• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୯୭୨ ମସିହା ମାଟ୍ରିକ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ : ଉତ୍କଳମଣି ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

Proprietor Abhimanyu Maharana by Proprietor Abhimanyu Maharana
May 9, 2022
in ଓଡ଼ିଶା, କଟକ, ହୋମ୍
0
୧୯୭୨ ମସିହା ମାଟ୍ରିକ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ : ଉତ୍କଳମଣି ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
Share on FacebookShare on TwitterWhatsapp

” ଗୋପବନ୍ଧୁ ଦାସ ଥିଲେ ଜଣେ ଦରଦୀ ମଣିଷ “

ଓଡ଼ିଶା ତାଜା ନ୍ୟୁଜ୍ /୦୯ ମଇ ସୋମବାର/କଟକ :- କଟକ ସଦର ବ୍ଲକ ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ସିଦ୍ଧେଶ୍ଵରପୁର ସ୍ଥିତ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ପ୍ରଣେତା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ନାମରେ ନାମିତ ଗୋପାଳ ସ୍ମୃତି ବିଦ୍ୟାପୀଠର ୧୯୭୨ ମସିହା ମାଟ୍ରିକ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି । ଏହି ଅବସରରେ ସ୍କୁଲ ପରିସରରେ ” ମୋ ସ୍କୁଲ ଅଭିଯାନ ” ରେ ଏକ ପାର୍କ ନିର୍ମାଣ କରାଯାଇ ଉକ୍ତ ପାର୍କରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତି ଲୋକସେବକ ମଣ୍ଡଳ ଓଡ଼ିଶା ଶାଖା ଅଧକ୍ଷ ନିରଞ୍ଜନ ରଥଙ୍କ ଦ୍ଵାରା ଉଦ୍ଘାଟିତ ହୋଇଯାଇଛି । ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ କମିଟିର ସଭାପତି ରଘୁନାଥ ପୃଷ୍ଟିଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଶ୍ରୀ ରଥ ଛାତ୍ରଛାତ୍ରୀ ମାନଙ୍କୁ ଅନେକ ଶିକ୍ଷଣୀୟ କଥା କହିବା ସହ ଗୋପବନ୍ଧୁ ପ୍ରକୃତରେ ଜଣେ ଦରଦୀ ମଣିଷ ଥିଲେ ବୋଲି କହିଥିଲେ ।

ମୁଖ୍ୟ ବକ୍ତା ଭାବରେ ଆୟକର ବିଭାଗର ଅବସରପ୍ରାପ୍ତ ମୁଖ୍ୟ କମିଶନର ତ୍ରୈଲୋକ୍ୟ ନାଥ ଜେନା ଶିକ୍ଷା ଓ ସାକ୍ଷରତା ବିଷୟରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବରେ କଟକ ଶିକ୍ଷା ଜିଲ୍ଲା ଅଧିକାରୀ କୃଷ୍ଣଚନ୍ଦ୍ର ନାୟକ ଓ ବିଦ୍ୟାପୀଠର ପ୍ରଧାନ ଶିକ୍ଷୟତ୍ରୀ ଜୟଶ୍ରୀ ବିଶ୍ୱାଳ ପ୍ରମୁଖ ଯୋଗଦେଇଥିଲେ । ଏହି ଅବସରରେ ୭୨’ ମସିହା ବ୍ୟାଚ ପକ୍ଷରୁ ଏକ ସ୍ମରଣିକା ” ସ୍ମୃତି ମଞ୍ଜୁଶା ” ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା । ପୁରାତନ ଶିକ୍ଷକ ଆକୁଳ ନନ୍ଦ ମଲ୍ଲିକ ଓ ଧରଣୀଧର ବେହେରା , ପୁରାତନ କର୍ମଚାରୀ ଜଗନ୍ନାଥ ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ସ୍ବେଚ୍ଛାସେବୀ ତପନ ଓଝା ଓ ସାମ୍ବାଦିକ ତାପସ ରାଉତରାୟଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ତତ୍ ସହିତ ସାଧାରଣ ଜ୍ଞାନ ଓ ବକୃତା ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା । ଆସନ୍ତା ୨୦୨୩ ମସିହାରେ ସ୍କୁଲର ୭୫ତମ ବାର୍ଷିକ ଉତ୍ସବ ପାଳନ ନିମନ୍ତେ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ସଭାପତି ଶ୍ରୀ ପୃଷ୍ଟି ସୂଚନା ଦେଇଥିଲେ । ପ୍ରାରମ୍ଭରେ କବି କାଳୀ ପ୍ରସାଦ ମହାପାତ୍ର ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ସମ୍ପାଦକ ରବୀନ୍ଦ୍ର କୁମାର ମିଶ୍ର ବିବରଣୀ ପାଠ କରିଥିଲେ । ଏଥିରେ ସଦର ବ୍ଲକ ପୂର୍ବତନ ଅଧକ୍ଷ ସାଧୁ ଚରଣ ଜେନା , ବାସୁଦେବ ପ୍ରଧାନ , ଅଚ୍ୟୁତାନନ୍ଦ ବୈଶାଖ , ସୁଲୋଚନା ବିଶ୍ୱାଳ, ବଳରାମ ସାହୁ , ନାରାୟଣ ଚନ୍ଦ୍ର ସିହ୍ନୁ ,ବଂଶୀଧର ଲେଙ୍କା , କୈଳାସ ସାହୁ ପ୍ରମୁଖ ସହଯୋଗ କରିଥିବାବେଳେ ଶ୍ରୀକାନ୍ତ ଦତ୍ତ ଧନ୍ୟବାଦ୍ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version