• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କୁ ଲୋକସେବା ଭବନରେ ଭେଟିଲେ -ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 25, 2022
in ଓଡ଼ିଶା, ମହାନଗର, ହୋମ୍
0
ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କୁ ଲୋକସେବା ଭବନରେ ଭେଟିଲେ -ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ. ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନିଅ. ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ /୨୫ ଏପ୍ରିଲ ସୋମବାର/ଭୁବନେଶ୍ୱର :- ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର. ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର. ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି. ସହରାଞ୍ଚଳ ର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି.

ସେହିପରି ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ . ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କflagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ . ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି . ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ bhumi ଅଧିକାର ଦିଆଯାଇଥିବାବେଳ 585 ବସ୍ତିକୁ ଆଦର୍ଶ ବସ୍ତି ରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ .

ସେହିପରି ସୁଜଳ କାର୍ଯ୍ୟକ୍ରମ ରେ ପୁରୀରେ ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ. ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ migrant labourer ମାନଙ୍କ ପାଇଁ ଆରମ୍ଭ ହୋଇ ଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ 500କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ . ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ କହି ଥିଲେ .

ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ. ଚଳିତ ପୌର ନିର୍ବାଚନ ରେ ମା ମାନେ bahu ସଂଖ୍ୟା ରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ. ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତର ରେ 5T principle ର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principle କୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ.

ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ. ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗ ର ପ୍ରମୁଖ ସଚିବ ଶ୍ରୀ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ଶ୍ରୀ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version