• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଟି ବଚାଓ : ବେଟି ପଢ଼ାଓ ଯୋଜନାର ତ୍ରୈମାସିକ ଟାସ୍କଫୋର୍ସ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 14, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବେଟି ବଚାଓ : ବେଟି ପଢ଼ାଓ ଯୋଜନାର ତ୍ରୈମାସିକ ଟାସ୍କଫୋର୍ସ ବୈଠକ
Share on FacebookShare on TwitterWhatsapp

ବାଲ୍ୟ ବିବାହ ନିରାକରଣ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀରେ ଥିବା ମାଆମାନଙ୍କୁ ଗ୍ରାମ୍ୟସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ସଚେଚନ କରିବା ପାଇଁ ଜିଲ୍ଲା ସଂଯୋଜିକା, ମିଶନଶକ୍ତିକୁ ନିର୍ଦେଶ ଦିଆଯାଇଥିଲା ।

ଓଡ଼ିଶା ତାଜା ନ୍ୟୁଜ୍ /୧୪ ମଇ ଶନିବାର/ ନୟାଗଡ଼ :- ଅତ୍ୟ ପୂର୍ବାହ୍ନ ୧୦ଘଟିକା ସମୟରେ “ବେଟି ବଚାଓ, ବେଟି ପଢ଼ାଓ” (ଶିଶୁ ପାଇଁ ଦିନଟିଏ) କାର୍ଯ୍ୟକ୍ରମ ଯୋଜନାର ତ୍ରୈମାସିକ ଟାସ୍କଫୋର୍ସ ବୈଠକ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ଚା, ପୋମା ଟୁଟୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଡା, ଟୁକୁ ଉପସ୍ଥିତ ସମସ୍ତ ପଦାଧିକାରୀଙ୍କୁ ସ୍ଵାଗତ ଜଣାଇବା ସଙ୍ଗେ ସଙ୍ଗେ ବୈଠକର ସୂଚୀ ଅନୁଯାୟୀ ଆଲୋଚ୍ୟ ବିଷୟ ଉପସ୍ଥାପନ କରିବା ପାଇଁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ବାଲ୍ୟ ବିବାହ ବନ୍ଦ ଓ ତାହାର ସଫଳ ରୂପାୟନ ନିମନ୍ତେ ସଂପୃକ୍ତ ସମସ୍ତ ବିଭାଗର ମିଳିତ ସହଯୋଗରେ ଏକ ଯୋଜନା ପ୍ରସ୍ତୁତି ନିମନ୍ତେ ନିଷ୍ପତି ହୋଇଥିଲା ।

ବିଦ୍ୟାଳୟସ୍ତରରେ ପାଠ ଛାଡୁଥିବା କିଶୋରୀମାନଙ୍କ ( ୧୦ ରୁ ୧୮ବର୍ଷ) ଉପରେ ସ୍ଵତନ୍ତ୍ର ନଜର ରଖିବା ପାଇଁ ଅଂଚଳର ଅଙ୍ଗନବାଡ଼ି କର୍ମୀମାନଙ୍କୁ ସଜାଗ ରହିବା ନିମନ୍ତେ ଜିଲ୍ଲାପାଳ ଗୁରୁତ୍ବ ଦେଇଥିଲେ ଜିଲ୍ଲାର ମନ୍ଦିରମାନଙ୍କରେ ହେଉଥିବା ବିବାହ କାର୍ଯ୍ୟର ପଂଜିକରଣ କରାଯିବ ଏହି ପଂଜିକରଣରେ ଆଧାର ଜନ୍ମ ତାରିଖକୁ ଗ୍ରହଣ କରା ନ ଯାଇ ସଂପୃକ୍ତ ଅଙ୍ଗନବାଡ଼ି କେନ୍ଦ୍ରର ଅଲିଭା ରେଜିଷ୍ଟରର ଜନ୍ମ ତାରିଖକୁ ଗ୍ରହଣ କରିବା ନିମନ୍ତେ ନିଷ୍ପତି ହୋଇଥିଲା । ବାଲ୍ୟ ବିବାହ ବନ୍ଦ କରିବା ଅଭିଯୋଗଗୁଡ଼ିକର ଶୁଣାଣି ସଂପୃକ୍ତ କିଶୋଗୀର ପିତାମାତା, ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ, ଶିଶୁ ମଙ୍ଗଳ ସମିତି ସଭ୍ୟ/ସଭ୍ୟା, ବାଲ୍ୟ ବିବାହ ନିଷେଧ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ ପ୍ରମୁଖ ସମସ୍ତ ଜନଶୁଣାଣି ଶିବିରରେ ଉପସ୍ଥିତ ରହି ସମସ୍ୟାର ସମାଧାନ କରାଯିବା ଉପରେ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ବାଲ୍ୟ ବିବାହ ନିରାକରଣ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀରେ ଥିବା ମାଆମାନଙ୍କୁ ଗ୍ରାମ୍ୟସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ସଚେଚନ କରିବା ପାଇଁ ଜିଲ୍ଲା ସଂଯୋଜିକା, ମିଶନଶକ୍ତିକୁ ନିର୍ଦେଶ ଦିଆଯାଇଥିଲା । ପୁଅଙ୍କ ତୁଳନାରେ ଝିଅଙ୍କ(୦ ରୁ ୬ବର୍ଷ) ସଂଖ୍ୟା ସର୍ବାଧିକ ମାତ୍ରାରେ ହ୍ରାସ ପାଉଥିବା ପଂଚାୟତଗୁଡ଼ିକୁ ପୋଷ୍ୟ ପଂଚାୟତ ଭାବରେ ଗ୍ରହଣ କରିବା ସହ ବାଲ୍ୟବିବାହରେ ସଂପୃକ୍ତ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ବିଭାଗକୁ ପରାମର୍ଶ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ଚନ୍ଦ୍ର ପହି , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ,ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ସାହୁ ମଂଚାସୀନ ଥିଲାବେଳେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥାଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ପରିଶେଷରେ ଶ୍ରୀ ସତ୍ୟରଂଜନ ଦାଶ (ଆନୁଷ୍ଠାନିକ ଅଧିକାରୀ), ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର :- ଆସନ୍ତା ୧୬.୫.୨୦୨୨( ସୋମବାର ) ଦିନ ସରକାରୀ ଛୁଟି ଦିନ ପଡ଼ୁଥିବାରୁ,୧୭.୫,୨୦୨୨ରିଖ (ମଙ୍ଗଳବାର) ଦିନ ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version