• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସୁବର୍ଣ୍ଣରଖା ନଦୀରୁ ନାବାଳିକା ଶବ ଉଦ୍ଧାର

Proprietor Abhimanyu Maharana by Proprietor Abhimanyu Maharana
May 12, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ସୁବର୍ଣ୍ଣରଖା ନଦୀରୁ ନାବାଳିକା ଶବ ଉଦ୍ଧାର
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ବାଲେଶ୍ୱର ର,ଜଳେଶ୍ଵର , ରିପୋର୍ଟ / ଦୀପ୍ତିମାନ୍ ପତି (ଓଡିଶା ତାଜା ନ୍ୟୁଜ୍‌ ) ସୁବର୍ଣ୍ଣରଖା ନଦୀରୁ ନାବାଳିକା ଶବ ଉଦ୍ଧାର :- ରାଜଘାଟ ସ୍ଥିତ ସୁବର୍ଣ୍ଣରେଖା ନଦୀରେ ସୋମବାର ଗେଣ୍ଡା ଧରିବାକୁ ଆସି ୧୬ ବର୍ଷର ନାବାଳିକା ଝିଅ ନିଖୋଜ ହୋଇଯାଇଥିଲା । ନଦୀ କୂଳେ କୂଳେ ଗେଣ୍ଡା ଧରୁଥିବା ସମୟରେ ଗଭୀର ପାଣି ଭିତରକୁ ଚାଲିଯାଇଥିଲେ । ସୋମବାର ଦିନ ପ୍ରାୟ ଦିନ ୧୨ଟା ରେ ଏଇ ଘଟଣା ଘଟିଥିଲା । ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ସ୍ଥିତ ବେଣପୁରା ନଦୀଘାଟ ନିକଟରେ ରାସଗୋବିନ୍ଦପୁର ଥାନା ପ୍ରହରାଜପୁର ପଞ୍ଚାୟତର ପ୍ରହରାଜପୁର ଗ୍ରାମର ଆଦିବାସୀ ସଂପ୍ରଦାୟର ୮/୧୦ଜଣ ମହିଳା,ଯୁବକଙ୍କ ସହିତ ନାବାଳିକା ସୀତା ବିନ୍ଧାଣୀ (୧୬),ମା ମନୁ ବିନ୍ଧାଣୀ ଗେଣ୍ଡା ଧରିବାକୁ ଆସିଥିଲେ । ସୀତା ନିଖୋଜ ହେବାପରେ ଖୋଜା ଖୋଜି କରିଥିଲେ ।

ପରେ ସ୍ଥାନୀୟ ଜୀବନ ସାଥି ସେଚ୍ଛାସେବୀ ସଂଗଠନ ସଭାପତି ଦୀପ୍ତିମାନ ପତି ଖବର ପାଇ ଖୋଜା ଖୋଜି କରିବା ସହ ପ୍ରଥମେ ବସ୍ତା ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାସ ପରେ ବସ୍ତା,ଜଳେଶ୍ଵର ଦମକଳ ବାହିନୀ କୁ ଖବର ଦେଇଥିଲେ । ଖବର ପାଇବା ପରେ ବାଲେଶ୍ୱର ଓଡ୍ରାଫଟିମ ଘଟଣା ସ୍ଥଳ ରେ ପହଞ୍ଚି ନଦୀରେ ରାତ୍ରି ୭ଟା ପ୍ରଯ୍ୟନ୍ତ୍ ବହୁ ଖୋଜା ଖୋଜି କରିଥିଲେ ହେଲେ ସୀତାଙ୍କ ପତା ମିଳିନଥିଲା । ତେବେ ମଙ୍ଗଳବାର ପ୍ରାୟ ଦିନ ଗୋଟାଏ ବେଳେ ଜଳେଶ୍ଵର ଥାନା ଅନ୍ତର୍ଗତ ଗୋବର୍ଦ୍ଧନ ପୁର ନଦୀ ଘାଟରେ ସୀତାଙ୍କ ମୃତ ଶରୀର ପାଣିରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଶ୍ରୀ ପତିଙ୍କୁ ଖବର ଦେଇଥିଲେ ଖବର ପାଇ ଶ୍ରୀ ପତି ବସ୍ତା ଓ ଜଳେଶ୍ଵର ତହସିଲଦାରଙ୍କୁ ଏବଂ ଜଳେଶ୍ଵର ଆଇ.ଆଇ.ସିଙ୍କୁ ଖବର ଅବଗତ କରାଇଥିଲେ ।

ତତ୍ ସଙ୍ଗେ ସାଙ୍ଗେ ସୀତାଙ୍କ ପରିବାର ଲୋକଙ୍କୁ ଖବର ଅବଗତ କରାଇବା ସହିତ ଜୀବନ ସାଥୀ ସଂଗଠନର ସଭାପତି ଶ୍ରୀ ପତି ଓ ସଂଗଠନ ସଦ୍ୟସ୍ୟ ମାନେ ତାଙ୍କ ପରିବାର ସହିତ ଯାଇ ମୃତ ଶରୀରକୁ ଚିହ୍ନଟ କରିଥିଲେ।ପରେ ଜଳେଶ୍ଵର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲେb। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛିb।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026

Recent News

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version