• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବିଧାନସଭା ପକ୍ଷରୁ ପ୍ରସ୍ତୁତ ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ସମ୍ମାନିତ

Proprietor Abhimanyu Maharana by Proprietor Abhimanyu Maharana
April 24, 2022
in ଓଡ଼ିଶା, ଦେଶ, ମହାନଗର
0
ଓଡ଼ିଶା ବିଧାନସଭା ପକ୍ଷରୁ ପ୍ରସ୍ତୁତ ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ସମ୍ମାନିତ
Share on FacebookShare on TwitterWhatsapp

1. ଓଡ଼ିଶା ବିଧାନସଭା ବାଚସ୍ପତିଙ୍କ ସୌଜନ୍ୟରୁ ମୁଖ୍ୟ ଅତିଥିଙ୍କୁ ଜଗନ୍ନାଥଙ୍କର ଏକ ପ୍ରତିମୂର୍ତ୍ତି ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।

2. ଓଡ଼ିଶା ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ଭାଗନେଇ ଓଡ଼ିଶା ବିଧାନସଭାର ପେପରଲେସ୍‌ ଅଫିସ୍‌ ଉପରେ ସବିଶେଷ ତଥ୍ୟ ଉପସ୍ଥାପନ କରି ଉଚ୍ଚ ପ୍ରଶଂସିତ ହୋଇଥିଲେ ।

ଓଡ଼ିଶା ତାଜା ନ୍ୟୁଜ୍ /୨୩ ଏପ୍ରିଲ ଶନିବାର /ଭୁବନେଶ୍ୱର :- ଓଡ଼ିଶା ବିଧାନସଭା ଓ ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର, ଓଡ଼ିଶା ଶାଖା ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପକୁ ସର୍ବଭାରତୀୟ ସ୍ତରରେ ସମ୍ମାନିତ କରାଯାଇଛି । ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ମୋତିଲାଲ ନେହେରୁ ନ୍ୟାସନାଲ ଇନ୍‌ଷ୍ଟିଚୁ୍ୟଟ୍‌ ଅଫ୍‌ ଟେକ୍‌ନୋଲୋଜିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସର୍ବଭାରତୀୟ କର୍ମଶାଳାରେ ଓଡ଼ିଶା ବିଧାନସଭାକୁ କମ୍ପୁ୍ୟଟର ସୋସାଇଟି ଅଫ୍‌ ଇଣ୍ଡିଆ ତରଫରୁ ୧୯ତମ ସିଏସ୍‌ଆଇ ଏସ୍‌ଆଇଜି ଇ-ଗଭର୍ଣ୍ଣାନ୍ସ ଆୱାର୍ଡସ ୨୦୨୧ (CSI SIG e-Governance Awards 2021) ଉତ୍କର୍ଷ ପୁରସ୍କାରରେ ସମ୍ମାନିତ କରାଯାଇଛି ।

ଏହି ଏକଦିବସୀୟ କର୍ମଶାଳାରେ ଭାରତରୁ ବଛା ବଛା ଇ-ଗଭର୍ଣ୍ଣାନ୍ସ ପ୍ରକଳ୍ପଗୁଡ଼ିକୁ ମନୋନୀତ କରାଯାଇ ଏହା ଉପରେ ବକ୍ତାମାନଙ୍କ ତରଫରୁ ଆଲୋକପାତ କରାଯାଇଥିଲା । ଏଥିରେ ଓଡ଼ିଶା ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ଭାଗନେଇ ଓଡ଼ିଶା ବିଧାନସଭାର ପେପରଲେସ୍‌ ଅଫିସ୍‌ ଉପରେ ସବିଶେଷ ତଥ୍ୟ ଉପସ୍ଥାପନ କରି ଉଚ୍ଚ ପ୍ରଶଂସିତ ହୋଇଥିଲେ । ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ରଙ୍କ ବଳିଷ୍ଠ ନେତୃତ୍ୱ, ଦିଗ୍‌ଦର୍ଶନ ଓ ପ୍ରେରଣା ଏବଂ ବିଧାନସଭା ସଚିବ ଶ୍ରୀ ଶତପଥୀଙ୍କ ସମେତ କର୍ମଚାରୀମାନଙ୍କ ଅକ୍ଳାନ୍ତ ଉଦ୍ୟମ ବଳରେ ଓଡ଼ିଶା ବିଧାନସଭା ଓ ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର (ଏନ୍‌ଆଇସି),

ଓଡ଼ିଶା ଶାଖା ତରଫରୁ ଦିଆଯାଇଥିବା ପ୍ରୋଜେକଫ ‘ଓଡ଼ିଶା ଆସେମ୍ବ୍ଲି ଜର୍ଣ୍ଣି ଟୁୱାର୍ଡସ୍‌ ଡିଜିଟାଲ୍‌ ଟ୍ରାନ୍ସଫର୍ମେସନ୍‌ (ପେପରଲେସ୍‌ ଆସେମ୍ବ୍ଳି)‘ କୁ ପୁରସ୍କୃତ କରାଯାଇଥିଲା । ମାନ୍ୟବର ବାଚସ୍ପତିଙ୍କ ନିର୍ଦ୍ଦେଶରେ ବିଧାନସଭା ସଚିବ ଶ୍ରୀ ଶତପଥୀ, ରାଜ୍ୟ ସୂଚନା ବିଜ୍ଞାନ ଅଧିକାରୀ ଶ୍ରୀମତୀ କବିତା ରାୟ ଦାସ, ବରିଷ୍ଠ ବୈଷୟିକ ନିର୍ଦ୍ଦେଶିକା ଶ୍ରୀମତୀ ସରିତା ସାହୁ, ବିଧାନସଭାର ଉପନିର୍ଦ୍ଦେଶିକା (ଗ୍ରନ୍ଥାଗାର) ଶ୍ରୀମତୀ ଆରତୀ ମିଶ୍ର, ମାନ୍ୟବର ମୁଖ୍ୟ ଅତିଥି, ଆହ୍ଲାବାଦ୍‌ ଉଚ୍ଚ ନ୍ୟାୟାଳୟର ନ୍ୟାୟାଧିଶ ଶ୍ରୀ ଅଜିତ ସିଂଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ । ଓଡ଼ିଶା ବିଧାନସଭା ବାଚସ୍ପତିଙ୍କ ସୌଜନ୍ୟରୁ ମୁଖ୍ୟ ଅତିଥିଙ୍କୁ ଜଗନ୍ନାଥଙ୍କର ଏକ ପ୍ରତିମୂର୍ତ୍ତି ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି ଅବସରରେ ବାଚସ୍ପତି ଡ. ପାତ୍ର କହିଛନ୍ତି ଯେ ଅକ୍ଳାନ୍ତ ପରିଶ୍ରମ କରି ଓଡ଼ିଶା ବିଧାନସଭାର ସମସ୍ତ ବିବରଣୀ, ଦସ୍ତାବିଜ୍‌ ଓ ନଥିପତ୍ରକୁ ଡିଜିଟାଲାଇଜ୍‌ କରିବା ସହିତ ଏହି କଷ୍ଟଲବ୍ଧ ପ୍ରକଳ୍ପକୁ ପ୍ରସ୍ତୁତ କରିଥିବା କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଦିନରେ ବିଧାନସଭାରେ ଆହୁରି ଅନେକ ନୂତନତ୍ୱ ଅଣାଯିବ । ବାଚସ୍ପତିଙ୍କ ବଳିଷ୍ଠ ନେତୃତ୍ୱ, ମାର୍ଗଦର୍ଶନ ଓ ପ୍ରତ୍ୟକ୍ଷ ପ୍ରେରଣା ଓ ସମସ୍ତଙ୍କ ମିଳିତ ଉଦ୍ୟମ ବଳରେ ଆଜି ଓଡ଼ିଶା ବିଧାନସଭାକୁ ସଂପୂର୍ଣ୍ଣ ଡିଜିଟାଲାଇଜ୍‌ କରାଯିବା ସହ ସର୍ବଭାରତୀୟ ସ୍ୱୀକୃତି ମିଳିପାରିଛି ବୋଲି ସଚିବ ଶ୍ରୀ ଶତପଥୀ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version