• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଳିଆ ଆବର୍ଜନାର ସହର ପାଇକମାଲ : ଅବହେଳିତ ନୃସିଂହନାଥ ପୀଠ

Proprietor Abhimanyu Maharana by Proprietor Abhimanyu Maharana
April 12, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଅଳିଆ ଆବର୍ଜନାର ସହର ପାଇକମାଲ : ଅବହେଳିତ ନୃସିଂହନାଥ ପୀଠ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ,ଏପ୍ରିଲ ସୋମବାର ) ପଦ୍ମପୁର :- ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ସଦର ଗ୍ରାମ ରାଜ୍ୟ ତଥା ରାଜ୍ୟ ବାହାରେ ଏକ ଚୀର ପରିଚିତ ନାମ କାରଣ ଏହି ସହର ସହ ଯୋଡ଼ି ହେଇ ରହିଛି ପଶ୍ଚିମ ଓଡ଼ିଶାର ଅନନ୍ୟ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର । ଏହି ଅନନ୍ୟ ପର୍ଯ୍ୟଟନସ୍ଥଳୀ କୁ ନିତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଶହ ଶହ ପର୍ଯ୍ୟଟକ ଆସିଥାନ୍ତି । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ପାଇକମାଲ ସହର ସ୍ୱଚ୍ଛ ତଥା ସୁନ୍ଦର ହେବା କଥା କିନ୍ତୁ ଏହାର ସମ୍ପୂର୍ଣ୍ଣ ଓଲଟା ହେଇ ଅଳିଆ ଆବର୍ଜନା ପୂର୍ଣ୍ଣ ଦେଖିବାକୁ ମିଳେ ପାଇକମାଲ ଠାରେ ଯାହା ଦ୍ୱାରା ପବିତ୍ର ନୃସିଂହନାଥ ମନ୍ଦିର କୁ ଆସୁଥିବା ପର୍ଯ୍ୟଟକମାନଙ୍କ ଆଖିରେ ସ୍ଥାନୀୟ ଲୋକମାନେ ଲଜ୍ଜିତ ଅନୁଭବ କରନ୍ତି ।

ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହୁଏ ଯେ ଯଦି ଏହିଭଳି ପ୍ରାକୃତିକ ସୌନ୍ଦର୍ଯ୍ୟ ରେ ପରିପୂର୍ଣ୍ଣ ତୀର୍ଥସ୍ଥଳୀ ଯଦି ଓଡ଼ିଶାର ପୂର୍ବାଂଚଳରେ ଥାନ୍ତା ତେବେ ଏଭଳି ଅବହେଳିତ ହୋଇ ରହି ନ ଥାନ୍ତା । ପାଇକମାଲ ସହରର ବିଭିନ୍ନ ଜାଗାରେ ଅଲିଆ ଆବର୍ଜନା ପୁରି ରହିଛି ଯାହାକୁ ଦେଖି ମଧ୍ଯ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିଦାବିଷ୍ଣୁ ସାଜିଛନ୍ତି ।

ପାଇକମାଲ ମୁଖ୍ୟ ଛକ ଠାରୁ ନୃସିଂହନାଥ ମନ୍ଦିର ଯିବାପାଇଁ ଷ୍ଟ୍ରିଟ ଲାଇଟ ନ ଥିବାରୁ ସନ୍ଧ୍ୟାବେଳେ ଲୋକେ ଏହିରାସ୍ତାରେ ଯିବାକୁ ଭୟ କରନ୍ତି, ପାଇକମାଲ ସହର ମଧ୍ୟରେ ବି ଷ୍ଟ୍ରିଟ ଲାଇଟ ନ ଥିବାରୁ ସମାନ ଅସୁବିଧା ଭୋଗୁଛନ୍ତି ଲୋକମାନେ । ବିଭିନ୍ନ ସମୟରେ ଓଡ଼ିଶା ସରକାର ଲୋକଙ୍କୁ ଭୁଆଁ ବୁଲେଇ ନୃସିଂହନାଥ ମନ୍ଦିରରେ ଉନ୍ନତି ହେବ ବୋଲି ଆଶ୍ୱାସନା ଦେଇଆସୁଛନ୍ତି କିନ୍ତୁ କେବଳ କାଗଜପତ୍ରରେ ତାହା ସୀମିତ ହୋଇରହିଛି ଯାହାଦ୍ୱାରା ଅଗାମୀ ଦିନରେ ଲୋକଙ୍କ ମନରେ ଆନ୍ଦୋଳନ କରିବା ନିମନ୍ତେ ଦାନା ବାନ୍ଧୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version