• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟରେ ଆଜି ୭୩ଜଣ କରୋନା ପଜିଟିଭ୍ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ଛୁଇଁଛି ।

Proprietor Abhimanyu Maharana by Proprietor Abhimanyu Maharana
May 14, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ରାଜ୍ୟରେ ଆଜି ୭୩ଜଣ କରୋନା ପଜିଟିଭ୍ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ଛୁଇଁଛି ।
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୧୪ ମଇ, ଗୁରୁବାର :- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ଛୁଇଁଛି । ଆଜି ସକାଳେ ୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜିର ଏହି ୭୩ଜଣ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩, ଯାଜପୁରରୁ ୧୭, ଗଞ୍ଜାମରୁ ୪୩, ସୁନ୍ଦରଗଡ଼ ୨, ଭଦ୍ରକରୁ ୯ । ଖୋର୍ଦ୍ଧାର ୩ଜଣ ସମସ୍ତେ ସୁରଟ୍ ଫେରନ୍ତା ଓ ସେମାନେ ସମସ୍ତେ କ୍ୱାରେଣ୍ଟାଇନରେ ଅଛନ୍ତି । ଗଞ୍ଜାମରେ ୪୩ଜଣ ଯାକଙ୍କ ସୁରଟ୍ ଫେରନ୍ତା ଓ କ୍ୱାରେଣ୍ଟାଇନ ସେଣ୍ଟରେ ଅଛନ୍ତି । ସୁନ୍ଦରଗଡ଼ରୁ ୨ଜଣ କଣ୍ଟେନ୍ମେଣ୍ଟ୍ ଜୋନ୍ ଅଚଂଳର ।

ଭଦ୍ରକର ୯ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଅଛନ୍ତି । ସେମାନଙ୍କ ଭିତରୁ ୫ଜଣ ସୁରଟ୍ ଫେରନ୍ତା । ୩ଜଣ ପଶ୍ଚିମବଙ୍ଗ ଫେରନ୍ତା ଓ ଜଣେ କର୍ଣ୍ଣାଟକ ଫେରନ୍ତା । ସୁନ୍ଦରଗଡ଼ ଚିହ୍ନଟ ହୋଇଥିବା ୨ଜଣ ଚିହ୍ନଟ ହୋଇଥିବା ଘଟଣା ଚିନ୍ତାର କାରଣ ହୋଇଛି । ଏମାନେ କଣ୍ଟେନ୍ମେଣ୍ଟ୍ ଜୋନ୍ ଅଂଚଳର ଏମାନଙ୍କର ଟ୍ରାଭେଲ୍ ହିଷ୍ଟ୍ରି ନାହିଁ । ଯାଜପୁରର ୧୭ଜଣ ସମସ୍ତେ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା କ୍ୱାରେଣ୍ଟାଇନ୍ ସେଣ୍ଟରରେ ଅଛନ୍ତି ।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୪୩ଜଣ ସୁସ୍ଥ ହୋଇଛନ୍ତି । ୩ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୪୬୫ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version