• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୩୭କୁ ଛୁଇଁଛି । ବାଲେଶ୍ୱରରେ ସର୍ବାଧିକ ୧୫ଜଣ ଆକ୍ରାନ୍ତ ଚିହ୍ନଟ ।

Proprietor Abhimanyu Maharana by Proprietor Abhimanyu Maharana
May 12, 2020
in Uncategorized, ଓଡ଼ିଶା, ଦେଶ, ବିଶ୍ଵ, ହୋମ୍
0
ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୩୭କୁ ଛୁଇଁଛି । ବାଲେଶ୍ୱରରେ ସର୍ବାଧିକ ୧୫ଜଣ ଆକ୍ରାନ୍ତ ଚିହ୍ନଟ ।
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ ।

ଭୁବନେଶ୍ୱର,ରିପୋର୍ଟ / ଦୀପ୍ତିମାନ୍ ପତି (ଓଡିଶା ତାଜା ନ୍ୟୁଜ୍‌ ) ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୩୭କୁ ଛୁଇଁଛି ୧୨ ମଇ, ମଙ୍ଗଳବାର :- ବାଲେଶ୍ୱର, ରାଜ୍ୟରେ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୩୭କୁ ଛୁଇଁଛି  । ବାଲେଶ୍ୱରରେ ୧୫ଜଣ ,ବୌଦ୍ଧରେ ଜଣେ , ପୁରୀରୁ ଜଣେ, ଗଞ୍ଜାମରୁ ୩ ଓ ଯାଜପୁରରୁ ୩ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଂଚିଛି ଓ ସେହି ଜିଲ୍ଲାରେ ଜଣଙ୍କର ମୃତ୍ୟୁ ଘଟିଛି ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଂଚିଛି ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି ।

ବୌଦ୍ଧରେ ଆକ୍ରାନ୍ତଙ୍କ ସଂଖ୍ୟା ପହଂଚିଛି ୫ରେ । ପୁରୀରେ ଆକ୍ରାନ୍ତଙ୍କ ସଂଖ୍ୟା ପହଂଚିଛି ୪ରେ ସେଥିମଧ୍ୟରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବାଲେଶ୍ୱରରେ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି ପାଇଛି ,ସେଥିମଧ୍ୟରୁ ୧୧ଜଣ ସୁସ୍ଥ ହୋଇଛନ୍ତି । ଗତକାଲି ୩୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ସୁରତ ଫେରନ୍ତାଙ୍କ ସହ ଅନ୍ୟ ରାଜ୍ୟର ଆକ୍ରାନ୍ତ ମଧ୍ୟ ସାମିଲ୍ ହେଲେଣି ବର୍ତ୍ତମାନ ରାଜ୍ୟରେ ଚିକିସିତ ହେଉଛନ୍ତି ୩୪୯ଜଣ , ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ଘଟିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version