• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ଶ୍ରୀଜଗନ୍ନାଥଙ୍କ ଅକ୍ଷୟ ତୃତୀୟାରେ ୩ ରଥର କାଠ ଅନୁକୂଳ : ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
May 4, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ଶ୍ରୀଜଗନ୍ନାଥଙ୍କ ଅକ୍ଷୟ ତୃତୀୟାରେ ୩ ରଥର କାଠ ଅନୁକୂଳ : ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା ଆରମ୍ଭ
Share on FacebookShare on TwitterWhatsapp

ରଣପୁର : ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ, ଶ୍ରୀମନ୍ଦିରରୁ ଆଜ୍ଞାମାଳ ରଥଖଳା ବିଜେ ପରେ ହେଲା ଅନୁକୂଳ ,ସ୍ତୋତ୍ରିୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀ ମଧ୍ୟରେ ରଥ ନିର୍ମାଣ ଅନୁକୂଳ, ସୁନା ଓ ରୁପା କୁରାଢ଼ି ଛୁଆଁଇ ଅନୁକୂଳ ହେଲା ରଥ ନିର୍ମାଣ,ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ପରମ୍ପରା,

ଓଡ଼ିଶା ତାଜା ନ୍ୟୁଜ୍ /୦୩ ମଇ ମଙ୍ଗଳବାର / ରଣପୁର :- ରଣପୁର ଶ୍ରୀଜଗନ୍ନାଥଙ୍କ ଅକ୍ଷୟ ତୃତୀୟାରେ ୩ ରଥର କାଠ ଅନୁକୂଳ ହୋଇଛି । ୨ ବର୍ଷ ହେଲା କରୋନା ଯୋଗୁ ମନ୍ଦିରରେ ରଥକାଠ ଅନୁକୂଳ ହୋଇ ନଥିବା ବେଳେ ଚଳିତ ବର୍ଷ ପରମ୍ପରା ଅନୁଯାୟୀ ମନ୍ଦିର ସମ୍ମୁଖରେ ରଥକାଠ ଅନୁକୂଳ ହେବା ସହ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା । ପୁରୀ ଶ୍ରୀମନ୍ଦିର ନୀତି ଭଳି ଏଠାରେ ସମସ୍ତ ନୀତି କରାଯାଇଥିଲା ।

ଅକ୍ଷୟ ତୃତୀୟାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥଯାତ୍ରା ପାଇଁ ରଥ କାଠ ଅନୂକୂଳ ପରେ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ସମ୍ମୁଖରେ ପଞ୍ଚୁ ମହାଦେବଙ୍କ ଆଗମନ ପରେ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ମଦନମୋହନ ଏକ ସୁସଜ୍ଜିତ ବିମାନରେ ବାହାରି ଥିଲେ । ରାଜପୁରୋହିତଙ୍କର ପୂଜା ପାଠ ପରେ ୩ ରଥର କାଠକୁ ଅନୁକୂଳ କରାଯାଇଛି ।

୩ ରଥର ମୁଖ୍ୟ ମହାରଣା କବିରାଜ ମହାରଣାଙ୍କ ନେତୃତ୍ବରେ ଏହି କାର୍ଯ୍ୟ ସମ୍ପନ୍ନ ହୋଇଛି । ପୂଜା ପରେ ପଞ୍ଚୁ ମହାଦେବଙ୍କ ସହ ମଦନମୋହନ ଚନ୍ଦନ ପୋଖରୀକୁ ଚାପ ଖେଳିବାକୁ ଯାଇଥିଲେ । ବାହାରେ ୨୧ ଦିନ ଚନ୍ଦନ ଯାତ୍ରା ପରେ ମନ୍ଦିର ପରିସରରେ ୨୧ ଦିନ ଚନ୍ଦନ ଯାତ୍ରା ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ଅଭାଦା ଭାରତ ଉଦୟ ଯାତ୍ରାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଯୋଗଦାନ; ଓଡ଼ିଶାର ନବୀକରଣଯୋଗ୍ୟ ଶକ୍ତି ଆକାଂକ୍ଷାକୁ ପୁନଃସୁଦୃଢ କଲା

ଭୁବନେଶ୍ୱରରେ ଅଭାଦା ଭାରତ ଉଦୟ ଯାତ୍ରାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଯୋଗଦାନ; ଓଡ଼ିଶାର ନବୀକରଣଯୋଗ୍ୟ ଶକ୍ତି ଆକାଂକ୍ଷାକୁ ପୁନଃସୁଦୃଢ କଲା

June 7, 2026
ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

June 7, 2026
୮ଟି ନାଟ ଗୋଡରେ କନ୍ଦର୍ପ ରୂପ ଖୋଦେଇ ଜାରୀ

୮ଟି ନାଟ ଗୋଡରେ କନ୍ଦର୍ପ ରୂପ ଖୋଦେଇ ଜାରୀ

June 7, 2026
ଶ୍ରୀ ଜଗନ୍ନାଥ ମନ୍ଦିର ପାଇଁ ଅନଲାଇନ୍ ଦାନ ସୁବିଧା ଓ ନୂତନ ଫିଜିଟାଲ୍ ଶାଖାର ଶୁଭାରମ୍ଭ ସହ ବ୍ୟାଙ୍କ ଅଫ୍ ବରୋଦାର ଓଡ଼ିଶାରେ ଉପସ୍ଥିତି ଆହୁରି ସୁଦୃଢ଼

ଶ୍ରୀ ଜଗନ୍ନାଥ ମନ୍ଦିର ପାଇଁ ଅନଲାଇନ୍ ଦାନ ସୁବିଧା ଓ ନୂତନ ଫିଜିଟାଲ୍ ଶାଖାର ଶୁଭାରମ୍ଭ ସହ ବ୍ୟାଙ୍କ ଅଫ୍ ବରୋଦାର ଓଡ଼ିଶାରେ ଉପସ୍ଥିତି ଆହୁରି ସୁଦୃଢ଼

June 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ଅଭାଦା ଭାରତ ଉଦୟ ଯାତ୍ରାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଯୋଗଦାନ; ଓଡ଼ିଶାର ନବୀକରଣଯୋଗ୍ୟ ଶକ୍ତି ଆକାଂକ୍ଷାକୁ ପୁନଃସୁଦୃଢ କଲା

ଭୁବନେଶ୍ୱରରେ ଅଭାଦା ଭାରତ ଉଦୟ ଯାତ୍ରାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଯୋଗଦାନ; ଓଡ଼ିଶାର ନବୀକରଣଯୋଗ୍ୟ ଶକ୍ତି ଆକାଂକ୍ଷାକୁ ପୁନଃସୁଦୃଢ କଲା

June 7, 2026
ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

June 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version