ଓଡ଼ିଶା ତାଜା ନ୍ୟୁଜ୍ (୧୬ ଏପ୍ରିଲ ଶନିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମୀ ପଞ୍ଚାୟତ ରେ ଜନ୍ତାଳ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ତଥା ସମାଜ ସେବୀ ଶଙ୍କର୍ଷଣ ବେହେରା ଏବଂ ସମ୍ମାନୀତ ଅତିଥି ଭାବେ ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ,ସ୍ଥାନୀୟ ସରପଞ୍ଚ,ଗ୍ରାମ ସଭାପତି ପ୍ରମୁଖ ଯୋଗ ଦେଇଥିଲେ ।














