• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦଘାଟିତ 

Proprietor Abhimanyu Maharana by Proprietor Abhimanyu Maharana
April 25, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦଘାଟିତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୫ ଏପ୍ରିଲ ସୋମବାର/ ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁବାଷ ବୋଷ କନିଷ୍ଠ ମହାବିଦ୍ୟାଳୟରେ ରବିବାର ଦିନ ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଏନଏସବି କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁନୀଲ କୁମାର ପାତ୍ର ସଭାପତିତ୍ୱ କରି ପରିଚାଳନା କରିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଖଲିକୋଟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ଼ଃ ମନ୍ମଥ ପାଢ଼ୀ,

ସମ୍ମାନିତ ଅତିଥି ତଥା ମୁଖ୍ୟ ବକ୍ତା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗର ବିଭାଗୀୟ ମୁଖ୍ୟ ଡ଼ଃ ସଦାନନ୍ଦ ନାୟକ ଅଂଶଗ୍ରହଣ କରି କନ୍ଧମାଳ ଜିଲ୍ଲାର ଐତିହ୍ୟ, ପରମ୍ପରା, ଓ କୀର୍ତ୍ତିରାଜି ଉପରେ ଗୁରୁତ୍ୱ ଦେଇ ଇତିହାସ କଂଗ୍ରେସର ଲକ୍ଷ୍ୟ, ଉଧେଶ୍ୟ ଓ ଆଗାମୀ ଦିନରେ ଇତିହାସ କଂଗ୍ରେସ ରେ କନ୍ଧମାଳ ଜିଲ୍ଲାର ସମସ୍ତେ ସାମିଲ ହୋଇପାରିବେ ବୋଲି ଆହ୍ୱାନ ଦେଇଥିଲେ l ଏହି ଭବ୍ୟ ସମାବେଶରେ ଜିଲ୍ଲାର ସମସ୍ତ +୨ ଓ +୩ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ,

ଅଧ୍ୟାପିକା ଓ ଗବେଷକ ଯୋଗଦେଇ ନିଜ ନିଜର ଗୁରୁତ୍ୱପୂର୍ଣ୍ଣ  ମତାମତ ପ୍ରଦାନ କରିଥିଲେ l ଅଧ୍ୟାପକ ସତ୍ୟରଞ୍ଜନ ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେବାସହ ଅଧ୍ୟାପକ ଦୁଃଖିଶ୍ୟାମ ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କଦ୍ୱାରା ପ୍ରାରମ୍ଭିକ ସଂଗୀତ, ଓଡିଶୀ ନୃତ୍ୟ ଓ ଆଦିବାସୀ ନୃତ୍ୟ ପରିବେଷଣ କରିଥିଲେ l

ଏହି ସମାବେଶରେ ଜଳ ସଂଚୟ କର ଜୀବନ ବଞ୍ଚାଅ save water, save life, ଉପରେ ଏକ କ୍ଷୁଦ୍ର ଚଳଚିତ୍ର ପ୍ରଦର୍ଶିତ ହୋଇଥିଲା l ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷା କର୍ମଚାରୀ ମନେ ଉପସ୍ଥିତ ଥିଲେ l ଅଧ୍ୟକ୍ଷ ସୁନୀଲ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version