• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପୋଲିସର ପେଟ୍ରୋଲିଂ : ଗଞ୍ଜେଇ ଓ ବାଇକ ଜବତ

Proprietor Abhimanyu Maharana by Proprietor Abhimanyu Maharana
April 20, 2022
in ଅପରାଧ, ଓଡ଼ିଶା, କଳାହାଣ୍ଡି, ହୋମ୍
0
ପୋଲିସର ପେଟ୍ରୋଲିଂ : ଗଞ୍ଜେଇ ଓ ବାଇକ ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୯.୦୪.୨୦୨୨,ମଙ୍ଗଳବାର )  କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରୁପ୍ରା-ତିତକେଲା ଛକରୁ ଧରାପଡିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ । ପ୍ରାପ୍ତ ସୂଚନା ଅନୁସାରେ ତିନିଦିନ ଧରି ନର୍ଲା ଓ ପଲମ ପୋଲିସ ମିଳିତ ଭାବେ ପେଟ୍ରୋଲିଂ କରୁଥିଲେ । ତେବେ ଗତ ସୋମବାର ରାତି ପ୍ରାୟ ୨ଟା ୨୦ ମିନିଟ ସମୟରେ ପଲମ ପୋଲିସ ଏସଆଇ ଅସିତ ପଣ୍ଡାଙ୍କ ଟିମ ହାବୁଡରେ ସାତଟି ମଟର ସାଇକେଲରେ ଲୋଡ ହୋଇଥିବା ଗଞ୍ଜେଇ ଧରା ପଡିଥିଲା ।

ସେଥି ମଧ୍ୟରୁ ତିନୋଟି ମଟର ସାଇକେଲରେ ଲୋଡ ହୋଇ ଥିବା ଗଞ୍ଜେଇ ସହିତ ଗଞ୍ଜେଇ ବେପାରୀ ଫରାର ହୋଇଥିଲେ । ଚାରୋଟି ମଟର ସାଇକେଲ ଓ ଗଞ୍ଜେଇ ସହିତ ତିନୋଟି ଗଞ୍ଜେଇ ବେପାରୀ ପୋଲିସ ହାତରେ ଧରାପଡିଥିବା ବେଳେ ଅନ୍ୟ ଜଣେ ଫରାର ହୋଇ ଯାଇଥିବା ଜଣାପଡିଛି । ମୋଟ ୧ କ୍ୱଣ୍ଟାଲ ୫୫ କେଜି ୫୪୩ଗ୍ରାମ ଗଞ୍ଜେଇ ଧରାପଡ଼ି ଥିବା ପୋଲିସ ପକ୍ଷରୁ ଜଣାଯାଏ । ଅଭିଯୁକ୍ତ କାର୍ତିକ ମହତ(୪୦) ବାଇକରୁ ପଡି ଯାଇ ଗୋଡ଼ରେ ଆଘାତ ହୋଇ ଥିବାରୁ ରାତ୍ରିରେ ହିଁ ଏମ୍ବୁଲେନ୍ସ ମାଧ୍ୟମରେ ଭବାନୀପାଟଣା ମେଡିକାଲରେ ଭର୍ତ୍ତି କରାଯାଇଛି ।

ଏହି ଗଞ୍ଜେଇ ମୋହନଗିରି ରୁ କୋମନାକୁ ଚୋରା ଚାଲାଣ ହେଉଥିବା ବେଳେ ଖିରୋଦ ତାଣ୍ଡି (୨୨) କାର୍ତ୍ତିକ ମହତ(୪୦) ରୋଷନ ତାଣ୍ଡି( ୨୨ ) ଖଡ଼ିଆଳ ଓ ବାଇକ ଛାଡି ପଳାଇଥିବା ରମେଶ କୁଲଦିପ ମହୁଲଭଟା ଯାହାକି ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ବୋଲି ସୂଚନା ମିଳିଛି । ମଟର ସାଇକେଲ ତିନୋଟିର ନମ୍ୱର ଓଡି୨୬ଇ୧୯୯୮,ଓଡି୨୬ଇ୯୨୨୫ ଓ ଓଡି୨୬ଇ୯୧୦୮ ରହିଥିବା ବେଳେ ଜବତ ଗଞ୍ଜେଇ ମୂଲ୍ୟ ଆନୁମାନିକ ଛଅ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version