• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନର୍ଲା ବ୍ଳକ ପରିସରରେ : ଜନଶୁଣାଣୀ ଶିବିର

Proprietor Abhimanyu Maharana by Proprietor Abhimanyu Maharana
April 26, 2022
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ନର୍ଲା ବ୍ଳକ ପରିସରରେ : ଜନଶୁଣାଣୀ ଶିବିର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୫ ଏପ୍ରିଲ ସୋମବାର/ କଳାହାଣ୍ଡି :- ନର୍ଲା ବ୍ଳକ ପରିସରରେ ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଆୟୋଜିତ ହୋଇଯାଇଛି । କରୋନା ମହାମାରୀ ଯୋଗୁଁ ଗତ ଦୁଇ ବର୍ଷ ଏହି କାର୍ଯ୍ୟକ୍ରମ ବନ୍ଦ ରହିଥିଲା । ଯାହା ଫଳରେ ପ୍ରଚଣ୍ଡ ଖରା ସତ୍ବେ ବ୍ଲକ ପରିସରରେ ପ୍ରବଳ ଜନଗହଳି ଦେଖାଯାଇଥିଲା । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମ ସକାଳ ସାତଟାରେ ଆରମ୍ଭ ହୋଇଥିଲା । ଜିଲ୍ଲାପାଳ ଗାଭାଲି ପରାଗ ହର୍ଷଦଙ୍କ ଉପସ୍ଥିତିରେ ୩୭୫ ଟି ଅଭିଯୋଗର ଶୁଣାଣୀ ଅନୁଷ୍ଠିତ ହୋଇଥିଲା ।

ବ୍ଲକ ସମ୍ମୀଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ସମ୍ପର୍କରେ ଲୋକେ ଅଭିଯୋଗ ଜଣାଇଥିଲେ । ମୁଖ୍ୟତଃ ପାନୀୟଜଳ, ବିଦ୍ୟୁତ୍, ଭତ୍ତା ଓ ରାସନ୍ କାର୍ଡ ସମ୍ବନ୍ଧୀୟ ଅଭିଯୋଗ ଲୋକେ ଜଣାଇଥିବା ବେଳେ ଜିଲ୍ଲାପାଳ ସେଗୁଡ଼ିକର ସମାଧାନ ନିମନ୍ତେ ଉପସ୍ଥିତ ବିଭାଗୀୟ ଅଧିକାରୀ ମାନଙ୍କୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଜିଲ୍ଲାପାଳଙ୍କ ସହ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଶ୍ରବଣା ବିବେକ ଏମ୍,ପି ଡି ଡି ଆର୍ ଡି ଏ ସୋମେଶ ଉପାଧ୍ୟାୟ ତଥା ସମସ୍ତ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ନର୍ଲା ଭାରପ୍ରାପ୍ତ ବିଡ଼ିଓ ମାନସ ରଞ୍ଜନ ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଏବିଡିଓ ଦେବେନ୍ଦ୍ର ସାମଲ, ଗ୍ରାମ ପଞ୍ଚାୟତ ଅଧିକାରୀ କ୍ଷୀତିଶ ଚନ୍ଦ୍ର ନାଏକ ତଥା ବ୍ଲକର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026
ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version