• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାଂସଦ ଅପରାଜିତା ଷଢଙ୍ଗୀଙ୍କ ଦ୍ଵାରା ଆୟୋଜିତ  ସ୍ବାସ୍ଥ୍ୟମେଳାରେ ବସ୍ତି ବାସିନ୍ଦାଙ୍କୁ ସ୍ୱାସ୍ଥ୍ୟସେବା ଉପଲବ୍ଧ

Proprietor Abhimanyu Maharana by Proprietor Abhimanyu Maharana
April 24, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସାଂସଦ ଅପରାଜିତା ଷଢଙ୍ଗୀଙ୍କ ଦ୍ଵାରା ଆୟୋଜିତ  ସ୍ବାସ୍ଥ୍ୟମେଳାରେ ବସ୍ତି ବାସିନ୍ଦାଙ୍କୁ ସ୍ୱାସ୍ଥ୍ୟସେବା ଉପଲବ୍ଧ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୩ ଏପ୍ରିଲ ଶନିବାର / ଭୁବନେଶ୍ୱର :- ଭୁବନେଶ୍ୱର ସାତ ନମ୍ବର ୱାର୍ଡ ଶୈଳଶ୍ରୀ ବିହାର ଠାରେ ଆଜି ସାଂସଦ ଅପରାଜିତା ଷଢଙ୍ଗୀ ଉଦଘାଟନ କରିଛନ୍ତି ଏକ ସ୍ୱାସ୍ଥ୍ୟ ମେଳା ସ୍ଥାନୀୟ ବସ୍ତି ବାସିନ୍ଦଙ୍କ ପାଇଁ l ଅଜିତା ଏବଂ ସମର୍ଥ ନାମକ ଦୁଇଟି ସ୍ବେଚ୍ଛାସେବୀ ସଂଗଠନ ଏହା ମିଳିତ ଭାବେ ଆୟୋଜନ କରିଥିଲେ l ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେରଣାରେ ଉଦବୁଦ୍ଧ ହୋଇ ସାଂସଦ ଭୁବନେଶ୍ୱରର ବସ୍ତି ବାସିନ୍ଦାଙ୍କ ଉଦ୍ଦେଶ୍ୟରେ ଆରମ୍ଭ କରିଥିବା ସ୍ୱାସ୍ଥ୍ୟସେବାର ଏହା ହେଉଛି ପ୍ରଥମ ସ୍ୱାସ୍ଥ୍ୟ ମେଳା l

ଆଗାମୀ ଚାରିମାସ ମଧ୍ୟରେ ଏହିପରି ଚାଳିଶ ଟା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହେବ ବସ୍ତି ବାସିନ୍ଦାଙ୍କ ପାଇଁ l ଆପୋଲୋ ହସ୍ପିଟାଲ ବିଶେଷଜ୍ଞ ମାନେ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ l ସ୍ଵାସ୍ଥ୍ୟ ଭିଲା ବାରଙ୍ଗ ର ବିଶେଷଜ୍ଞ ମାନେ ପ୍ରାକୃତିକ ଉପାୟରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଇଥିଲେ l 

ଅଜିତା ସଂଗଠନ ତରଫରୁ ମୌସୁମୀ ମହାପାତ୍ର ଏବଂ ସମର୍ଥ ତରଫରୁ ଆଶୋକ ପଟ୍ଟନାୟକ ଏଥିରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ l କର୍ପୋରେଟର ଯଶୋଧାରା ପ୍ରଧାନଙ୍କ ସହଯୋଗ୍ ରେ ଆୟୋଜିତ ଏହି ସ୍ୱାସ୍ଥ୍ୟ ଶିବିରରେ ଅଜିତା ର ସାଧାରଣ ସମ୍ପାଦିକା ସଂଗୀତା ମାଝୀ,ସମର୍ଥ ର ସଭାପତି କାହୁଁ ଦାଶ,ସମ୍ପାଦକ କୁଳମଣି ବାବୁ,କୈଳାସ ବିହାର ଉନ୍ନୟନ ପରିଷଦ,ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପରିଚାଳନା କମିଟି,

ଭୁବନେଶ୍ୱର ମେୟର ପ୍ରାର୍ଥୀନୀ ଡକ୍ଟର ସୁନୀତି ମୁଣ୍ଡ,ସ୍ଥାନୀୟ ଜନସାଧାରଣ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l ବିଶେଷ କରି ମହାବୀର ବସ୍ତି,ଶ୍ରୀକୃଷ୍ଣ ବସ୍ତି ଓ ବଜରଙ୍ଗ ବସ୍ତି ବାସିନ୍ଦାଙ୍କ ସହିତ ଶୈଳଶ୍ରୀ ବିହାର ଓ କୈଳାସ ବିହାର ବାସିନ୍ଦା ଉପକୃତ ହୋଇଥିଲେ l ସମସ୍ତେ ସାଂସଦ ଅପରାଜିତା ମାଡମ ଙ୍କ ଏଭଳି ସେବାକାର୍ଯ୍ୟର  ଭୂୟସୀ ପ୍ରଶଂସା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026

Recent News

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version