• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜୟଦେବ ଜୟନ୍ତୀ ପାଳନ ସମନ୍ୱୟ ବୈଠକ : ଜୟଦେଙ୍କ ଜନ୍ମପୀଠ କେନ୍ଦୁଲି ଓ ବାଲିପାଟଣା ଶିଶୁ ଅନନ୍ତ ପୀଠରେ ହେବ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ 

Proprietor Abhimanyu Maharana by Proprietor Abhimanyu Maharana
May 2, 2022
in ଓଡ଼ିଶା, ମହାନଗର, ହୋମ୍
0
ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜୟଦେବ ଜୟନ୍ତୀ ପାଳନ ସମନ୍ୱୟ ବୈଠକ : ଜୟଦେଙ୍କ ଜନ୍ମପୀଠ କେନ୍ଦୁଲି ଓ ବାଲିପାଟଣା ଶିଶୁ ଅନନ୍ତ ପୀଠରେ ହେବ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୦୧ ମଇ ରବିବାର/ଭୁବନେଶ୍ୱର :- ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରମ ଭକ୍ତ ଗୀତଗୋବିନ୍ଦର ରଚୟିତା ଭକ୍ତକବି ଜୟଦେବଙ୍କ ଜୟନ୍ତୀ ଆଗାମୀ ମଇ 3 ତାରିଖ ଅକ୍ଷୟ ତୃତୀୟାରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଆଜି ପୂର୍ବାହ୍ଣରେ ଭୁବନେଶ୍ୱର ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସଂଗ୍ରାମକେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ଜୟଦେବ ବିଧାୟକ ଶ୍ରୀ ଅରବିନ୍ଦ ଢାଲିଙ୍କ ସମେତ  ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁ, ଉପଜିଲ୍ଲାପାଳ  ଶ୍ରୀ ଦେବବ୍ରତ ସାହୁ, ବାଲିଅନ୍ତା ପଂଚାୟତ ସମିତି  ଅଧ୍ୟକ୍ଷା ଶ୍ରୀମତୀ ବାସନ୍ତୀ ଖଟୁଆ , ଜୟଦେବ  ପଞ୍ଚାୟତର ସରପଞ୍ଚଙ୍କ ସମେତ ଅନ୍ୟ  ସ୍ଥାନୀୟ ଜନପ୍ରତିନିଧି, ଜିଲ୍ଲା ଓ  ଭୁବନେଶ୍ୱର ଉପଖଣ୍ଡର  ବ୍ଲକସ୍ତରୀୟ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ  କରିଥିଲେ ।    

ବୈଠକର ନିଷ୍ପତ୍ତି ଅନୁସାରେ  ରୌଦ୍ରତାପକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ଭୁବନେଶ୍ୱରରୁ ଆରମ୍ଭ ହେଉଥିବା  ସଂକୀର୍ତ୍ତନ ପଦଯାତ୍ରା ବ୍ୟତୀତ ଜୟଦେବ ଜୟନ୍ତୀ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆଗାମୀ ମଇ                3 ତାରିଖରେ ଜୟଦେବ ପୀଠ କେନ୍ଦୁବିଲ୍ଵ ଠାରେ ଜୟଦେବଙ୍କ ଜୟନ୍ତୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l        4 ତାରିଖରେ ଏଠାରେ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସେହିପରି ବାଲିପାଟଣାସ୍ଥିତ ଶିଶୁ ଅନନ୍ତ ପୀଠ ଠାରେ 3 ତାରିଖରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି ।  ରାଜ୍ୟ ସଂସ୍କୃତି ବିଭାଗ, ଜିଲ୍ଲା ସଂସ୍କୃତି ପରିଷଦ, ଖୋର୍ଦ୍ଧା ତରଫରୁ ଓଡିଶୀ ସଂଗୀତ, ଓଡିଶୀ ନୃତ୍ୟ ଆଦି ପ୍ରାୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ  ହେବ l ସମସ୍ତ କାର୍ଯ୍ୟକ୍ରମର ଆୟୋଜନ ନେଇ ସ୍ଥାନୀୟ ଜନପ୍ରତିନିଧି, ବ୍ଲକ, ତହସିଲ ପ୍ରଶାସନକୁ  ଅନୁରୋଧ କରାଯାଇଛି l

ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀ ମହାପାତ୍ର, ଭକ୍ତକବି ଜୟଦେବଙ୍କ କୃତି ଓ ଓଡିଶାର ସାଂସ୍କୃତିକ ଐତିହ୍ୟ ସମ୍ପର୍କରେ ଆଲୋକପାତ କରିବା ସହିତ  ଜୟଦେବଙ୍କ ପବିତ୍ର  ଜନ୍ମପୀଠ  ଏବଂ ବାଲିପାଟଣାସ୍ଥିତ ଶିଶୁ ଅନନ୍ତ ପୀଠ ଠାରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାନେଇ  ଜିଲ୍ଲା ପ୍ରଶାସନର ସହଯୋଗ ରହିବ ବୋଲି କହିଥିଲେ l ତତ୍ ସହିତ ଐତିହ୍ୟ ଓ ସଂସ୍କୃତି ସମ୍ପନ୍ନ ଜୟଦେବ ପୀଠର ବିକାଶ ବିକାଶ ପାଇଁ ପଦକ୍ଷେପ ସମ୍ପର୍କରେ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ l ସ୍ଥାନୀୟ ପଂଚାୟତ ସମିତି, ସରପଞ୍ଚ, ସ୍ଥାନୀୟ ସଂସ୍କୃତିକ ଅନୁଷ୍ଠାନ ଓ ଜନସାଧାରଣ ସମସ୍ତଙ୍କ ସହଯୋଗରେ ଏଥର ଜୟଦେବ ଜୟନ୍ତୀ ଅନୁଷ୍ଠିତ ହେବାନେଇ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । କୋଭିଡ କଟକଣା କୋହଳ ହେବାପରେ ସଂକୀର୍ତ୍ତନ ଯାତ୍ରା କରାଯାଇପାରୁନଥିବା ସତ୍ତ୍ୱେ ସ୍ଥାନୀୟ ଅଂଚଳରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ ପାଇଁ ଉତ୍ସାହ ପରିଲକ୍ଷିତ ହୋଇଛି l 

ବୈଠକରେ  ଅନ୍ୟମାନଙ୍କ ମଧ୍ୟରେ  ମଣ୍ଡଳ ଉନ୍ନୟନ ଅଧିକାରୀ ବାଲିପାଟଣା, ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧକାରୀ, ବାଲିଅନ୍ତା, ତହସିଲଦାର ବାଲିଅନ୍ତl ଓ ବାଲିପାଟଣା, ଜିଲ୍ଲା ସଂସ୍କୃତି ଅଧିକାରୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଖୋର୍ଦ୍ଧା ଓ ଭୁବନେଶ୍ୱର,ୱାଟକୋର ନିର୍ବାହୀ ଯନ୍ତ୍ରୀ, ଏବିଡିଓ, ବାଲିଅନ୍ତାଙ୍କ  ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗର ଅଧିକାରୀ, ଜୟଦେବ ସରପଞ୍ଚ, ସ୍ଥାନୀୟ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version