• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ମୃତି ଖୋଜୁଛି ତାଳବଣିଆ : ଏକ ଲକ୍ଷ ତାଳଗଛ ଲଗାଇବ ଭାରତ ବିକାଶ ପରିଷଦ

Proprietor Abhimanyu Maharana by Proprietor Abhimanyu Maharana
April 26, 2022
in ଓଡ଼ିଶା, ପୁରୀ, ହୋମ୍
0
ସ୍ମୃତି ଖୋଜୁଛି ତାଳବଣିଆ : ଏକ ଲକ୍ଷ ତାଳଗଛ ଲଗାଇବ ଭାରତ ବିକାଶ ପରିଷଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୬ ଏପ୍ରିଲ ମଙ୍ଗଳବାର / ଶଙ୍ଖକ୍ଷେତ୍ର ପୁରୀ :- ସ୍ଥାନୀୟ ତାଳବଣିଆ ର ଶ୍ରୀ ବୃଦ୍ଧି ପାଇଁ ଭାରତ ବିକାଶ ପରିଷଦ, ଶ୍ରୀ ଜଗନ୍ନାଥ ଧାମ ଶାଖା ଅଣ୍ଟା ଭିଡିଛି । ତାଳବଣିଆ ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ର ଏକ  ଅବିଚ୍ଛେଦ୍ୟ ଅଙ୍ଗ । ମହାପ୍ରଭୁଙ୍କ ଶ୍ରୀ ଦାରୁ ବିଶ୍ରାମ ଘର କୁହନ୍ତୁ କି ମହାପ୍ରଭୁଙ୍କ ଚାରମାଳ କୁହନ୍ତୁ ସବୁର ପ୍ରାଥମିକତା ଏହି ତାଳ ଗଛ ଓ ତାହାର ବରଡା । ଆଜି କାଲି ତାଳପତ୍ର ଅଭାବରୁ ଭକ୍ତ ମାନେ ପଲିଥିନ ଜରିରେ ଶ୍ରୀ ମହାପ୍ରସାଦ ନେବାକୁ ବାଧ୍ୟ ହେଉଛନ୍ତି । ଫଳରେ ମହାପ୍ରସାଦ ପ୍ରତି ବେଳେ ବେଳେ ଭ୍ରମ ମଧ୍ୟ ସୃଷ୍ଟି ହେଉଛି । କେବଳ ଏତିକି ନୁହେଁ ତାଳଗଛ ଲୋପ ପାଇଯିବା ଫଳରେ ଏହି ଗଛରେ ବସବାସ କରୁଥିବା ବାଇ ଚଢେଇ, ଚିଲ, ଶାଗୁଣା ଆଦି ଙ୍କ ଅନୁପସ୍ଥିତି ପରିବେଶ ସୁରକ୍ଷାରେ ଏକ ଅନ୍ତରାୟ ସୃଷ୍ଟି ହେଉଛି । ବେଳାଭୂମି ସୁରକ୍ଷା ପାଇଁ ତାଳଗଛ ର ଉପଯୋଗିତା ଅଛି । ପୁରୀ ସହରରେ ତାଳପତ୍ର ଉପରେ ନିର୍ଭର କରି ୪୦ ଘରର ପ୍ରାୟ ୭୫ ପରିବାରଙ୍କ ଜୀବନ ଜୀବିକା ପ୍ରାୟତଃ ବିପନ୍ନ ହୋଇପଡ଼ିଛି । ଫନୀ ବାତ୍ୟା ଓ କରୋନା ମହାମାରୀ ରେ କଷାଘାତରେ ଏହି ୭୫ ପରିବାରଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଛି  ।

ଏଭଳି ଏକ ସମ୍ବେଦନଶୀଳ ଅଭିଯାନ କୁ ଅଧ୍ୟକ୍ଷ ଶ୍ରୀ ପ୍ରଫୁଲ୍ଲ କୁମାର ମିଶ୍ର ଓ ଆବାହକ ଶ୍ରୀ ସନ୍ତୋଷ ମହାନ୍ତି ଜିଲ୍ଲା ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପ୍ରଶାସନ ର ବରିଷ୍ଠ ଅଧିକାରୀ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଥ ଶର୍ମା ଓ ପୌର ପ୍ରଶାସନର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ ସ୍ବାଇଁ ଯୋଗଦେଇ ଭାରତ ବିକାଶ ପରିଷଦ ଦ୍ବାରା ଏକ ଲକ୍ଷ ତାଳ ଗଛ ଲଗାଇବା ଅଭିଯାନକୁ ସାକାର ରୁପ ଦେବାପାଇଁ ସମସ୍ତ ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି । ଭାରତ ବିକାଶ ପରିଷଦ ପୂର୍ଵକ୍ଷେତ୍ର ମହାସଚିବ ପୂର୍ଣ ଚନ୍ଦ୍ର ଖୁଣ୍ଟିଆ ଯୋଗ ଦେଇ ଆମ ଇତିହାସ ର ତାଳପତ୍ର ପୋଥି ଠାରୁ ଜନ୍ମ ଜାତକ ପର୍ଯ୍ୟନ୍ତ ତାଳପତ୍ରର ବ୍ୟବହାର ସମ୍ପର୍କ ରେ କହି ଏହି ପରମ୍ପରା କ୍ଷେତ୍ରରେ ଭାରତ ବିକାଶ ପରିଷଦ ର ଅଭିଯାନ କୁ ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ ଆଶା କରିଥିଲେ ।  ପରିଷଦର ଏକ ପ୍ରତନିଧି ଦଳ ମଧ୍ୟ ମାନନୀୟ ଜିଲ୍ଲାପାଳ ଓ ବନଖଣ୍ଡ ଅଧିକାରୀଙ୍କ ସହିତ  ସାକ୍ଷାତ କରି ଐତିହାସିକ ତାଳବଣିଆ ର ଶ୍ରୀ ବୃଦ୍ଧି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଏହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବା ପାଇଁ ସମସ୍ତ ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି । ତାଳ ପତ୍ର କୁ ନେଇ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ବିଶେଷ ମାନେ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିବା ସହ ତାଳ ପତ୍ର ମାଧ୍ୟମ ରେ ବିଭିର୍ଣ ବ୍ୟବହାର୍ଯ୍ୟ ବସ୍ତୁ ସେଠାରେ ତିଆରି କରି ତାଳ ଗଛ ର ଆଵଶ୍ୟକତା ସମ୍ପର୍କରେ ସଚେତନତା ସୃଷ୍ଟି କରାଇ ଥିଲେ । ପରିଷଦ ତରଫରୁ ସଚିବ ସୌମେନ୍ଦ୍ର ଦାସ, ଶରତ ଜୟସିଂହ, ଲାଲା ଅନନ୍ତ କୁମାର ସିଂହଁ, ଟି ବାନାମ୍ବର ପାତ୍ର, ପଦ୍ମନାଭ ପଣ୍ଡା, ସୁପ୍ରୀତି ରଥ, ମୀରା ମହାରଣା, ମୋନାଲିସା ପଟ୍ଟନାୟକ, ରାମ ଚନ୍ଦ୍ର ଦଳାଇ, ଜଗଦୀଶ ଆଚାର୍ଯ୍ୟ, ପୀତାମ୍ବର ମହାପାତ୍ର, ଉର୍ମିଳା ଧନୁର୍ଦ୍ଧର ମୁଦୁଲି, ବୁଦ୍ଧଦେବ ମହାପାତ୍ର, ଦେବେନ୍ଦ୍ର ରଥ ଆଦି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026
ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

August 17, 2026
ମଦର୍ସ ପବ୍ଲିକ ସ୍କୁଲ୍ ପକ୍ଷରୁ ଅତ୍ୟାଧୁନିକ ସ୍ପୋର୍ଟସ ହବ୍‌ର ଶୁଭାରମ୍ଭ

Mother’s Public School Unveils State-of-the-Art Sports Hub in Bhubaneswar to Pioneer Athletic Excellence in Odisha

August 17, 2026
ମଦର୍ସ ପବ୍ଲିକ ସ୍କୁଲ୍ ପକ୍ଷରୁ ଅତ୍ୟାଧୁନିକ ସ୍ପୋର୍ଟସ ହବ୍‌ର ଶୁଭାରମ୍ଭ

ମଦର୍ସ ପବ୍ଲିକ ସ୍କୁଲ୍ ପକ୍ଷରୁ ଅତ୍ୟାଧୁନିକ ସ୍ପୋର୍ଟସ ହବ୍‌ର ଶୁଭାରମ୍ଭ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026
ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version