No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ /୧୧ ମଇ ବୁଧବାର /ବରଗଡ଼ :- ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ରେ ରବି ଧାନ ସଂଗ୍ରହ ପାଇଁ ଯୋଗାଣ ବିଭାଗ ର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୋଗାଣ ବିଭାଗ ପରିଚାଳନା ନିର୍ଦ୍ଦେଶକ ଶୁଭମ୍ ସକସେନା, ରାଜ୍ୟ ସମବାୟ ସମିତି ର ନିବନ୍ଧକ ଉଦ୍ଧବ ଚନ୍ଦ୍ର ମାଝୀ, ଜିଲ୍ଲାପାଳ ମନୀଷା ବାନାର୍ଜୀ, ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ,

ବରଗଡ଼ ଓ ପଦ୍ମପୁର ଉପ ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ, ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଙ୍କ ଉପସ୍ଥିତି ରେ ଆଲୋଚନା ହୋଇଥିଲା । ଏଥିରେ ଚଳିତ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ଧାନ ସଂଗ୍ରହ ସମୟରେ ଚାଷୀ ଙ୍କ ଯେପରି କୈାଣସି କ୍ଷତି ନହେବ ସେଥିପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏଥିପାଇଁ ମାର୍କେଟ ୟାର୍ଡ ଗୁଡିକ ରେ ପାନୀୟଜଳ, ଆଲୋକର ବ୍ୟବସ୍ଥ…

No Result
View All Result