• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ କୃଷ୍ଣଚନ୍ଦ୍ର ଗଜପତି ନବଉତ୍କଳରର ଅନ୍ୟତମ ନିର୍ମାତା ଥିଲେ : ବାଚସ୍ପତି ଡଃ. ପାତ୍ର

Proprietor Abhimanyu Maharana by Proprietor Abhimanyu Maharana
April 26, 2022
in ଓଡ଼ିଶା, ମହାନଗର, ହୋମ୍
0
ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ କୃଷ୍ଣଚନ୍ଦ୍ର ଗଜପତି ନବଉତ୍କଳରର ଅନ୍ୟତମ ନିର୍ମାତା ଥିଲେ : ବାଚସ୍ପତି ଡଃ. ପାତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୬ ଏପ୍ରିଲ ମଙ୍ଗଳବାର / ଭୁବନେଶ୍ୱର :- ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୦ତମ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଉତ୍କଳ ସମ୍ମିଳନୀର ସଭାପତି ପ୍ରଫେସର ଅଦେ୍ୱତ କୁମାର ପାତ୍ର, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ନିର୍ଦ୍ଦେଶକ(ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଭାରତର ପ୍ରଥମ ରାଜ୍ୟ ଭାବେ ଭାଷାଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ଗଠନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ନବଉତ୍କଳ ଗଠନ ହେଲା ପରେ ୧୯୩୭ ଅପ୍ରେଲ ୧ ତାରିଖରେ ସେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ବହନ କରିଥିଲେ । ପରେ ୧୯୪୧ ମସିହା ନଭେମ୍ବର ମାସଠାରୁ ୧୯୪୪ ମସିହା ଜୁନ ମାସ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ନାରୀଶିକ୍ଷାର ଉନ୍ନତି, ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ଥାପନା,

ପୂର୍ଣ୍ଣାଙ୍ଗ ସ୍ୱତନ୍ତ୍ର ଓଡ଼ିଶା ଗଠନ, ଓଡ଼ିଆ ଭାଷାର ପ୍ରଚାରପ୍ରସାର, କୃଷି, ସ୍ୱାସ୍ଥ୍ୟ ଓ ଶିଳ୍ପର ବିକାଶ ପାଇଁ ବିବିଧ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଥିଲେ । ସେ ନବଉତ୍କଳର ଅନ୍ୟତମ ନିର୍ମାତା ଥିଲେ ବୋଲି ବାଚସ୍ପତି ଓ ଅନ୍ୟ ଅତିଥିମାନେ ପ୍ରକାଶ କରିଥିଲେ । ପାରଳା ମହାରାଜାଙ୍କ ତ୍ୟାଗ ଏବଂ ଓଡ଼ିଶା ପ୍ରତି ଥିବା ଭଲପାଇବା ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।

ନ୍ୟାୟାଳୟ, କାର୍ଯ୍ୟାଳୟ ଓ ବିଦ୍ୟାଳୟମାନଙ୍କରେ ଓଡ଼ିଆ ଭାଷା ଆନ୍ତରିକ ଭାବରେ ବ୍ୟବହୃତ ହେଲେ ହିଁ ଏ ଭାଷା ସମୃଦ୍ଧ ହେବ ଏବଂ ବରପୁତ୍ରମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ା ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀମାନେ କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ମୃତିରେ ପ୍ରେରଣାଦାୟୀ ସଂଗୀତ ପରିବେଷଣ କରିଥିଲେ । ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version