• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘୨୦୩୦ ସୁଦ୍ଧା ଓଡ଼ିଶାକୁ ବାଲ୍ୟବିବାହମୁକ୍ତ ରାଜ୍ୟରେ ପରିଣତ କରିବାକୁ ମିଳିତ ସହଯୋଗ ଆବଶ୍ୟକ’ : ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

Proprietor Abhimanyu Maharana by Proprietor Abhimanyu Maharana
April 20, 2022
in ଓଡ଼ିଶା, ମହାନଗର, ହୋମ୍
0
‘୨୦୩୦ ସୁଦ୍ଧା ଓଡ଼ିଶାକୁ ବାଲ୍ୟବିବାହମୁକ୍ତ ରାଜ୍ୟରେ ପରିଣତ କରିବାକୁ ମିଳିତ ସହଯୋଗ ଆବଶ୍ୟକ’ : ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ
Share on FacebookShare on TwitterWhatsapp

‘ଅଦ୍ୱିକା ଆପ୍‌’ର ଶୁଭ ଉନ୍ମୋଚନ ‘କିଶୋରୀ କିଶୋର ମାନେ ଆପ୍‌ ମାଧ୍ୟମରେ ଜୀବନକୌଶଳ ଶିକ୍ଷା ଲାଭ କରିବେ’

ଓଡ଼ିଶା ତାଜା ନ୍ୟୁଜ୍ (୨୦ ଏପ୍ରିଲ ବୁଧବାର ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଅଧିକ ସୁଗମ ଓ ସାର୍ବଜନୀନ କରିବା ଲକ୍ଷ୍ୟ ନେଇ ଆଜି ପୂର୍ବାହ୍ନରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ‘ଅଦ୍ୱିକା ଆପ୍‌’ର ଶୁଭ ଉନ୍ମୋଚନ କରିଛନ୍ତି । ଅକେଫାବର ୨୦୨୦ ମସିହାରେ ଆରମ୍ଭ ହୋଇଥିବା ଅଦ୍ୱିକା କାର୍ଯ୍ୟକ୍ରମ ଅଦ୍ୟାବଧି ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ପହଞ୍ଚିପାରିଛି । ବର୍ତ୍ତମାନ ସୁଦ୍ଧା ୧୨ ଲକ୍ଷ କିଶୋରୀକିଶୋର ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିଛନ୍ତି । ଏହା ମାଧ୍ୟମରେ କିଶୋରୀକିଶୋରମାନଙ୍କର ଦକ୍ଷତା ଶିକ୍ଷା, ଜୀବନକୌଶଳ ଆଦିରେ ଉନ୍ନତି ଆସିବା ସଙ୍ଗେ ସଙ୍ଗେ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଯାଇପାରିଛି ।

ପିଲାମାନେ ଏହି ବୈଷୟିକ ଜ୍ଞାନକୌଶଳସମ୍ମତ ଆପ୍‌ ମାଧ୍ୟମରେ ଜୀବନକୌଶଳ ଲାଭ କରିବା ସହିତ ବ୍ୟକ୍ତିତ୍ୱକୁ ପ୍ରସ୍ପୁଟିତ କରିବେ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଛନ୍ତି । ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମକୁ ଅଧିକ ସଶକ୍ତ ଓ ସୁଦୃଢ଼ କରିବା ସହିତ କିଶୋରୀକିଶୋରମାନଙ୍କ ନେତୃତ୍ୱ ବିକାଶ ପାଇଁ ବିବିଧ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ବିଭାଗ ଏବଂ ଆମ ସମସ୍ତଙ୍କର ମିଳିତ ସହଯୋଗରେ ରାଜ୍ୟକୁ ୨୦୩୦ ସୁଦ୍ଧା ବାଲ୍ୟବିବାହମୁକ୍ତ କରିବାରେ ସଫଳ ହୋଇପାରିବା ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ଆଶାବ୍ୟକ୍ତ କରିଛନ୍ତି । କିଶୋରୀକିଶୋରମାନେ ହେଉଛନ୍ତି ସମାଜର ସର୍ବୋତ୍କୃଷ୍ଟ ସମ୍ବଳ ।

ସେମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ବଦ୍ଧ ପରିକର । ମିଶନ ପୋଷଣ, ମିଶନ ଶକ୍ତି ଓ ମିଶନ ବାତ୍ସଲ୍ୟ ଭଳି ଅଭିନବ ଯୋଜନାର ବହୁମୁଖୀ କାର୍ଯ୍ୟକାରିତା ତାି୩୯;ର ଜ୍ୱଳନ୍ତ ଉଦାହରଣ ବୋଲି ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା କହିଛନ୍ତି । ଏକବିଂଶ ଶତବ୍ଦୀରେ କିଶୋରୀକିଶୋରମାନଙ୍କର ସମୃଦ୍ଧ ସ୍ୱାସ୍ଥ୍ୟ ଓ ଅଧିକାର ସହିତ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ସେମାନଙ୍କର ଜୀବନକୌଶଳ ଓ ଜୀବିକା ସୁଯୋଗ ବୃଦ୍ଧି କରାଯାଇପାରିଲେ ରାଜ୍ୟର କିଶୋରୀକିଶୋରମାନେ ସାମାଜିକ-ଅର୍ଥନୈତିକ ଦୃଷ୍ଟିରୁ ସମୃଦ୍ଧ ହୋଇପାରିବେ ବୋଲି ୟୁନିସେଫ୍‌ ଭାରତର ୟୁୱାହ ମୁଖ୍ୟ ଧୂୱାରାଖା ଶ୍ରୀରାମ ପ୍ରକାଶ କରିଛନ୍ତି ।

ଓଡ଼ିଶାର କିଶୋରୀକିଶୋରମାନଙ୍କ ସ୍ୱପ୍ନକୁ ସାକାର କରିବାକୁ ହେଲେ ସେମାନଙ୍କୁ ବୈଷୟିକ ଜ୍ଞାନକୌଶଳରେ ପାରଙ୍ଗମ କରିବାକୁ ପଡ଼ିବ ବୋଲି ମାଇକ୍ରୋସଫଫ ଫିଲାନ୍‌ଥ୍ରୋପିସ୍‌ର ନିର୍ଦ୍ଦେଶକ ମଞ୍ଜୁ ଦାସମାନା ପ୍ରକାଶ କରିଛନ୍ତି । ଏହି ଆପ୍‌କୁ ୟୁନିସେଫ୍‌, ୟୁୱାହ ଓ ମାଇକ୍ରୋସଫଫ ମିଳିତ ଭାବରେ ପ୍ରସ୍ତୁତ କରିଛନ୍ତି । ସୂଚନାଯୋଗ୍ୟ ଯେ ଅଦ୍ୱିକା କାର୍ଯ୍ୟକ୍ରମ ଜରିଆରେ ୨୦୨୧-୨୨ ବର୍ଷରେ ୧୭୩୭ଟି ବାଲ୍ୟବିବାହକୁ ରୋକାଯିବା ସହ ପାଖାପାଖି ୧୨ ହଜାର ଗ୍ରାମକୁ ବାଲ୍ୟବିବାହମୁକ୍ତ ଗ୍ରାମ ଭାବେ ଘୋଷଣା କରାଯାଇଛି ।

ଅଦ୍ୟାବଧି ବାଲ୍ୟବିବାହରୁ ଉଦ୍ଧାର କରାଯାଇଥିବା ୧୭ରୁ ୧୯ ବର୍ଷର ୧୩,୬୧୪ ଜଣ କିଶୋରୀକିଶୋରଙ୍କୁ ଦୀନଦାୟଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଓ କୌଶଳ ବିକାଶ ମିଶନରେ ସାମିଲ କରାଯାଇ ସେମାନଙ୍କର ଦକ୍ଷତା ଓ କୌଶଳ ବିକଶିତ କରାଯାଇ ସେମାନଙ୍କୁ ସ୍ୱାବଲମ୍ବୀ କରାଯାଇପାରିଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ ସ୍ୱାଗତ ଭାଷଣ ଦେଇଥିଲେ । ସମ୍ମିଳନୀରେ ରାଜ୍ୟର ସମସ୍ତ ଜିଲ୍ଲାର ସମାଜ ମଙ୍ଗଳ ଅଧିକାରୀ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ଅଙ୍ଗନବାଡ଼ି କର୍ମୀ ଓ କିଶୋରୀକିଶୋରମାନେ ଯୋଗଦେଇ ସେମାନଙ୍କ ଅନୁଭୂତି ଉପସ୍ଥାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026
ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version