• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକସ୍ତରୀୟ ଜନ ଶୁଣାଣି ଦିବସ : ବାଲିଅନ୍ତା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣି 57 ଟି ଅଭିଯୋଗର ତତ୍କାଳ ଫଇସଲା

Proprietor Abhimanyu Maharana by Proprietor Abhimanyu Maharana
May 9, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବ୍ଲକସ୍ତରୀୟ ଜନ ଶୁଣାଣି ଦିବସ : ବାଲିଅନ୍ତା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣି 57 ଟି ଅଭିଯୋଗର ତତ୍କାଳ ଫଇସଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୯ ମଇ ସୋମବାର/ଭୁବନେଶ୍ୱର :- ଖୋର୍ଦ୍ଧା ଜିଲ୍ଲପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବାଲିଅନ୍ତା ବ୍କକ ଗସ୍ତ କରି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍କକର ବିଭନ୍ନ ଅଂଚଳରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଛନ୍ତି । ଏହି କାର୍ଯ୍ୟକ୍ରମରେ 208 ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ତନ୍ମଧ୍ୟରୁ 202 ଟି ବ୍ୟକ୍ତିଗତ ସମସ୍ୟା ଓ 6 ଟି ସାମୁହିକ ସମସ୍ୟା ସଂପର୍କିତ ଥିଲା । 57ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲାବେଳେ ଅବଶିଷ୍ଟ ଦରଖାସ୍ତ ଗୁଡିକ ସଂପର୍କରେ ତୁରନ୍ତ ଫଇସଲା କରି 15 ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ବିବରଣୀ ପ୍ରଦାନ କରିବାକୁ ଜିଲ୍ଲାପାଳ ସଂପୃକ୍ତ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗୃହୀତ ଅଭିଯୋଗ ଗୁଡିକ ମୁଖ୍ୟତଃ ବ୍ଲକ, ତହସିଲ, ଗ୍ରାମ୍ୟ ଉନ୍ନୟନ , ଶିକ୍ଷା ବିଭାଗ ଓ ପାନୀୟ ଜଳ ଯୋଗାଣ ସଂପର୍କିତ ଥିଲା ।

ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆର୍ଥିକ ସ୍ୱଚ୍ଛଳ ନଥିବା, ଅସହାୟ ତଥା ନିତାନ୍ତ ସହାୟତା ଆବଶ୍ୟକ କରୁଥିବା 46 ଜଣ ହିତାଧିକାରୀଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ମୋଟ 2 ଲକ୍ଷ 29 ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଅବସରରେ 5-ଟି ଅଧିନରେ ରୂପାନ୍ତରୀକରଣ ପରିପ୍ରେକ୍ଷୀରେ 37 ଟି ହାଇସ୍କୁଲକୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା । ପ୍ରାରମ୍ଭରେ ଜିଲ୍ଲାପାଳ ‘ସ୍ୱଚ୍ଛ ଭାରତ ମିଶନ’ ରେ ଆବର୍ଜନା ସଂଗ୍ରହ ପାଇଁ ବ୍ଲକର 16 ଟି ପଂଚାୟତକୁ 16 ଟି ଟ୍ରଲି ଯାନ ବ୍ୟବହାର ପାଇଁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । 2 ଜଣ ଭିନ୍ନକ୍ଷମ ହିତାଧିକାରୀଙ୍କୁ ତିନିଚକିଆ ଯାନ ସହାୟତା ଉପକରଣ ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶ୍ରୀ ମନୋଜ କୁମାର ପାଢୀ, ପ୍ରକଳ୍ପ ନିର୍ଦ୍ଦେଶକ,ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥା, ଶ୍ରୀ ଦିଗନ୍ତ କୁମାର ରାଉତରାୟ, ଉପ ଜିଲ୍ଲାପାଳ, ଭୁବନେଶ୍ୱର ଶ୍ରୀ ଦେବବ୍ରତ ସାହୁ, ତହସିଲଦାର, ବାଲିଅନ୍ତା ଶ୍ରୀ ସରୋଜ କୁମାର ପଣ୍ଡା, ବାଲିଅନ୍ତା ମଣ୍ଡଳ ଉନ୍ନୟନ ଅଧିକାରୀ ଶ୍ରୀ ନାରାୟଣ ଚନ୍ଦ୍ର ନାୟକ, ଏସିପି-ଜୋନ୍-4 ଶ୍ରୀ ପରେଶ କୁମାର ରାଉତଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ । ଏହି ଅଭିଯୋଗ ଶୁଣାଣିରେ ବହୁ ଜନସମାଗମକୁ ଦୃଷ୍ଚିରେ ରଖି ବାଲିଅନ୍ତା ପଂଚାୟତ ସମିତି ଅଧ୍ୟକ୍ଷା, ବିଭିନ୍ନ ଅଂଚଳର ପଂଚାୟତ ସମିତି ସଭ୍ୟ ସଭ୍ୟା, ସରପଂଚମାନେ ଉପସ୍ଥିତ ରହି ଆବଶ୍ୟକ ସହାୟତା କରିଥିଲେ ।

ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉତ୍ତର ଦେଇ ଜିଲ୍ଲାପାଳ ଏଥିପାଇଁ ତଳିଆ ବା ଖାଲୁଆ ଅଂଚଳରେ ବସବାସ କରୁଥିବା ଲୋକମାନଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରିତ କରାଯିବା ନେଇ ବିଡିଓ ଏବଂ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ପ୍ରକାଶ କରିଥିଲେ । କୋଭିଡ୍ କଟକଣା କୋହଳ ହେବା ପରେ ଏହା ଜିଲ୍ଲାରେ ଜିଲ୍ଲାପାଳଙ୍କ 4ର୍ଥ ଓ ବାଲିଅନ୍ତା ବ୍ଲକରେ ପ୍ରଥମ ଜନଶୁଣାଣି ହୋଇଥିବାରୁ ଆଜି ଏଠାକୁ ବହୁ ସଂଖ୍ୟାରେ ଜନସାଧାରଣ ଅଭିଯୋଗ ନେଇ ଆସିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version