• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନେହେରୁ ଯୁବ ପ୍ରତିଷ୍ଠାନର ୫୦ତମ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 3, 2022
in ଓଡ଼ିଶା, ମହାନଗର, ହୋମ୍
0
ନେହେରୁ ଯୁବ ପ୍ରତିଷ୍ଠାନର ୫୦ତମ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୨ ମଇ ସୋମବାର / ଭୁବନେଶ୍ୱର :- ରାଜ୍ୟର ଅଗ୍ରଣୀ ଯୁବ ଓ ସାଂସ୍କୃତିକ ଅନୁଷ୍ଠାନ ନେହେରୁ ଯୁବ ପ୍ରତିଷ୍ଠାନ ୫୦ତମ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଅନୁଷ୍ଠାନ ପରିସରରେ ପାଳିତ ହୋଇଯାଇଛି । ଏଥିପୂର୍ବରୁ ୨୮ତାରିଖରୁ ମେ ୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ୨୮ତାରିଖରେ ଅନୁଷ୍ଠାନର ପ୍ରତିଷ୍ଠାତା ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ବୈକୁଣ୍ଠ ନାଥ ମିଶ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ, ସନ୍ଧ୍ୟାରେ ସପ୍ତମ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା । ସେହିପରି୨୯ ତାରିଖ ଏଏସ୍‌ଜି ଓ ସିୱାଇପିଓଟି ଦ୍ୱାରା ଚକ୍ଷୁ, ମଧୁମେହ, ରକ୍ତ ପରୀକ୍ଷଣ, ଦନ୍ତ, ଇସିଜିଂ ମାଗଣାରେ ଅନୁଷ୍ଠିତ ହୋଇଥିଲା । ୩୦ ତାରିଖରେ ନମୋଃ ସହଯୋଗରେ ନୂଆଗାଁସ୍ଥ ଶ୍ରୀକୃଷ୍ଣ ଆନନ୍ଦ ବୃଦ୍ଧାଶ୍ରମଠାରେ ଆନନ୍ଦ ଉତ୍ସବର ଏକ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା । ମେ ୧ ତାରିଖ ଅପରାହ୍ନରେ ନେହେରୁ ଯୁବ ପ୍ରତିଷ୍ଠାନ ପରିସରରେ ମହିଳା ଓ ଛାତ୍ରୀମାନଙ୍କ ମଧ୍ୟରେ ଫୁଲଗୁନ୍ଥା ପ୍ରତିଯୋଗିତା ହୋଇଥିଲା ।

୨ ତାରିଖ ଅପରାହ୍ନରେ ସାଥୀ ଅନୁଷ୍ଠାନ ପକ୍ଷରୁ ଅଭିଜ୍ଞ ଡ଼ାକ୍ତରମାନଙ୍କ ଦ୍ୱାରା ୨୦ ଟଙ୍କାରେ ଡ଼ାକ୍ତରୀ ପରାମର୍ଶ ଦିଆଯାଇଥିଲା ଓ ପଞ୍ଜିକରଣ କରିଥିବା ବ୍ୟକ୍ତିବିଶେଷ ମାନେ ରିହାତି ମୂଲ୍ୟରେ ଔଷଧ କ୍ରୟ କରିପାରିବେ । ଅପରାହ୍ନ ୪ଟାରେ କୁନି କୁନି ପିଲାମାନଙ୍କ ମଧ୍ୟରେ ଆଧୁନିକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ । ସନ୍ଧ୍ୟାରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ଖ୍ୟାତିସମ୍ପନ୍ନ ବ୍ୟକ୍ତିବିଶେଷ, ବିଶିଷ୍ଟ ସାହିତ୍ୟିକ ଶ୍ରୀ ଅସିମ ମହାନ୍ତି, ରାଷ୍ଟ୍ରୀୟ ଲୋକସେବକ ମଣ୍ଡଳର ସମ୍ପାଦକ ଡଃ ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ, ଡ଼ିଏଭି ଓଡ଼ିଶା ଶାଖା ଆଞ୍ଚଳିକ ନିର୍ଦ୍ଦେଶକ ଡଃ କେଶବ ଚନ୍ଦ୍ର ଶତପଥୀ, ଯୁବ ସାହସିକତା ପାଇଁ ଚିତ୍ତ ରଞ୍ଜନ ପ୍ରଧାନଙ୍କୁ ଅତିଥିମାନେ ମାନେ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।  ଏହାପରେ କୃତି ନୃତ୍ୟ ପ୍ରତିଯୋଗୀମାନଙ୍କୁ ମଧ୍ୟ ଅତିଥିମାନେ ସମ୍ମାନିତ କରିଥିଲେ ।

ଏହି ଉତ୍ସବରେ ଅତିଥି ଭାବେ ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ମେୟର ଶ୍ରୀମତୀ ସୁଲୋଚନା ଦାସ ଏବଂ ସ୍ଥାନୀୟ କର୍ପୋରେଟର ଶ୍ରୀମତୀ ପୁଷ୍ପା ରାଉତ ପ୍ରମୁଖ ଯୋଗଦେଇ ନେହେରୁ ଯୁବ ପତିଷ୍ଠାନ ରାଜ୍ୟର ସର୍ବ ପୁରାତନ ଅନୁଷ୍ଠାନ ହୋଇ ବହୁ ଜନହିତକର କାର୍ଯ୍ୟ ଜନସାଧାରଣଙ୍କ ମଧ୍ୟରେ ଆଦୃତ୍ତ ହୋଇ ଆଜି ୫୦ ବର୍ଷରେ ପଦାର୍ପଣ କରି ସୁବର୍ଣ୍ଣ ଜୟନ୍ତୀ ପାଳନ କରିଥିବାରୁ ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେବା ସଙ୍ଗେ ସଙ୍ଗେ ଅନୁଷ୍ଠାନର ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ । ଏହି ମଞ୍ଚରେ ବରିଷ୍ଠ ସଂଯୋଜକ ସୁରେନ୍ଦ୍ର ସାହୁ, ଉପସଭାପତି ସଞ୍ଜୀବ ସାହୁ ଉପସ୍ଥିତ ଥିଲେ । ମିନତୀ ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ଅନୁଷ୍ଠାନର ସଭାପତି ଶ୍ରୀ ଶହଦେବ ଜୟସିଂ ସଭାପତିତ୍ୱ କରିଥିବା ବେଳେ ଆଶୀଷ ବେବର୍ତ୍ତା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସମ୍ପାଦିକା ସୁମିତ୍ରା ତ୍ରିପାଠୀ ଅନୁଷ୍ଠାନର ୫୦ବର୍ଷର ଇତିବୃତ୍ତି ବର୍ଣ୍ଣନା କରିଥିଲେ । ଶେଷରେ ଯୁଗ୍ମ ସମ୍ପାଦକ ସୁଦୀପ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଉମେଶ ନନ୍ଦଙ୍କ ସଂଯୋଜନା ଓ ଅସୀମ ଜେନା, ଲିଲିପ୍ତା ମହାପାତ୍ର, ମଞ୍ଜୁ ନନ୍ଦ ପ୍ରମୁଖଙ୍କ ସହଯୋଗରେ ଉତ୍ସବଟି ବେଶ୍ ସଫଳ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version