• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟରେ ଆଜି ୧୦୧ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫୩୮

Proprietor Abhimanyu Maharana by Proprietor Abhimanyu Maharana
May 13, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ରାଜ୍ୟରେ ଆଜି ୧୦୧ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫୩୮
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ରାଜ୍ୟରେ ଆଜି ସକାଳୁ ସର୍ବାଧିକ ୧୦୧ଜଣ କରୋନା ପଜିଟିଭ୍ ଚିହ୍ନଟ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୧୧୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୪୧୯ଜଣ ଚିକିତ୍ସିତ ହେଉଛନ୍ତି ।

ଭୁବନେଶ୍ୱର ,ରିପୋର୍ଟ ,(ଓଡିଶା ତାଜା ନ୍ୟୁଜ୍‌ ) ରାଜ୍ୟରେ ଆଜି ସକାଳୁ ସର୍ବାଧିକ ୧୦୧ଜଣ କରୋନା ପଜିଟିଭ୍ ଚିହ୍ନଟ ,୧୩ ମଇ, ବୁଧବାର, : – ରାଜ୍ୟରେ ଆଜି ସକାଳୁ ସର୍ବାଧିକ ୧୦୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମରୁ ୫୨, ବାଲେଶ୍ୱରରୁ ୩୩,ଯାଜପୁରରୁ,୭, ସୁନ୍ଦରଗଡ଼ରୁ ୭ ଓ କେନ୍ଦୁଝରରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ଗଞ୍ଜାମରୁ ଆଜିର ୫୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦କୁ ଛୁଇଁଛି ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାରେ ଆଜିର ୩୩ଜଣଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୧ଜଣ ସୁସ୍ଥ ହୋଇଛନ୍ତି ଓ ୭୯ଜଣ ଚିକିତ୍ସିତ ହେଉଛନ୍ତି ।

ସୁନ୍ଦରଗଡ଼ରେ ଆଜିର ୭ଜଣଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୧୦ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୧୩ଜଣ ଚିକିତ୍ସିତ ହେଉଛନ୍ତି, ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୩୩ଜଣ ସୁସ୍ଥ ହୋଇଛନ୍ତି ୩୮ଜଣ ଚିକିତ୍ସିତ ହେଉଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version