• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କିଡନୀ ରୋଗୀଙ୍କୁ ରକ୍ତ ଦାନ କରି ମାନବିକତା ଦେଖାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
April 23, 2022
in ଓଡ଼ିଶା, ମହାନଗର, ହୋମ୍
0
କିଡନୀ ରୋଗୀଙ୍କୁ ରକ୍ତ ଦାନ କରି ମାନବିକତା ଦେଖାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍  /୨୩ ଏପ୍ରିଲ ଶନିବାର / ଭୁବନେଶ୍ୱର :- ପୁଣି ଜଣେ ଗୁରୁତର ରୋଗୀଙ୍କୁ ରକ୍ତଦାନ କରି ଆଉ ଏକ ମୂଲ୍ୟବାନ ଜୀବନ ବଂଚାଇଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ । ଘଟଣାନୁଯାୟୀ ଜମନକିରା ଅଂଚଳର ରାଙ୍କିବାହାଲା ଗ୍ରାମର ହୃଦାନନ୍ଦ ଷଣ୍ଢ(୫୪ବର୍ଷ) ନାମକ ଜଣେ ବ୍ୟକ୍ତି ଅନେକ ସମୟରୁ କିଡନୀ ରୋଗରେ ପୀଡ଼ିତ ହୋଇ କୁଚିଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଏହି ସମୟରେ ରୋଗୀଙ୍କ ଚିକିତ୍ସା କରୁଥିବା ଡାକ୍ତର ଏସ.ପି.ଦୋରା ରୋଗୀଙ୍କ ସ୍ତ୍ରୀଙ୍କୁ ତୁରନ୍ତ ଏ ପଜିଟିଭ ବ୍ଲଡ ଗ୍ରୁପ ରକ୍ତ ଯୋଗାଡ଼ କରିବାକୁ କହିଥିଲେ । ନଚେତ ରୋଗୀଙ୍କ ଅବସ୍ଥା ଅଧିକ ଜଟିଳ ହୋଇପଡ଼ିବ ବୋଲି ସେ କହିଥିଲେ ।

ମାତ୍ର ଦୁର୍ଭାଗ୍ୟର କଥା ଯେ ଡାକ୍ତରଖାନାରେ ଏହି ବ୍ଲଡ ଗ୍ରୁପର ରକ୍ତ ଉପଲବ୍ଧ ନଥିଲା । ସୌଭାଗ୍ୟବସତଃ ଏହି ସମୟରେ ଜମନକିରା ରୁ ଏକ ୧୦୮ ଆମ୍ବୁଲାନ୍ସ କୌଣସି ଏକ ରୋଗୀଙ୍କୁ ନେଇ କୁଚିଣ୍ଡା ଡାକ୍ତରଖାନାକୁ ଆସିଥିଲା । ଯାହାପରେ ରୋଗୀଙ୍କ ସ୍ତ୍ରୀ ୧୦୮ ଆମ୍ବୁଲାନ୍ସ ହେଲପର୍ ପିଂଟୁ ରାଣାଙ୍କୁ ରକ୍ତ ଦେବା ପାଇଁ ଅନୁରୋଧ କରିଥିଲେ ଏବଂ ତାଙ୍କ ବ୍ଲଡ ଗ୍ରୁପ ମଧ୍ୟ ଏ ପଜିଟିଭ ଥିଲା । ତେଣୁ ପିଂଟୁ ନିଜର ମହାନତା ଦେଖାଇ ତୁରନ୍ତ ରକ୍ତ ଦେବା ପାଇଁ ଆଗେଇ ଆସିଥିଲେ । ଆଜି ତାଙ୍କର ଏହି ମାନବିକତା ପାଇଁ କିଡନୀ ରୋଗରେ ଆକ୍ରାନ୍ତ ଏହି ରୋଗୀ ଜଣଙ୍କ ଏକ ନୂଆ ଜୀବନ ପାଇଛନ୍ତି । ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଙ୍କ ଏହି ମହାନ କାର୍ଯ୍ୟ ପାଇଁ ସେ ବେଶ ପ୍ରଶଂସିତ ହୋଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version