• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗ୍ରାମାଂଚଳରେ ଅନ୍‌ଲାଇନ ପାଠପଢାରୁ ବଂଚିତ ହେଉଛନ୍ତି ଶିକ୍ଷାର୍ଥୀ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 13, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଗ୍ରାମାଂଚଳରେ ଅନ୍‌ଲାଇନ ପାଠପଢାରୁ ବଂଚିତ ହେଉଛନ୍ତି ଶିକ୍ଷାର୍ଥୀ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ହିଞ୍ଜିଳିକାଟୁ ,ରିପୋର୍ଟ ,ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ ) ଗ୍ରାମାଂଚଳରେ ଅନ୍‌ଲାଇନ ପାଠପଢାରୁ ବଂଚିତ ହେଉଛନ୍ତି ଶିକ୍ଷାର୍ଥୀ ,୧୩ ମଇ, ବୁଧବାର : – ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ । କରୋନା ଯେ କେବଳ ସ୍ୱାସ୍ଥ୍ୟ ଓ ଅତଁନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି ତାହା ନୁହେଁ ଶିକ୍ଷା ବ୍ୟବସ୍ଥା ଉପରେ ମଧ୍ୟ ଏହାର ପ୍ରତ୍ୟକ୍ଷ ପ୍ରଭାବ ପଡ଼ିଛି । ଏଥିରୁ ବାଦ୍ ପଡ଼ିନାହିଁ ଆମ ଦେଶ କି ଆମ ରାଜ୍ୟ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଉଚ୍ଚ ଶିକ୍ଷା ସକାଶେ ଶିକ୍ଷାବର୍ଷ ଆରମ୍ଭ ସେପ୍ଟମ୍ବର ମାସରୁ ଆରମ୍ଭ କରିବାକୁ ଦିଆଯାଇଥିବା ପ୍ରସ୍ତାବକୁ ରାଜ୍ୟ ସରକାର ମୋହର ମାରିଛନ୍ତି । ଅନ୍ୟପକ୍ଷରେ କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହିତ କରିବା ପାଇଁ ସ୍କୁଲ, କଲେଜର ବାର୍ଷିକ ପରୀକ୍ଷା ସ୍ଥଗିତ ରଖାଯାଇଥିବା ବେଳେ, ସୁରକ୍ଷା ଦୃଷ୍ଟିରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଆସନ୍ତା ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି ।

ସଂକ୍ରମିତ ଅଂଚଳରୁ ପ୍ରବାସୀ ମାନେ ଓଡ଼ିଶା ରାଜ୍ୟକୁ ଫେରୁଥିବା ଯୋଗୁଁ ଦିନକୁ ଦିନ ଓଡ଼ିଶାରେ କରୋନା ଭୁତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବୁଧବାର ସୁଦ୍ଧା ଓଡ଼ିଶାରେ ସଂକ୍ରମିତଙ୍କ ସଂଖ୍ୟା ୫୩୮ରେ ପଂହଚି ଥିବା ବେଳେ ୧୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରେ କରୋନା ଭୁତାଣୁ ସଂକ୍ରମଣରେ ୨୧୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ଏହି ସ୍ଥିତିରେ ୨୦୨୦-୨୧ ଶିକ୍ଷାବର୍ଷରେ ମାଧ୍ୟାମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୧୦ମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ଦେବାକୁ ଥିବା ଶିକ୍ଷାର୍ଥୀ ପାଠପଢାକୁ ନେଇ ଆଶା ଓ ଆଶଙ୍କାରେ ସମୟ କାଟୁଛନ୍ତି । ଦିନକୁ ଦିନ କରୋନା ଭୁତାଣୁ ନିଜର କାୟା ବିସ୍ତାର କରି ଚାଲିଥିବା ବେଳେ ବିଦ୍ୟାଳୟ କେବେ ଖୋଲିବ ସେ ନେଇ ଶିକ୍ଷାର୍ଥୀ ଓ ଅଭିଭାବକ ଚିନ୍ତାରେ ରହିଛନ୍ତି ।

ଅନ୍ୟପକ୍ଷରେ କରୋନା ଯୋଗୁଁ ଟିୟୁସନ୍ ମଧ୍ୟ ଖୋଲାଯାଉ ନାହିଁ, ଟିୟୁସନ ଖୋଲିଥିଲେ ମଧ୍ୟ ଶିକ୍ଷାର୍ଥୀ ମାନେ ଟିୟୁସନରେ ଶିକ୍ଷା ଅଧ୍ୟୟନ କରି କିଛିଟା ଜ୍ଞାନ ଆହରଣ କରି ପାରିଥାନ୍ତେ । କିଭଳି ପାଠ ପଢିବେ ଓ ୧୦ମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ଭଲ ନମ୍ବର ରଖି କିଭଳି ଉତୀର୍ଣ୍ଣ ହେବେ ସେ ନେଇ ଉଭୟ ଶିକ୍ଷାର୍ଥୀ ଓ ଅଭିଭାବକ ଚିନ୍ତା ପ୍ରକଟ କରିଛନ୍ତି । ପୂର୍ବ ନତଦ୍‌ର୍ଧାରିତ ସୂଚନା ପ୍ରକାରେ ବିଦ୍ୟାଳୟ ଗୁଡ଼ିକ ଆସନ୍ତା ଜନ୍ ୧୭ ତାରିଖରେ ଖୋଲିବ ନା ଉଚ୍ଚ ଶିକ୍ଷା ବିଭାଗ ସହିତ ମିଶି ସେପ୍ଟମ୍ବର ମାସରୁ ଶିକ୍ଷାବର୍ଷ ଆରମ୍ଭ ହେବ ସେମାନଙ୍କ ପାଇଁ ଜାଣିବା ମୁସ୍କିଲ ହୋଇ ପଡ଼ିଛି । ଏଭଳି ପରିସ୍ଥିତିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଦ୍ୟାଳୟ ଖୋଲିବା ନେଇ କି ପଦକ୍ଷେପ ଗ୍ରହଣ କରିବେ ତାହାକୁ ନେଇ ଶିକ୍ଷାର୍ଥୀ ମାନେ ଚାତକ ପରି ଚାହିଁ ରହିଛନ୍ତି । ଶିକ୍ଷାର୍ଥୀଙ୍କ ଭବିଷ୍ୟତ ଗଠନ ପାଇଁ ୧୦ମ ଶ୍ରେଣୀ ପାଠପଢା ଓ ପରୀକ୍ଷା ଫଳାଫଳ ସବୁଠାରୁ ଗୁରୁତ୍ୱପୁର୍ଣ୍ଣ ଭୂମିକା ରହିଥାଏ । ଏଥିସକାଶେ ଶିକ୍ଷାର୍ଥୀଙ୍କ ସମେତ ଅଭିଭାବକ. ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା ବିଭାଗ ସମସ୍ତେ ଯତ୍ନବାନ ଓ ତତ୍ପର ହୋଇଥାନ୍ତି ।

ଳ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ କରୋନାର ଅଶୁଭ ଦୃଷ୍ଟି ଶିକ୍ଷା ବ୍ୟବସ୍ଥା ଉପରେ ପଡ଼ିଛି । ଗୋଟାଏ ପଟେ କରୋନା ମୁକାବିଲା ବେଳେ ୧୦ମ ଶ୍ରେଣୀ ପାଠ୍ୟ ପୁସ୍ତକ ପରିବର୍ତନ ଶିକ୍ଷାର୍ଥୀଙ୍କ ସମେତ ଅଭିଭାବକ. ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବର୍ତମାନ ସୁଦ୍ଧା ନୂତନ ପାଠ୍ୟ ପୁସ୍ତକ ଉପଲବ୍ଧ ହୋଇନଥିବା ବେଳେ ତାହା କେବେ ଉପଲବ୍ଧ ହେବ ତାହା ମଧ୍ୟ ସଠିକ୍ ଭାବେ କହିହେବ ନାହିଁ । ଉପୋରକ୍ତ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଦୂରଦର୍ଶନ ମାଧ୍ୟମରେ ସୋମବାର ଠାରୁ ଶୁକ୍ରବାର ପ୍ରତ୍ୟେହ ସକାଳ ୧୧ ଟାରୁ ୧୨ ଟା ଏବଂ ଅପରାହ୍ନ ସାଢେ ୩ ରୁ ସାଢେ ୪ ପର୍ଯ୍ୟନ୍ତ ବିଭିନ୍ନ ବିଷୟ ଉପରେ ପାଠପଢା ସାଙ୍ଗକୁ ସ୍ମାର୍ଟ ମୋବାଇଲ ସେତୁ ସଫ୍ଟୱେର ମାଧ୍ୟମରେ ମଧ୍ୟ ଶିକ୍ଷାର୍ଥୀ ମାନେ ଘରେ ରହି ଶିକ୍ଷା ଅଧ୍ୟୟନ କରିପାରିବେ ବୋଲି ବ୍ୟବସ୍ଥା କରାଯାଇଛି । ତେବେ ଗ୍ରାମାଂଚଳର ଶିକ୍ଷାର୍ଥୀ ମାନେ ଏହି ସୁବିଧାରୁ ବଂଚିତ ହେଉଛନ୍ତି ।

ବାରମ୍ବା ଅଘୋଷିତ ବିଦ୍ୟୁତ୍ କାଟ ସାଙ୍ଗକୁ ସମସ୍ତ ଶିକ୍ଷାର୍ଥୀଙ୍କ ନିକଟରେ ସ୍ମାର୍ଟ ମୋବାଇଲ ନଥିବାରୁ ଶିକ୍ଷା ଅଧ୍ୟୟନ କରିବା କଷ୍ଟକର ହୋଇପଡ଼ିଛି ବୋଲି ବହୁ ଗ୍ରାମାଂଚଳର ଶିକ୍ଷାର୍ଥୀ କହିଛନ୍ତି । ଏପରିକି ପୁରୁଣା ପାଠ୍ୟ ପୁସ୍ତକ ହୋଇଥିଲେ ଗତବର୍ଷ ୧୦ମ ଶ୍ରେଣୀ ପରୀକ୍ଷା ଦେଇ ସାରିଥିବା ବନ୍ଧୁଙ୍କ ଠାରୁ ମାଗି ଆଣି ଅଧ୍ୟୟନ କରିବାର ସୁଯୋଗ ମିଳି ପାରିଥାନ୍ତା । ଏଦିଗରେ ଶିକ୍ଷା ବିଭାଗ ଓ ରାଜ୍ୟ ସରକାର ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ହିଞ୍ଜିଳିକାଟୁ ବ୍ଳକ ଅଧିନସ୍ଥ ବହୁ ଗ୍ରାମାଂଚଳର ଶିକ୍ଷାର୍ଥୀ ଓ ଅଭିଭାବକ ମାନେ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version