• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଯାତ୍ରୀବାହୀ ବସ୍ ପଛକୁ ଧକ୍କା ଦେଲା ଆମ୍ବ ବୋଝେଇ ମିନି ଟ୍ରକ, ୨ ଗୁରୁତର – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 14, 2020
in Uncategorized, ଓଡ଼ିଶା, ହୋମ୍
0
ଯାତ୍ରୀବାହୀ ବସ୍ ପଛକୁ ଧକ୍କା ଦେଲା ଆମ୍ବ ବୋଝେଇ ମିନି ଟ୍ରକ, ୨ ଗୁରୁତର – ହିଞ୍ଜିଳିକାଟୁ

??????

Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ହିଞ୍ଜିଳିକାଟୁ ,ରିପୋର୍ଟ ,ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ ) ୧୪ ମଇ, ଗୁରୁବାର : – ଗୁରୁବାର ଭୋର ପ୍ରାୟ ସାଢେ ୩ଘଂଟା ସମୟରେ ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟସ୍ଥ ପେଟ୍ରୋଲ ପମ୍ପ ସମ୍ମୁଖ ୫୯ନଂ ଜାତୀୟ ରାଜପଥ ଉପରେ ଏକ ଘରୋଇ ଯାତ୍ରୀବାହୀ ବସ୍ କାମଧେନୁ (ଓଆର୦୭ୟୁ ୧୪୪୭)ପଛକୁ ଏକ ଆମ୍ବ ବୋଝେଇ ମିନି ଟ୍ରକ (ଓଡ଼ି୧୨ଏ ୫୨୧୪)ଧକ୍କା ଦେବା ଫଳରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହେଲେ ମିନି ଟ୍ରକ ଚାଳକ ଫୁଲବାଣୀ ଅଂଚଳର ସୂର୍ଯ୍ୟକାନ୍ତ ଭୋଇ (୨୬) ଓ ସହଯୋଗୀ ସନ୍ତୋଷ ପାତ୍ର (୩୬) । ଖବର ପାଇ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଘଟଣଶ ସ୍ଥଳରେ ପଂହଚି ଆହତ ଦ୍ୱୟଙ୍କୁ ଉଦ୍ଧାର କରି ଚିକିିତ୍ସା ସକାଶେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଥିଲେ ।

ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ସକାଶେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ପୁଲିସ ଦୂର୍ଘଟଣା ସ୍ଥଳରେ ପଂହଚି ଦୂର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି । ପ୍ରକାଶ ଯେ, ଏକ ଘରୋଇ ଯାତ୍ରୀବାହୀ ବସ ବ୍ରହ୍ମପୁର ଠାରୁ ଫେରନ୍ତା ପ୍ରବାସୀଙ୍କୁ ନେଇ ବେଲଗୁଣ୍ଠା ଅଂଚଳରେ ଓହ୍ଲାଇ ଫେରିବା ବେଳେ ପୋଚିଲିମା ଛକ ନିକଟରେ ବସକୁ ରାସ୍ତା ପ୍ୱାଶ୍ୱର୍ର ରଖି ଶୌଚ କରିବାକୁ ଯାଇଥିଲେ । ଉକ୍ତ ସମୟରେ ଫୁଲବାଣୀ ଠାରୁ ଆମ୍ବ ବୋଝେଇ କରି ବ୍ରହ୍ମପୁର ଅଭିମୂଖେ ଯାଉଥିବା ଏକ ମିନିଟ୍ରକ ଆସି ବସ ପଛକୁ ଧକ୍କା ଦେଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version