚୂନ କାଳି ବୋଳି ନୂତନ ଉପାଧ୍ୟକ୍ଷ ହେଲେ ବିଶ୍ଵରଞ୍ଜନ ଏଠାରେ ସୂଚନା ଯୋଗ୍ୟ ବିଶ୍ବରଞ୍ଜନ ପୂର୍ବରୁ ରଣପୁର ସମବାୟ ସମିତିର ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ବିଜୟ ହାସଲ ପରେ ବିଶ୍ଵରଞ୍ଜନଙ୍କୁ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଏନ୍‌ଏସି ଅଧ୍ୟକ୍ଷା ରଙ୍ଗିନ ମହାନ୍ତି ପ୍ରମୁଖ ଶୁଭେଚ୍ଛା ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version