No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ /୦୯ ମଇ ସୋମବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମା ରେ ଥିବା ନୂଆଗାଁ ବାବା ବିରୁ ପାଖେଶ୍ୱର୍ ମନ୍ଦିର ନିକଟବର୍ତ୍ତୀ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବାକୁ ଥିବା ସ୍ଥାନ ପରିଦର୍ଶନ କରିଛନ୍ତି ନୟାଗଡ ଜିଲ୍ଲାପାଳ ଡ଼ ପୋମା ଟୁଡୁ। ଏହି ସ୍ଥାନ ରେ ଯାଗା ଚିହ୍ନଟ ହୋଇଥିଲେ ମଧ୍ୟ ଗୃହ ନିର୍ମାଣ ହୋଇପାରିନଥିଲା ।
ତେବେ ଏହି ସ୍ଥାନରେ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ହେବ ବୋଲି ଜଣା ପଡିଛି । ଆଦର୍ଶ ବିଦ୍ୟାଳୟ ପରିଦର୍ଶନ ସମୟରେ ଜିଲ୍ଲାପାଳ ଙ୍କ ସହିତ ଉପ ଜିଲ୍ଲାପାଳ ଲଗ୍ନଜିତ୍ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ,ବିଡ଼ିଓ ପ୍ରମୋଦ କୁମାର ନାୟକ ,ସହକାରୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

No Result
View All Result