ଓଡ଼ିଶା ତାଜା ନ୍ୟୁଜ୍ /୨୯ ଏପ୍ରିଲ ଶୁକ୍ରବାର /ବରଗଡ଼ :- ରାଜ୍ୟ ସରକାର ଙ୍କ ଗୃହ ବିଭାଗ ପକ୍ଷରୁ ଆଇପିଏସ୍ ଅଫିସର ସ୍ତରରେ ଆଜି ଅଦଳ ବଦଳ କରିଛନ୍ତି । ଏହି କ୍ରମରେ ବରଗଡ଼ ଜିଲ୍ଲା କୁ ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କୁ ବଦଳି ହୋଇଛି ।
ବର୍ତ୍ତମାନ ସେ ନବରଙ୍ଗପୁର ଜିଲ୍ଲା ର ଏସପି ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ବରଗଡ଼ ର ବର୍ତ୍ତମାନ୍ ଏସପି ରାହୁଲ ଜୈନ ଙ୍କୁ ଝାରସୁଗୁଡ଼ା ଜିଲ୍ଲା କୁ ବଦଳି ହୋଇଛି ।














