• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଣିତ ମେଧା ବୃତ୍ତି ପରୀକ୍ଷା ରେ କୁମାରୀ ଶ୍ରୀୟାଁଶ୍ରୀ (81%) ପ୍ରତିଶତ ନମ୍ବର ରଖି : କଳାହାଣ୍ଡି ଜିଲ୍ଲା ପାଇଁ ଗର୍ବ ଗୌରବ ଆଣି ଦେଇଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
May 2, 2022
in ଓଡ଼ିଶା, କଳାହାଣ୍ଡି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଗଣିତ ମେଧା ବୃତ୍ତି ପରୀକ୍ଷା ରେ କୁମାରୀ ଶ୍ରୀୟାଁଶ୍ରୀ (81%) ପ୍ରତିଶତ ନମ୍ବର ରଖି : କଳାହାଣ୍ଡି ଜିଲ୍ଲା ପାଇଁ ଗର୍ବ ଗୌରବ ଆଣି ଦେଇଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୨ ମଇ ସୋମବାର / କଳାହାଣ୍ଡି ଜିଲ୍ଲା :- ଶିକ୍ଷା ବିକାଶ ସମିତି ଓଡିଶା ଦ୍ୱାରା ପରିଚାଳିତ ହେଉଥିବା, ପ୍ରାଦେଶିକ ମେଧା ବୃତ୍ତି ଓ ଭାରତିକୃଷ୍ନ ଗଣିତ ମେଧା ବୃତ୍ତି ପରୀକ୍ଷା ରେ କୁମାରୀ ଶ୍ରୀୟାଂଶୀ ୮ମ ଓ ୧୦ ମ ସ୍ଥାନରେ ରହି ସାରା ଓଡ଼ିଶାରେ ପ୍ରଥମ ଦଶ ଜଣଙ୍କ ମଧ୍ୟରେ ସ୍ଥାନ ପାଇ ଆମ ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ।  କୁମାରୀ ଶ୍ରୀୟାଁଶ୍ରୀ (81%) ପ୍ରତିଶତ ନମ୍ବର ରଖି  ସାରା ଓଡ଼ିଶାରେ ପ୍ରଥମ ଦଶ ଜଣ ମଧ୍ୟରେ ସ୍ଥାନ ହାସଲ କରି – କଳାହାଣ୍ଡି ଜିଲ୍ଲା ପାଇଁ ଗର୍ବ ଗୌରବ ଆଣି ଦେଇଛନ୍ତି ।  କଳାହାଣ୍ଡି/ ମୁଖୀଗୁଡା /ଜୟପାଟଣା:- ଓଡ଼ିଶା ଶିକ୍ଷା ବିକାଶ ସମିତି ଦ୍ବାରା ଆୟୋଜିତ ପ୍ରାଦେଶିକ ଭାରତୀ କୃଷ୍ଣ ଗଣିତ ପ୍ରତିଭା ପରୀକ୍ଷା -୨୦୨୧/୨୨ ଅନୁଷ୍ଠିତ ହୋଇଥିଲା ।

ଅଧୁନା ମୁଖୀଗୁଡା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟମ ଶ୍ରେଣୀର ଛାତ୍ରୀ କୁମାରୀ ଶ୍ରୀୟାଁଶ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ତେବେ କୁମାରୀ ଶ୍ରୀୟାଁଶ୍ରୀ (81%) ପ୍ରତିଶତ ନମ୍ବର ରଖି ସାରା ଓଡ଼ିଶାରେ ପ୍ରଥମ ଦଶ ଜଣ ମଧ୍ୟରେ ସ୍ଥାନ ହାସଲ କରି କଳାହାଣ୍ଡି ଜିଲ୍ଲା ମୁଖୀଗୁଡା ସରସ୍ବତୀ ଶିଶୁ ଵିଦ୍ୟା ମନ୍ଦିରପାଇଁ ଗର୍ବ ଗୌରବ ଆଣି ଦେଇଛନ୍ତି । ଇଁରାଜି ଅଧ୍ୟାପକ ଶିଶିର କୁମାର ସାହୁ ଓ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ଧ୍ୟାରାଣୀ ସାହୁଙ୍କ ଝିଅ କୁମାରୀ ଶ୍ରୀୟାଁଶ୍ରୀ ସାହୁ । ଶ୍ରୀୟାଁଶ୍ରୀ ଙ୍କ ଜେଜେମା ଙ୍କ ପ୍ରେରଣାରୁ ଶ୍ରୀୟାଁଶ୍ରୀ ଏ ସ୍ଥାନରେ ପହଞ୍ଚି ପାରିଛନ୍ତି ବୋଲି ଶ୍ରୀୟାଁଶ୍ରୀ ଙ୍କ ପିତା ମାତା ପ୍ରକାଶ କରିଛନ୍ତି । ଏତଦବ୍ୟତୀତ ଝିଅ ର କଠିନ ଅଧ୍ୟାବସାୟ ଓ ପଢ଼ିବାର ଜିଜ୍ଞାସା ଆଜି ତାଙ୍କ ଝିଅ କୁ ଅତି ଉଚ୍ଚରେ ରଖିଛି ବୋଲି ଅଭିଭାବକ ଖୁସି ବ୍ୟକ୍ତ କରିଛନ୍ତି ।

ଆଗକୁ ମଧ୍ୟ ଏଭଳି ଉଚ୍ଚ ସ୍ଥାନ ହାସଲ କରି ଭବିଷ୍ୟତ ରେ ଏକ ସୁନାଗରିକ ହୋଇ ଗଢି ଉଠିବେ ବୋଲି ଆଶା ରଖିଛନ୍ତି । ପଢୁଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଶିକ୍ଷକ ଏବଂ ଶ୍ରେଣୀ ଶିକ୍ଷୟତ୍ରୀ ଙ୍କ ସମେତ ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାଙ୍କ ଭୂମିକା ବହୁତ ରହିଛି । ଛାତ୍ରୀ ଶ୍ରୀୟାଁଶ୍ରୀଙ୍କୁ ବିଦ୍ୟାଳୟ ଠାରେ ଶିକ୍ଷକଶିକ୍ଷୟତ୍ରୀ ଓ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଭିନନ୍ଦନ ଜ୍ଞାପନ କରିଥିଲେ । କୁମାରୀ ଶ୍ରୀୟାଁଶ୍ରୀ ସାହୁ (81%) ପ୍ରତିଶତ ନମ୍ବର ରଖି– ନିଜ ଗ୍ରାମ ମ. ରାମପୁର ,ତଳ ସାଗରପଡା ପାଇଁ ଗର୍ବ ଗୌରବ ଆଣି ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version