• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାହାର ରାଜ୍ୟରୁ ଚାଲି ଚାଲି ଭିଟାମାଟିକୁ ଫେରୁଛନ୍ତି ପ୍ରବାସୀ : ଅଂଚଳବାସୀ ଆତଙ୍କିତ ଦୋକାନରେ ଚାହା ପିଇଲେ, ରାସ୍ତାରେ ରୋଷେଇ କରି ଖାଇଲେ ।

Proprietor Abhimanyu Maharana by Proprietor Abhimanyu Maharana
May 12, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବାହାର ରାଜ୍ୟରୁ ଚାଲି ଚାଲି ଭିଟାମାଟିକୁ ଫେରୁଛନ୍ତି ପ୍ରବାସୀ : ଅଂଚଳବାସୀ ଆତଙ୍କିତ ଦୋକାନରେ ଚାହା ପିଇଲେ, ରାସ୍ତାରେ ରୋଷେଇ କରି ଖାଇଲେ ।
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ହିଞ୍ଜିଳିକାଟୁ ,ରିପୋର୍ଟ ,ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ ) ବାହାର ରାଜ୍ୟରୁ ଚାଲି ଚାଲି ଭିଟାମାଟିକୁ ଫେରୁଛନ୍ତି ପ୍ରବାସୀ ,୧୨ ମଇ, ମଙ୍ଗଳବାର : – ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିବାରେ ଲାଗିଛି । ଏହାର ମୁକାବିଲା କରିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ପଦକ୍ଷେପ ଗ୍ରହଣ କରିଛନ୍ତି । ସଂକ୍ରମଣକୁ ରୋକିବା ପାଇଁ ସରକାର ଆସ୍ତା ମେ ୧୭ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଘୋଷଣା କରିଛନ୍ତି । ଲକଡ଼ାଉନ ଘୋଷଣା ପରେ ଦେଶର ବିଭିନ୍ନ ସଂକ୍ରମିତ ରାଜ୍ୟରୁ ପ୍ରବାସୀ ମାନେ ନିଜ ନିଜ ଭିଟାମାଟିକୁ ଫେରୁଥିବାର ଲକ୍ଷ୍ୟ କରାଯାଉଛି । ଯେନ ତେନ ପ୍ରକାରେ ଭିଟାମାଟିରେ ପଂହଚିବା ଲାଗି ପ୍ରବାସୀ ମାନେ ଉଦ୍ୟମ କରୁଥିବାର ଲକ୍ଷ୍ୟ କରାଯାଉଛି ।

ଭିଟାମଯଇକୁ ଫେରିବା ଲାଗି କିଏ ଚାଲି ଚାଲି ଆସୁଛି ତ କିଏ ସାଇକେଲ ଯୋଗେ ଫେରୁଥିବାର ଦେଖିବାକୁ ମିଳିଛି । ଲକଡ଼ାଉନ କଟକଣା କୋହଳ ପରେ ପ୍ରଶାସନ ମଧ୍ୟ ଢିଲା ପଡ଼ିଥିବାର ଦେଖିବାକୁ ମିଳିଛି । ଫେରିବା ବାଟରେ ପ୍ରବାସୀ ମାନେ ବିଭିନ୍ନ ସହରରେ ରହି ଚାହା ଓ ଜଳଖିଆ ଦୋକାନରେ ଖାଉଥିବାର ନଜର ରହିଛି । ମଙ୍ଗଳବାର ଅପରାହ୍ନରେ ୫ଟି ଦଳରେ ପ୍ରାୟ ୬୦ରୁ ଉର୍ଦ୍ଧ୍ୱ ପ୍ରବାସୀ ହିଞ୍ଜିଳିକାଟୁ ଅଭିମୁଖେ ଆସୁଥିବାର ଦେଖିବାକୁ ମିଳିଥିଲା । ସେମାନଙ୍କ ମଧ୍ୟରୁ କିଛି ପ୍ରବାସୀ ସାଇକେଲ ଯୋଗେ ଫେରୁଥିବା ବେଳେ ୪୦ରୁ ଉର୍ଦ୍ଧ୍ୱ ଚାଲି ଚାଲି ଫେରୁଥିବାର ଦେଖିବାକୁ ମିଳିଥିଲା ।

ସ୍ଥାନୀୟ ଥାନା ସୋମପୁର ଛକ ନିକଟରେ କିଛି ପ୍ରବାସୀ ୫୯ ନଂ ଜାତୀୟ ରାଜପଥ ପ୍ୱାଶ୍ୱର୍ରେ ବସି ଶୁଖିଲା ଖାଦ୍ୟ ଖାଇବା ପାଇଁ ବସିଥିବା ବେଳେ ଖଣ୍ଡରା ଛକ ନିକଟରେ ରୋଷେଇ କରି ଭୋଜନ କରୁଥିବାର ଦେଖିିବାକୁ ମିଳିଥିଲା । ଏପରିକି କିଛି ପ୍ରବାସୀ ହିଞ୍ଜିଳିକାଟୁ ନିକଟସ୍ଥ ଶ୍ୟାମଳାଇ ଛକ ନିକଟ ଏକ ଦୋକାନରେ ଚାହା ପିଉଥିବାର ଦେଖିବାକୁ ମିଳିଥିଲା । ପ୍ରବାସୀ ମାନେ ଭିଟାମଯଇ ମୁହାଁ ହେବା ପରେ ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳବାସୀଙ୍କ ମଧ୍ୟରେ ଅଜଣା ଆତଙ୍କ ଖେଳିଯାଇଥିବା ଦେଖିବାକୁ ମିଳିଥିଲା । ପ୍ରକାଶ ଥାଉକି, ଶନିବାର ବିଶାଖାପାଟଣା ଓ ଝାଡ଼ଖଣ୍ଡ ଅଂଚଳରୁ ୩୦ରୁ ଉର୍ଦ୍ଧ୍ୱ ପ୍ରବାସୀ ଭିଟାମାଟିକୁ ଫେରିବା ସମୟରେ ରାସ୍ତାରେ ଭୋଜନ ପ୍ରସ୍ତୁତ କରି ଭୋଜନ କରୁଥିବାର ଦେଖିବାକୁ ମିଳିଥିଲା ।

ସ୍ଥାନୀୟ ପ୍ରଶାସନ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଅଂଚଳବାସୀ ଦାବି ଜଣାଇଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ ଜିଲ୍ଲାରେ ଯେଉଁ ସମୟରେ କୌଣସି କରୋନା ଆକ୍ରାନ୍ତ ନଥିଲା ପ୍ରଶାସନ ପକ୍ଷରୁ ଲକଡ଼ାଉନ ସମୟରେ କଟକଣା ଜୋରଦାର କରାଯିବା ସହ ସାମାଜିକ ଦୂରତ୍ୱ ରକ୍ଷା କରୁନଥିବା ଓ ମାସ୍କ ବ୍ୟବହାର କରୁନଥିବା ବ୍ୟକ୍ତି ବିଶେଷଙ୍କ ଠାରୁ ଜୋରିମାନା ଆଦାୟ କରୁଥିବା ବେଳେ ଗ୍ରୀନ୍ ଜୋନରେ ଥିବା ଗଞ୍ଜାମ ଜିଲ୍ଲା ରେଡ଼୍‌ ଜୋନରେ ପରିଣତ ହେବା ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ରାଜ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଥମ ସ୍ଥାନ ରହିୀଥିବା ବେଳେ ପ୍ରଶାସନର ଢିଲା ପଣକୁ ସହରବାସୀ ସହଜରେ ଗ୍ରହଣ କରି ପାରୁନାହାନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version