• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନିଦିନରେ ରଥର ୪୨ଟି ତୁମ୍ ବକାମ ଶେଷ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
May 9, 2022
in ଓଡ଼ିଶା, ପଂଚାୟତ ନିର୍ବାଚନ, ହୋମ୍
0
ତିନିଦିନରେ ରଥର ୪୨ଟି ତୁମ୍ ବକାମ ଶେଷ ହୋଇଛି
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ୍ /୦୮ ମଇ ରବିବାର/ ପୁରୀ :- ମହାପ୍ରଭୁଙ୍କ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ଆଜି ଚତୁର୍ଥ ଦିନରେ ତୁମ୍ବ ବୋଳା କାମ । ଜାରି ରହିଛି କରତ ସେବକମାନେ ରଥ ଅମିନଙ୍କ ନିର୍ଦ୍ଦେଶକ୍ରମେ କାଠକୁ ତୁମ୍ବ ମାପରେ ଗ କରି ତିନି ରଥର ମୁଖ୍ୟ ମହାରଣା ସେବକଙ୍କୁ ଯୋଗାଇ ଦେବା ପରେ ଏଥିରୁ ତୁମ୍ବ ବୋଳା କାମ ଶେଷ ହୋଇଛି । ତିନି ରଥର ୪୨ଟି ତୁମ୍ବ ପାଇଁ ୪୨ଟି କାଠ ଗଣ୍ଠି ଆବଶ୍ୟକ ଥିବାବେଳେ ଏଥିରୁ ୩୦ଟି କାଠ ଗଣ୍ଠି କରତି ସେବକମାନେ ମହାରଣା ସେବକଙ୍କୁ ଯୋଗାଇ ଦେଇଥିଲେ । ୩୦ଟି କାଠ ଗଣ୍ଡିରୁ ୩୦ଟି ତୁମ୍ବ ବୋଳା ଶେଷ ହୋଇଛି ।

ବାରିସିରେ ହାଣି ସାଇଜ୍ କରାଯାଇଛି । ୩୦ଟି ତୁମ୍ବରୁ ନନ୍ଦିଘୋଷ ରଥର ୧୨ଟି, ତାଳଧ୍ଵଜର ରଥର ୧୦ଟି ତୁମ୍ଭ ପାଇଁ କଟକ ସ’ ମିଲ୍‌ରୁ ୧୨ଟି ଫାସି କାଠ ଆସି ପହଞ୍ଚିଛି ରବିବାର କାଠକୁ ତୁମ୍ବ ମାଘରେ କାଟି କରତି ସେବକମାନେ ଯୋଗାଇଦେବା ପରେ ତୁମ୍ବ ବୋଳା କାମ ଆରମ୍ଭ ହେବ ବୋଲି ଜଣାପଡ଼ିଛି ସେପଟେ ଦୋଳବେଦି ଅସ୍ଥାୟୀ କମାରଶାଳରେ ଓଝା ସେବକମାନ କଣ୍ଟା ନିର୍ମାଣ କାମ ଜାରି ରଖିଛନ୍ତି । ଆଜି ବି ଅରକଣ୍ଟା ତିଆରି କାମ ଜାଗି ରହିଛି । ଆଜି ବି ରଥ ନିର୍ମାଣରେ ମହାରଣା, ଭୋଇ, ଓଝା, କରତି ପ୍ରମୁଖ ସେବକଙ୍କୁ ମିଶାଇ ୬୯ଜଣ କାମ କରୁଥିଲେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version