• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ – ଜଟଣୀ

Proprietor Abhimanyu Maharana by Proprietor Abhimanyu Maharana
April 12, 2022
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ – ଜଟଣୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ,ଏପ୍ରିଲ ସୋମବାର ) ଖୋର୍ଦ୍ଧା-ଜଟଣୀ :- ଶ୍ରୀ ସୋମନାଥ ବାଲୁଙ୍କେଶ୍ୱର ଦେବ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ କନ୍ତିଆ ଜଟଣୀ ଆନୁକୂଲ୍ୟରେ ଚଳିତ ବର୍ଷ ଓଡ଼ିଶା ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜର ଅଧ୍ୟକ୍ଷ ଶ୍ରୀଯୁକ୍ତ ସତ୍ୟ ବ୍ରତ ମହାନ୍ତି ମୁଖ୍ୟ ଅତିଥି ଭାବେଯୋଗଦେଇ ଆତ୍ମ ସୁରକ୍ଷା ସମ୍ବନ୍ଧରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରୋଗ୍ରାମ ଅଫିସର ଶ୍ରୀ ଦିଲୀପ କୁମାର ଜେନା ପରିଚାଳନା କରିଥିଲେ ଓ ଶ୍ରୀ ସୁଶାନ୍ତ କୁମାର ରାଉତ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ ।

ମାଷ୍ଟର ଟ୍ରେନର ଆସମା ବେଗମ, ମଧୁସ୍ମିତା ବକ୍ତବ୍ୟ ପ୍ରଦାନ କରିବା ସହିତ ପିଲା ମାନଙ୍କୁ ଆତ୍ମ କୌଶଳ ଉପରେ ଶିକ୍ଷା ।ଏହି ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ଚଳିତ ୧୧ ତାରିଖରୁ ୨୧ ପର୍ଯ୍ୟନ୍ତ ଚାଲୁ ରହିବ । ପିଲାମାନଙ୍କୁ ପାଞ୍ଚଟି ଗ୍ରୁପରେ ବିଭକ୍ତ କରାଯାଇ ମାଷ୍ଟର ଟ୍ରେନର ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି ।

ଆଜିର ଏହି ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଘାଟନୀ ସଭାରେ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ ଟ୍ରେନର ମାନେ ପିଲାମାନଙ୍କୁ ବର୍ତ୍ତମାନ ସମୟରେ ଯେଉଁଭଳି ଅସାମାଜିକ ଲୋକ ମାନଙ୍କ ଦୌରାତ୍ମ ବଢ଼ି ଚାଲିଛି ସେଥିରେ ପିଲାମାନେ କେମିତି ନିଜକୁ ରକ୍ଷା କରି ପାରିବେ ସାମ୍ୟକ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ପୁସ୍ପିତା ରାଣୀ ଦାସ,ବେବିନା ସେଠୀ,ଜୟନ୍ତ ସାହୁ,ଅଭିମନ୍ୟୁ ସାମନ୍ତସିଂହାର,ସୁବାସ ଜେନା,ସନ୍ତୋଷ ପ୍ରଧାନ ପ୍ରମୁଖ ପରିଚାଳନା କରିଥିବାବେଳେ ଅଧ୍ୟାପିକା ମଞ୍ଜୁଲତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version