• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ସରକାର ନାରୀ ସଶକ୍ତିକରଣ ଉପରେ ସବୁବେଳେ ପ୍ରାଧାନ୍ୟ ଦେଇଆସିଛନ୍ତ : ବାଚସ୍ପତି

Proprietor Abhimanyu Maharana by Proprietor Abhimanyu Maharana
May 12, 2022
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ସରକାର ନାରୀ ସଶକ୍ତିକରଣ ଉପରେ ସବୁବେଳେ ପ୍ରାଧାନ୍ୟ ଦେଇଆସିଛନ୍ତ  : ବାଚସ୍ପତି
Share on FacebookShare on TwitterWhatsapp

ବାଚସ୍ପତିଙ୍କ ସହ ଅଷ୍ଟ୍ରେଲିଆ ଅଧିକାରୀଙ୍କ ସୌଜନ୍ୟସାକ୍ଷାତ ଓଡ଼ିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିପାକ୍ଷିକ ସଂପର୍କକୁ ମଜବୁତ କରିବାକୁ ପରାମର୍ଶ

ଓଡ଼ିଶା ତାଜା ନ୍ୟୁଜ୍ /୧୨ ମଇ ଗୁରୁବାର/ଭୁବନେଶ୍ୱର :- ଓଡ଼ିଶା ବିଧାନସଭାର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହିତ କୋଲକାତାରେ ଅବସ୍ଥାପିତ ଅଷ୍ଟ୍ରେଲିଆର ଡେପୁଟି କନ୍‌ସଲ୍‌ ଜେନେରାଲ୍‌ ଡାନିଏଲ୍‌ ସିମ୍‌ ଓ ବରିଷ୍ଠ ସମ୍ବଳ ଅଧିକାରୀ ଆଞ୍ଜେଲିନା ନାୟାର ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟସାକ୍ଷାତ କରି ରାଜ୍ୟ ରାଜନୀତିରେ ନାରୀମାନଙ୍କର ସ୍ଥିତି, ଶାସନକୁ ବ୍ୟବସ୍ଥିତ କରିବାରେ ନାରୀଶକ୍ତିର ଭୂମିକା, ନାରୀ ସଶକ୍ତିକରଣ ଓ ଅଷ୍ଟ୍ରେଲିଆ ଏବଂ ଓଡ଼ିଶାର ସଂସଦୀୟ ବିଧିବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି ।

ଏହି ସୌଜନ୍ୟସାକ୍ଷାତ ସମୟରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟିକା ଶ୍ରୀମତୀ ଉଷାଦେବୀ, ଶ୍ରୀମତୀ ଲତିକା ପ୍ରଧାନ, ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ, ଶ୍ରୀମତୀ ବାସନ୍ତି ହେମ୍ବ୍ରମ୍‌, ଶ୍ରୀମତୀ କୁସୁମ ଟେଟେ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ନିର୍ଦ୍ଦେଶକ (ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର, ଗ୍ଲୋବାଲ୍‌ ପଲିସି ରିସର୍ଚ୍ଚ ଫାଉଣ୍ଡେସନର ଟିମ୍‌ଲିଡ୍‌ ସିନି ମହାନ୍ତି ପ୍ରମୁଖ ଉପସ୍ଥିତ ରହି ନାରୀ ସଶକ୍ତିକରଣ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଓଡ଼ିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ଦ୍ୱିପାକ୍ଷିକ ସଂପର୍କକୁ ମଜବୁତ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେବା ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର ସବୁବେଳେ ନାରୀ ସଶକ୍ତିକରଣ ଉପରେ ପ୍ରାଧାନ୍ୟ ଦେଇ ଆସିଛନ୍ତି ବୋଲି ବାଚସ୍ପତି ଡଃ. ପାତ୍ର ପ୍ରକାଶ କରିଛନ୍ତି ।

ନାରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ହେଲେ ହିଁ କୌଣସି ରାଜ୍ୟ ତଥା ଦେଶର ବିକାଶ ହୋଇପାରିବ ବୋଲି ସେ କହିଛନ୍ତି । ମିଶନ ଶକ୍ତି ଯୋଜନା ମାଧ୍ୟମରେ ଓଡ଼ିଶାର, ମୁଖ୍ୟତଃ ଗ୍ରାମାଞ୍ଚଳର ମହିଳାମାନେ ଆର୍ଥିକ ଓ ସାମାଜିକ ଦୃଷ୍ଟିକୋଣରୁ ସଶକ୍ତ ହୋଇପାରିଛନ୍ତି ବୋଲି ପୂର୍ବତନ ମନ୍ତ୍ରୀ ଉଷାଦେବୀ ଉଲ୍ଲେଖ କରିଛନ୍ତି । ମହିଳା ସଶକ୍ତିକରଣ ଉପରେ ରାଜ୍ୟ ସରକାରଙ୍କ ବହୁବିଧ ପଦକ୍ଷେପକୁ ଡାନିଏଲ୍‌ ସିମ୍‌ ପ୍ରଶଂସା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026
ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

June 28, 2026
ଦେବସ୍ନାନ ପୂର୍ଣ୍ଣିମା-୨୦୨୬ ଉପଲକ୍ଷେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାର ସମୀକ୍ଷା କଲେ ଆଇଜିପି, ସେଣ୍ଟ୍ରାଲ ରେଞ୍ଜ ଏବଂ ପୁରୀ ଏସ୍‌ପି 

ଦେବସ୍ନାନ ପୂର୍ଣ୍ଣିମା-୨୦୨୬ ଉପଲକ୍ଷେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାର ସମୀକ୍ଷା କଲେ ଆଇଜିପି, ସେଣ୍ଟ୍ରାଲ ରେଞ୍ଜ ଏବଂ ପୁରୀ ଏସ୍‌ପି 

June 28, 2026
ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026
ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version